-+91-9937148622 |

prerana_bgr@rediffmail.com |

  Friday 29th March 2024 |

| | | |

R.N.I. Regd No. ODIODI/2010/46693

Breaking News

ଛତିକୁଡ଼ା ରୁ ନର୍ଲା ପୂର୍ତ୍ତ ବିଭାଗ ରାସ୍ତା କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ର ଅଭିଯୋଗ ତଦନ୍ତ ଦାବି   (29-Mar-2024)       ||      ନର୍ଲା କଂଗ୍ରେସ କୁ ଭକ୍ତ କରିବେ କି ବିଭକ୍ତ ?   (29-Mar-2024)       ||      ନିଖୋଜ ନାବାଳକ କୁ ରେଲୱେ ଟ୍ରାକ ରୁ ଉଦ୍ଧାର କଲା ସୋନପୁର ପୋଲିସ୍   (29-Mar-2024)       ||      ୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ    (29-Mar-2024)       ||      ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   (29-Mar-2024)       ||      ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    (28-Mar-2024)       ||      ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ    (28-Mar-2024)       ||      ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   (28-Mar-2024)       ||      ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   (28-Mar-2024)       ||      ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ    (28-Mar-2024)       ||      ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ    (28-Mar-2024)       ||      ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   (28-Mar-2024)       ||      ଚିକିଲି ଗ୍ରାମରେ ସମ୍ପୂର୍ଣ ଆଦିବାସୀ ପରମ୍ପରାରେ ନିଆରା ଢଙ୍ଗରେ ଶିବରାତ୍ରି ପାଳିତ   (28-Mar-2024)       ||      କଣ୍ଟାମାଳରେ ୧୦୮ ହନୁମାନ ଚାଳିଶା ଓ ଶୁଭସ୍ତମ୍ଭ ସ୍ଥାପନ    (27-Mar-2024)       ||      ନାଟ୍ୟ ଅନୁଷ୍ଠାନ ଅନ୍ୱେଷଣ ତରଫରୁ ବିଶ୍ଵ ନାଟ୍ୟ ଦିବସ ପାଳିତ , ନାଟକ ଆଜିର ସମୟର ଅପରିହାର୍ଯ୍ଯ ଆବଶ୍ୟକତା।   (27-Mar-2024)       ||      କଣ୍ଟାମାଳ ପାଇଁ ମହୀଧର ରଣା ବିଜେଡି ପ୍ରାର୍ଥୀ ଘୋଷିତ   (27-Mar-2024)       ||      ଇଣ୍ଟରନ୍ୟାସନାଲ ଥିଏଟର କଣ୍ଟାମାଳ ଶାଖାର ବିଶ୍ୱନାଟ୍ୟ ଦିବସ   (27-Mar-2024)       ||      ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ - ଆସନ୍ତା ସାଧାରଣ ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା I   (27-Mar-2024)       ||      ପଞ୍ଚସଖା ଗଳି ରେ ହରିହର ଭେଟ ଓ ହୋଲି ଉତ୍ସବ ପାଳନ    (27-Mar-2024)       ||      ମର୍ମନ୍ତୁଦ ସଡ଼କ ଦୃଘଟଣା,  ସରକାରୀ ବସ ଚକା ତଳେ ୨ ବନ୍ଧୁ ଙ୍କ ମୃତ୍ୟୁ      (27-Mar-2024)       ||     

HOME   ଜିଲ୍ଲା

ସୁଲିଆଡଙ୍ଗରି ଠାରେ ମାଁ ଭୈରଵିଙ୍କ 'ମାଘମଣ୍ଡେଇ" ଯାତ୍ରା ଅନୁଷ୍ଠିତ

15-Feb-2023



ନବରଙ୍ଗପୁର:- ଉମରକୋଟ ଵ୍ଳକର ହିରାପୁରଜିପିର ଗ୍ରାମ -ସୁଲିଆଡଙ୍ଗରି ଠାରେ ମାଁ ଭୈରଵି ଶକ୍ତି ପିଠର ''ମାଘମଣ୍ଡେଇ,, ଅନୁଷ୍ଠିତ ହୋଇଥିଲା ଏଥିରେ ଆଖପାଖ ଗ୍ରାମ ଦେପୁର, ମାଲଵେଡା, ସେମଲିଗଦରା, କୁମିଣ୍ଡଡା, ଗାଲିଭାଟା,ମୁଣ୍ଡିଗୁଡା,ଚନାଗଦରା,ମାଲାଗୁଡା,ହିରାପୁର,ଖାଣ୍ଡା,ପଡାଗଡ,ବେନରା, ଏଥିରେ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଥିଲେ ଝରିଗାଁ ନିର୍ବାଚନ ମଣ୍ଡଳୀର କଗ୍ରେସ ବିଧାୟକ ପ୍ରାର୍ଥୀନୀ ସୁଶୀ ହାରାଵତୀ ଗଣ୍ଡ ଓ  ଉମରକୋଟ କଗ୍ରେସ ବିଧାୟକ ପ୍ରାର୍ଥୀ ଶ୍ରୀଯୁକ୍ତ ସନରାଜ ଗଣ୍ଡ ,ଉମରକୋଟ ନଗର କଂଗ୍ରେସ କମିଟିର ସାଧାରଣ ସଂପାଦକ ଶ୍ରୀ ଯୁକ୍ତ ପର୍ଶୁରାମ ନାୟକ ଉପସଭାପତି ଏସ,ବିଜୟ,ଯୁଵକଗ୍ରେସ କମିଟିର ଉପସଭାପତି ଶଙ୍କର ମଣ୍ଡଳ ରାଇଘର ବ୍ଲକର ଗଣେଶରାମ କୁର୍ମୀ, ଝରିଗାଁ ନିର୍ବାଚନ ମଣ୍ଡଳୀର ହରିଜନ ମୋର୍ଚ୍ଚା ସଭାପତି ଶ୍ରୀଯୁକ୍ତ ମେଘ ହରିଜନ,ଜୟରାମ ସାନ୍ତା,ହଲଧର ସାନ୍ତା, ପୂଜା କମିଟିର କାର୍ଯ୍ୟକାରି ସଭାପତି ଶ୍ରୀଯୁକ୍ତ ଚତୁରସିଵାଘ, ସଭାପତି ରୁପଧରସାନ୍ତା, ସଂପାଦକ ପାତ୍ର ସାନ୍ତା, ଉପସଭାପତି ଦାସ ସାନ୍ତ, ପୁଜାରୀ ଗୁରୁବାରୁ ପୂଜାରୀ,ଡମୁରୁ ପୂଜାରି,ଭଗବାନ ପୂଜାରୀ,ଵଲିରାମପୂଜାରି,ସମେତ ପ୍ରାୟ ୫ହଜାର ଜନ ଗୋହଳି ସହିତ ମିନାଵଜାର, ରାତିରେ ସଂସ୍କୃତି କାର୍ଯ୍ୟ କର୍ମର ଆୟୋଜନ କରାଯାଇଥିଲା।

(ରିପୋର୍ଟ :ମିହିର ଶଙ୍କର ପାତ୍ର,ନବରଙ୍ଗପୁର) 


News Comment




Photo in News

Advertisment
Lastest News
  ଜିଲ୍ଲା  
ଛତିକୁଡ଼ା ରୁ ନର୍ଲା ପୂର୍ତ୍ତ ବିଭାଗ ରାସ୍ତା କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ର ଅଭିଯୋଗ ତଦନ୍ତ ଦାବି   29-Mar-2024
  ଜିଲ୍ଲା  
ନର୍ଲା କଂଗ୍ରେସ କୁ ଭକ୍ତ କରିବେ କି ବିଭକ୍ତ ?   29-Mar-2024
  ଜିଲ୍ଲା  
ନିଖୋଜ ନାବାଳକ କୁ ରେଲୱେ ଟ୍ରାକ ରୁ ଉଦ୍ଧାର କଲା ସୋନପୁର ପୋଲିସ୍   29-Mar-2024
  ଜିଲ୍ଲା  
୧୯୭୦ ମାଟ୍ରିକ ବ୍ୟାଚର ବନ୍ଧୁ ମିଳନ   29-Mar-2024
  ଜିଲ୍ଲା  
ଖଟଖଟିଆ ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ବାର୍ଷିକୋତ୍ସବ,   29-Mar-2024
  ଜିଲ୍ଲା  
ସ୍ବାମୀର ଠେଙ୍ଗା ମାଡରେ ପତ୍ନୀ ମୃତ, ସ୍ବାମୀ ଅଟକ    28-Mar-2024
  ରାଜନୀତି  
ହାତ ଛାଡିଲେ ବରିଷ୍ଠ କଂଗ୍ରେସ ନେତା ସୁରେନ୍ଦ୍ର ସିଂଭୋଇ   28-Mar-2024
  ଜିଲ୍ଲା  
ବିଜେଡି ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଙ୍କୁ ସୁବର୍ଣ୍ଣପୁର ଠାରେ ବିପୁଳ ସମ୍ବର୍ଦ୍ଧନା*- ମା ସୁରେଶ୍ଵରୀ ଙ୍କ ଆଶୀର୍ବାଦ ନେଇ ଆରମ୍ଭ କଲେ ପରିବାର ସମ୍ପର୍କ ଅଭିଯାନ   28-Mar-2024
  ଜିଲ୍ଲା  
ପୋଲିଂ ଅଧିକାରୀଙ୍କ ସ୍ୱାସ୍ଥ୍ୟ ସମସ୍ୟା ଜନିତ ସତ୍ୟତା ସମ୍ବନ୍ଧେ ଡାକ୍ତରୀ ପରୀକ୍ଷା   28-Mar-2024
  ରାଜନୀତି  
ନିର୍ବାଚନ ଉପଲକ୍ଷେ ଗଠନ ହୋଇଛି ଏମସିଏମସି ସେଲ   28-Mar-2024
  ଜିଲ୍ଲା  
ବୌଦ୍ଧ : କୁଶଙ୍ଗ ବନ୍ୟପ୍ରାଣୀ ରେଞ୍ଜ ସାତକୋଶିଆ ଅଭୟାରଣ୍ୟ ମଧ୍ୟରେ ଥିବା ମାରଡା ଗାଁ ପରିଦର୍ଶନ କଲେ ବୌଦ୍ଧ ଜିଲାପାଳ   28-Mar-2024
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ଯୁବକ ଗୁରୁତ୍ୱର   28-Mar-2024

You Might Also Like