-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

ବୀରମହାରାଜପୁରରେ ଅଭିଯୋଗ ଶୁଣାଣୀ ଶିବିର : ୪୪ ଗୋଟି ଅଭିଯୋଗ ପୁଞ୍ଜିକରଣ, ଗୋଟିଏ ତୁରନ୍ତ ସମାଧାନ

13-Feb-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ପଞ୍ଚାୟତ ସମିତି ସଭାଗୃହ ଠାରେ ସୋମବାର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ସୁବର୍ଣ୍ଣପୁର ଜିଲ୍ଲାପାଳ  ଅବୋଲୀ ସୁନିଲ ନରୱଣେ ଓ ଆରକ୍ଷୀ ଅଧିକ୍ଷକ  ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ  ଆପତ୍ତି ଓ ସମସ୍ୟା ସମାଧାନ କରିଥିଲେ।‌  ଏହି ‌ଶିବିରରେ ୪୪ ଗୋଟି  ଅଭିଯୋଗ ପଞ୍ଜିକୃତ ହୋଇଥିବା ବେଳେ ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ  ୩୮ଗୋଟି,ସାମୁହିକ ଦରଖାସ୍ତ ୬ ଗୋଟି ଦରଖାସ୍ତ ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ଗୋଟିଏ ଅଭିଯୋଗ ଦରଖାସ୍ତ ର ତୁରନ୍ତ ସମାଧାନ କରାଯାଇଥିବା ବେଳେ ଅନ୍ୟାନ୍ୟ ୪୩ ଟି ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି l ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ  ଚମ୍ପାମାଲ ଗ୍ରାମର ଦିବ୍ୟାଜ୍ୟୋତି ଥନାପତି ଓ  ରଥପୁର ନିବାସୀ ଦେବକୀ ବଘାର ଙ୍କୁ ବିଧବା ଭତ୍ତା ସହାୟତା ଯୋଜନାରେ ରେ ସାମିଲ କରାଯାଇ ମାସିକ ୫୦୦ ଟଙ୍କା ଲେଖାଏଁ ପ୍ରଦାନ କରାଯାଇଥିଲା । ଜିଲ୍ଲାପାଳ ତଥା ଉପସ୍ଥିତ ଆରକ୍ଷୀ ଅଧିକ୍ଷକ ସୁବର୍ଣ୍ଣପୁର, ବୀରମହାରାଜପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋତିଲାଲ ସୁଲିଆ ଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ  ନିହାର ରଞ୍ଜନ କଁହର, ବୀରମହାରାଜପୁର ଉପ ଜିଲ୍ଲାପାଳ ଅଶୋକ ଭୋଇ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ ବିଶ୍ୱ ରଞ୍ଜନ ପତି, ଅଧୀକ୍ଷଣ ଯନ୍ତ୍ରୀ ଆର ଡବ୍ଲୁ ଏସ ଏସ ଇଂ ବିଭୁ ପ୍ରସାଦ ପଣ୍ଡା, ଅଧୀକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି -ଇଂ ଦାମୋଦର କୈବର୍ତ୍ତ ,ଡି ଇ ଓ ଲକ୍ଷ୍ମଣ ଭୋଇ, ସି ଏସ ଓ ସୁରେଶ ପାଣିଗ୍ରାହୀ, ଡ଼ିଏସଏସଓ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ ସମସ୍ତ ଜିଲ୍ଳା ସ୍ତରୀୟ ଅଧିକାରୀ ସମେତ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହା, ବୀରମହାରାଜପୁର ତହସିଲଦାର ବିବୋଦ୍ଧ ଗଡ଼ନାୟକ, ବ୍ଳକସ୍ତରୀୟ ଅଧିକାରୀ ମାନେ ଯୋଗଦେଇ ଥିବା ବେଳେ ବ୍ଳକ କର୍ମଚାରୀ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like