-+91-9937148622 |

prerana_bgr@rediffmail.com |

  Monday 13th July 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   (12-Jul-2026)       ||      କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   (12-Jul-2026)       ||      ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   (12-Jul-2026)       ||      ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ    (12-Jul-2026)       ||      ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ    (12-Jul-2026)       ||      ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   (12-Jul-2026)       ||      ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   (12-Jul-2026)       ||      ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା    (12-Jul-2026)       ||      ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   (12-Jul-2026)       ||      ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   (12-Jul-2026)       ||      ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍    (12-Jul-2026)       ||      ବୁଦ୍ଧିଜୀବୀ ମାନଙ୍କର ଶାସକ ଗୋଷ୍ଠୀର ଜୟଗାନ ମନୋବୃତ୍ତି ସମାଜ କୁ ଆହୁରି ଅଧୋପତନ ଆଡକୁ ନେଇ ଯାଉଛି    (12-Jul-2026)       ||      ବୃକ୍ଷରୋପଣ ଆମରି ପଣ   (12-Jul-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପ୍ରଶ୍ନୋତ୍ତର ପ୍ରତିଯୋଗିତା    (12-Jul-2026)       ||      *ଗାଁ ମୁହାଁ ଜଙ୍ଗଲୀ ଭାଲୁ.... ବୋରିପଦର ଗ୍ରାମରେ ଭାଲୁର ଆତଙ୍କ*   (12-Jul-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ 53 ତମ ଜନ୍ମଦିବସ ବୁର୍ଡ଼l ଡାକ ବଙ୍ଗଳା ଠାରେ ମହା ସମାରୋହରେ ପାଳିତ    (12-Jul-2026)       ||      କୁଟୁମ୍ବଡୋଲା କ୍ଲଷ୍ଟର ପକ୍ଷରୁ ସିଆଲବାହାଲି ଠାରେ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା ସଭା   (12-Jul-2026)       ||      ଅଲେଖ ଧର୍ମ ବଳାମ୍ବି ସ୍ବର୍ଗତ ବିନ୍ଦୁ ବାରିକ ଙ୍କ ଅକାଳ ବିୟୋଗ, ଅଂଚଳ ରେ ଶୋକର ଛାୟା   (12-Jul-2026)       ||      ଯୁବକଙ୍କୁ ହତ୍ୟା, ପୁଲିସର ତଦନ୍ତ ଜାରି   (11-Jul-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

