-+91-9937148622 |

prerana_bgr@rediffmail.com |

  Thursday 29th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   (29-Oct-2026)       ||      କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   (29-Oct-2026)       ||      ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   (29-Oct-2026)       ||      ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   (29-Oct-2026)       ||      ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   (29-Oct-2026)       ||      ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ    (29-Oct-2026)       ||      ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   (29-Oct-2026)       ||      ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ    (29-Oct-2026)       ||      ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   (28-Oct-2026)       ||      ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   (28-Oct-2026)       ||      ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   (28-Oct-2026)       ||      ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   (28-Oct-2026)       ||      ଶୂନ୍ୟ ମୃତ୍ୟୁହାର ଲକ୍ଷ୍ୟରେ କନ୍ଧମାଳ ପ୍ରଶାସନର ବ୍ୟାପକ ପ୍ରସ୍ତୁତି :  ବାତ୍ୟା ମୁକାବିଲା ପାଇଁ ମନ୍ତ୍ରୀଙ୍କ ସମୀକ୍ଷା, ୧୯୮ ଗର୍ଭବତୀ ମହିଳା ମା’ ଗୃହକୁ ସ୍ଥାନାନ୍ତର   (28-Oct-2026)       ||      *ନବରଙ୍ଗପୁର କୋର୍ଟ ପରିସରରେ ସ୍ଥିତ ଅଭିଯୋଜନ କାର୍ଯ୍ୟାଳୟରେ ଦୁର୍ନୀତିମୁକ୍ତ ସମାଜ ନିମନ୍ତେ ଶପଥ କାର୍ଯ୍ୟକ୍ରମ ଅନୁଷ୍ଠିତ*   (28-Oct-2026)       ||      ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||     

HOME   ଜିଲ୍ଲା

ଗଣିଆ ବ୍ଳକ ଅଂଚଳରେ କନ୍ଧମାଳ ସାଂସଦ ଡ଼ଃ. ଅଚ୍ୟୁତ ସାମନ୍ତ

06-Dec-2020



ନୟାଗଡ଼, (ପ୍ରଦୀପ ପଣ୍ଡା) - ଆଜି ଗଣିଆ ବ୍ଲକର ବିଭିନ୍ନ ଉଦଘାଟନ ଏବଂ ଭୂମି ପୂଜନ କାର୍ଯ୍ୟକ୍ରମ ରେ ଯୋଗ ଦେଇଥିଲେ କନ୍ଧମାଳ ସାଂସଦ ଡ଼ଃ ଅଚ୍ୟୁତ ସାମନ୍ତ | ଏହି କାର୍ଯ୍ୟକ୍ରମ ଗୁଡିକରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଗଣିଆ ବ୍ଳକ ଅଧକ୍ଷ ଶେଷଦେବ ସ୍ୱାଇଁ ଡ଼ଃ ସାମନ୍ତ ଙ୍କ ସହିତ ଥିଲେ | ଗଣିଆ ବ୍ଳକ ର ସରପଞ୍ଚ, ସମିତି ସଭ୍ୟ, ବିଜେଡି କର୍ମୀଙ୍କ ଦ୍ୱାରା ଗଣିଆ  ଗାନ୍ଧୀ ଛକ ଠାରେ ସାଂସଦ, ବିଧାୟକ ଏବଂ ବ୍ଳକ ଅଧକ୍ଷ ଙ୍କୁ ଉତ୍ତରୀୟ, ପୁଷ୍ପ ମାଲ୍ୟ ଏବଂ ଫୁଲ ତୋଡ଼ା ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା | ତାପରେ ବଜାର ର ଗାନ୍ଧୀ ମୂର୍ତ୍ତି ଏବଂ ରୁଦ୍ର ମାଧବ ରାୟ ଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରି ଡ଼ଃ ସାମନ୍ତ ଯୋଗଦେଇଥିଲେ ରାମମନ୍ଦିର ପରିସରରେ ଗୋଷ୍ଠି କେନ୍ଦ୍ର ଉଦଘାଟନ ଉତ୍ସବ ରେ | ତାପରେ ଗଣିଆ ଗ୍ରାମ ପଞ୍ଚାୟତ ର କଲ୍ୟାଣ ମଣ୍ଡପ ର ଭୂମି ପୂଜନ କାର୍ଯ୍ୟକ୍ରମ ସାରି କେ ସି ବିଦ୍ୟାପୀଠ ପରିସରରେ ମିନି ଷ୍ଟlଡ଼ିୟମ ର ଭୂମି ପୂଜନ କାର୍ଯ୍ୟକ୍ରମ ରେ ଯୋଗ ଦେଇ ଥିଲେ | ବିଜୟ ନଗର ଗୋଷ୍ଠୀ କେନ୍ଦ୍ର ର ଶୁଭ ଉଦଘାଟନ କାର୍ଯ୍ୟକ୍ରମ ସାରିବା ପରେ ଗଣିଆ ବଜାର ସ୍ଥିତ ଯୁଦ୍ଧକାଳୀନ ଭିତ୍ତି ରେ ହୋଇଥିବା ବସ ଷ୍ଟାଣ୍ଡ ର ଉଦଘାଟନ ମଧ୍ୟ କରିଥିଲେ ଡ଼ଃ ସାମନ୍ତ | ବ୍ଳକ ପରିସରରେ ଥିବା ସଦଭାବନା ଗୃହରେ ସମସ୍ତ ଲୋକ ପ୍ରତିନିଧି, ବିଶିଷ୍ଠ ବୁଦ୍ଧିଜୀବୀ ଏବଂ ସାମ୍ବାଦିକ ମାନଙ୍କ ସହିତ ଏକ ସ୍ୱଳ୍ପ ସମୟ ର ଆଲୋଚନା ପରେ ଡ଼ଃ ସାମନ୍ତ, ମାନ୍ୟବର ବିଧାୟକ, ଏବଂ ବ୍ଳକ ଅଧକ୍ଷ ଗଣିଆ ଛାଡିଥିଲେ ପ୍ରାୟ ଚାରି ଘଟିକା ସମୟରେ | ପ୍ରକାଶ ଥାଉକି ସାଂସଦ ଏବଂ ବିଧାୟକ ନୂଆଗାଁ, ଗଣିଆ ଏବଂ ଦଶପଲ୍ଲା ବ୍ଳକ ପରିଭ୍ରମଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଅମଳ ବେଳେ ବାତ୍ୟା ମାଡ଼, ଉଜାଡ଼ିଲା ଚାଷୀଙ୍କ ସ୍ୱପ୍ନ : ପନିପରିବା ସହ ଧାନ ଫସଲ ନଷ୍ଟ ଆଶଙ୍କା, କ୍ଷୟକ୍ଷତି ଆକଳନ କରି ସହାୟତା ଦେବାକୁ ଦାବି   29-Oct-2026
  ଜିଲ୍ଲା  
କଳା ଜଗତର ସର୍ବଶ୍ରେଷ୍ଠ କଳା ହେଉଛି ପାଲା : ଗୁରୁ ପାର୍ବତୀ ଭୋଇ   29-Oct-2026
  ଜିଲ୍ଲା  
ମହଦାରେ ଦୁଇ ଟ୍ରକ୍ ମଧ୍ୟରେ ଭୟଙ୍କର ଧକ୍କା, ଗ୍ରାମବାସୀ ଓ ଉଦ୍ଧାରକାରିଙ୍କ ତତ୍ପରତାରେ ବଞ୍ଚିଗଲା ଜୀବନ   29-Oct-2026
  ଜିଲ୍ଲା  
ବରଗଡ଼ ନଦୀପଡ଼ା ରେ ଗଜଲକ୍ଷ୍ମୀ ପୂଜା   29-Oct-2026
  ଜିଲ୍ଲା  
ବଲାଙ୍ଗୀର ସହରର ରୁଗୁଡି ପଡା ଓ ନାଲଖଣ୍ଡି ପଡା ଠାରେ ମାଁ ଗଜଲକ୍ଷ୍ମୀଙ୍କ ପୂଜା ଧୁମଧାମ ରେ ପାଳିତ   29-Oct-2026
  ଜିଲ୍ଲା  
ଟିଟିଲାଗଡ ଓମ୍ ଭ୍ୟାଲି ସ୍କୁଲ୍‌ରେ ଆସନ୍ତା କାଲି ଅନୁଷ୍ଠିତ ହେବ କ୍ୟାରିୟର ମେଳା - ଯୋଗଦେବେ ଦେଶର ୧୦ଟି ପ୍ରମୁଖ ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀ   29-Oct-2026
  ଜିଲ୍ଲା  
ବରୀ ବ୍ଲକରେ ଶିଶୁ ଶ୍ରମିକ ଚିହ୍ନଟ ଓ ଉଦ୍ଧାର ନିମନ୍ତେ ମିଳିତ ଚଢ଼ାଉ ଅଭିଯାନ   29-Oct-2026
  ଜିଲ୍ଲା  
ପୁରୁଣା ସରକାରୀ ଡାକ୍ତରଖାନା ଷ୍ଟାଫ କ୍ୱାର୍ଟର ମରାମତିରେ ଚରମ ଅବହେଳା - ଅସମ୍ପୂର୍ଣ୍ଣ କାମ ଯୋଗୁଁ ଡାକ୍ତରଙ୍କ ପରିବାର ହେଉଛନ୍ତି ଅସୁବିଧାର ସମ୍ମୁଖୀନ   29-Oct-2026
  ଜିଲ୍ଲା  
ପିପି ଏକାଡେମୀ ରେ ସଙ୍ଗୀତ ଓ କଲେଜଛକ କଲ୍ୟାଣ ମଣ୍ଡପ ରେ ରଙ୍ଗୋଲି ଲି ପ୍ରତିଯୋଗିତା   28-Oct-2026
  ଜିଲ୍ଲା  
ବାତ୍ୟା ‘ଅର୍ଣ୍ଣବ’ ମୁକାବିଲା କ୍ଷେତ୍ରରେ ଶୂନ୍ୟ ଜୀବନହାନି ଓ ଫସଲ କ୍ଷୟକ୍ଷତି ରୋକିବା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱାରୋପ   28-Oct-2026
  ଜିଲ୍ଲା  
ସାହୁ ପରିବାର"ର ପ୍ରଥମ ସାଧାରଣ ଅଧିବେଶନ : ରମେଶ ଚନ୍ଦ୍ର ସାହୁ ସଭାପତି ଏବଂ ବିଶ୍ୱନାଥ ସାହୁ ସମ୍ପାଦକ   28-Oct-2026
  ଜିଲ୍ଲା  
ସୁରକ୍ଷିତ ବଚପନ ଅଭିଯାନ ସଫଳ ନେଇ ସଚେତନତା   28-Oct-2026

You Might Also Like