‘ବିକାଶ’ରେ ‘ପାପା କେହତେ ହୈ’ ସ୍ମାରକି ବକ୍ତୃତା

13-Feb-2023



ବରଗଡ, ବିକାଶ ହାଇଅର୍ ଏଜୁକେସ୍ନାଲ୍ ଇଂଷ୍ଟିଚ୍ୟୁସନ୍ସରେ ‘ପାପା କେହତେ ହୈ’ ଶୀର୍ଷକ ସ୍ମାରକୀ ବକ୍ତୃତା ଅନୁଷ୍ଠିତ ହୋଇଯାଇଛି । ୰ଗୁନ୍ନମ ରାମଚନ୍ଦ୍ର ରାଓଙ୍କ ୨୭ତମ ପୁଣ୍ୟତିଥି ଅବସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଡାଇରେକ୍ଟର ଡ. ସମରେନ୍ଦ୍ର ନାଥ ପଣ୍ଡା ଆଭିମୁଖ୍ୟ ଉପସ୍ଥାପନ କରିଥିଲେ । ଚ୍ୟାର୍ମେନ ଶ୍ରୀ ଡି. ମୁରଲୀ କ୍ରୀଷ୍ଣା ଏହି ଅବସରରେ ଯାତ୍ରାର ସ୍ମୃତିଚାରଣ କରିବା ସହିତ “ପାପା କେହତେ ହୈ” ଭଳି ସାର୍ଥକ କାର୍ଯ୍ୟକ୍ରମ ସଫଳ ଆୟୋଜନ ପାଇଁ ଆୟୋଯକଙ୍କୁ ଅଭିନନ୍ଦନ ଜ୍ଞାପନ କରିଥିଲେ । ଏକ୍‌ଜିକ୍ୱୁଟିଭ୍ ଡାଇରେକ୍ଟର ଶ୍ରୀ ଡି. ନାଗେଶ୍ୱର ରାଓ ଛାତ୍ର ଛାତ୍ରୀଙ୍କୁ ମାନବିକ ମୁଲ୍ୟବୋଧ ଏବଂ ସଂଯମ ଶୃଙ୍ଖଳା ସହ ଛାତ୍ର ଜୀବନର ପ୍ରତି ମୁହୂର୍ତକୁ ଏକ ଅବିସ୍ମରଣୀୟ ସ୍ମୃତିରେ ପରିଣତ କରିବା ପାଇଁ ପ୍ରେରଣା ଦେଇଥିଲେ ।ବିକାଶ ଲ ସ୍କୁଲର ଅଧ୍ୟକ୍ଷ ଡ. ବିକ୍ରମ କୁମାର ଦାସ୍ ଏହି ସ୍ମାରକୀର ମୁଖ୍ୟ ବକ୍ତାଙ୍କ ପରିଚୟ ପ୍ରଦାନ କରିଥିଲେ । ମୁଖ୍ୟ ବକ୍ତା ରୁପରେ ଯୋଗ ଦେଇଥିବା ବିକାଶ ଉଚ୍ଚ ମାଧ୍ୟାମିକ ସ୍କୁଲର ଅଧ୍ୟକ୍ଷ ସଂଜିବ କୁମାର ବାବୁ ନିଜ  ବକ୍ତବ୍ୟରେ କହିଥିଲେ ଯେ ପିତା ସବୁବେଳେ ନିଜର ସ୍ୱାର୍ଥକୁ ଅଣଦେଖା କରି ନିଜର ସନ୍ତାନର ଆଶା ଓ ଅକାଂକ୍ଷାକୁ ପରିପୂରଣ କରିବା ପାଇଁ ସଦା ସର୍ବଦା ପ୍ରସ୍ତୁତ ରହନ୍ତି । ଏହି ସ୍ମାରକି ଅବସରରେ ବିଭିନ୍ନ ପ୍ରକାର ପ୍ରତିଯୋଗିତାର ଆୟୋଜନ କରାଯାଇଥିବା ବେଳେ ମ୍ୟାନେଜିଙ୍ଗ୍ ଡାଇରେକ୍ଟର ଶ୍ରୀ ଜି. ଭାସ୍କର ରାଓ ଏହାକୁ ନିଜର ବକ୍ତବ୍ୟରେ  ଭୂୟସି ପ୍ରସଂଶା କରିଥିଲେ ।ଚିତ୍ରକଳାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍ ମେନେଜ୍‌ମେଂଟର ଛାତ୍ରୀ ମମତା ଗିରି, ବିକାଶ ଡିଗ୍ରୀ କଲେଜ୍‌ର ଅନ୍ୱେଷା ପୁରୋହିତ,ହିମାଂଶୁ ଜୈନ୍ ଯଥାକ୍ରମେ ପ୍ରଥମ,ଦ୍ୱିିତୀୟ ଓ ତୃତୀୟ ବିବେଚିତ ହୋଇଥିବାବେଳେ ରିଲ ପ୍ରତିଯୋଗିତାରେ ସୁଜସ୍ମିତା ଭୋଇ ପ୍ରଥମ ଏବଂ ଭୋଲା ସାହୁ ଦ୍ୱିତୀୟ ହୋଇଥିଲେ । ସେହିପରି ନୃତ୍ୟ ପ୍ରତିଯୋଗିତାରେ ବିକାଶ ଇଂଷ୍ଟିଚ୍ୟୁଟ ଅଫ୍ ଟେକ୍ନୋଲୋଜି ର ଛାତ୍ରମାନେ ପ୍ରଥମ ହୋଇଥିବା ବେଳେ ବିକାଶ ଲ ସ୍କୁଲର ଛାତ୍ରୀମାନେ ଦ୍ୱିତୀୟ ସ୍ଥାନ ଅଧୀକାର କରିଥିଲେ । ଏହି ଅବସରରେ ବିକାଶ ହାଇଅର୍ ଏଜୁକେସ୍ନାଲ୍ ଇଂଷ୍ଟିଚ୍ୟୁସନ୍ସ ର ସମସ୍ତ ଅଧ୍ୟକ୍ଷ, ଉପାଧ୍ୟକ୍ଷ ଓ ଅଧ୍ୟାପକ, ଅଧ୍ୟାପିକା ଉପସ୍ଥିତ ଥିଲେ । ବିକାଶ ଇଂଷ୍ଟିଚ୍ୟୁଟ ଅଫ୍ ଟେକ୍ନୋଲୋଜିର ଉପାଧ୍ୟକ୍ଷ ଡ. ପୁର୍ଣ୍ଣେନ୍ଦୁ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ବିକାଶ ଇଂଷ୍ଟିଚ୍ୟୁଟ ଅଫ୍ ଟେକ୍ନୋଲୋଜିର ଅଧ୍ୟକ୍ଷ ଇଂ. ଅଜୟ କୁମାର ମହାପାତ୍ରଙ୍କ ତତ୍ୱାବଧାନରେ ବିକାଶ ଡିଗ୍ରୀ କଲେଜର ଉପାଧ୍ୟକ୍ଷ ଶ୍ରୀ ଆର୍‌.ଏସ୍‌.ଭି. କ୍ରିଷ୍ଣା କାର୍ଯ୍ୟକ୍ରମର ପରିଚାଳନା ଦାୟୀତ୍ୱ ତୁଲାଇଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ରାଜ୍ୟ  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ରାଜ୍ୟବ୍ୟାପୀ ବେସରକାରୀ ନର୍ସିଂ କଲେଜ ଯାଞ୍ଚ: ବଲାଙ୍ଗିରରେ ଯାଞ୍ଚ ପ୍ରକ୍ରିୟାକୁ ନେଇ ଉଠୁଛି ପ୍ରଶ୍ନ   12-Jul-2026
  ଜିଲ୍ଲା  
କୋମନାରେ ଜିଲ୍ଲା ଯାଦବ ସମାଜର କାର୍ଯ୍ୟକାରିଣୀ ବୈଠକ   12-Jul-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଓଡ଼ିଶା ସାମ୍ୱାଦିକ ସଂଘ ର ରାଜ୍ୟ କାର୍ଯ୍ୟକାରିଣୀ ଓ ଜିଲ୍ଲା ଶାଖାର ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Jul-2026
  ଜିଲ୍ଲା  
ଯୋଗ ର ଉପକାରିତା ଉପରେ ଏକ ଆଲୋଚନା ଚକ୍ର ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ   12-Jul-2026
  ଜିଲ୍ଲା  
ପ୍ରାସଙ୍ଗିକ ଓ ମାଟିମନସ୍କ ହୁଅନ୍ତୁ ଯୁବ ଲେଖକ   12-Jul-2026
  ଜିଲ୍ଲା  
ରେଟାମୁଣ୍ଡାରେ ଅଖିଳ ଭାରତୀୟ ଗୋଣ୍ଡୱାନା ଗୋଣ୍ଡ ମହାସଭାର ନୂତନ କାର୍ଯ୍ୟକାରି କମିଟି ଗଠିତ ,   12-Jul-2026
  ଜିଲ୍ଲା  
ଗୋପାଳପୁର ଆଶ୍ରମ ସ୍କୁଲରେ ୭୭ ତମ ବନ ମହୋତ୍ସବ ପାଳିତ   12-Jul-2026
  ଜିଲ୍ଲା  
ଆକାଶବାଣୀ ବଲାଙ୍ଗୀରର ସାମୟିକ ଉଦଘୋଷକ ଶରତ କୁମାର ନନ୍ଦ ଙ୍କୁ ଅବସର ସମ୍ବର୍ଦ୍ଧନା   12-Jul-2026
  ଜିଲ୍ଲା  
ଆଗଲପୁର ଠାରେ ବିଜେପିର ବିଏଲଓ ବୈଠକ   12-Jul-2026
  ଜିଲ୍ଲା  
ରାଜ୍ୟ ସ୍ତରୀୟ ଗଙ୍ଗାଧର ମେହେର ଜୟନ୍ତୀ ସମାରୋହ ପାଇଁ ପ୍ରସ୍ତୁତି ବୈଠକ ।   12-Jul-2026
  ଜିଲ୍ଲା  
ସୁରେନ୍ଦ୍ର ପଟେଲଙ୍କ କୋଶଲୀ ରାମାୟଣ ଲୋକାର୍ପଣ ଏବଂ ତହଁକ୍ କୁଟୁମ୍ ର ଝକେର୍ କବିତା ଆସର୍   12-Jul-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