-+91-9937148622 |

prerana_bgr@rediffmail.com |

  Wednesday 29th March 2023 |

| | | |

R.N.I. Regd No. ODIODI/2010/46693

Breaking News

ରେନବୋ କ୍ୟାମ୍ପରେ ବଲାଙ୍ଗିର ର କୃତିତ୍ୱ   (29-Mar-2023)       ||      ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   (29-Mar-2023)       ||      ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   (28-Mar-2023)       ||      ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    (28-Mar-2023)       ||      ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା    (28-Mar-2023)       ||      ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    (28-Mar-2023)       ||      ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   (28-Mar-2023)       ||      ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   (28-Mar-2023)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   (28-Mar-2023)       ||      ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   (28-Mar-2023)       ||      ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   (28-Mar-2023)       ||      ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   (28-Mar-2023)       ||      ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନା ରେ ଭର୍ତି    (28-Mar-2023)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜଣ ଶୁଣାଣି   (28-Mar-2023)       ||      କ୍ୟାରିୟର କାଉନସିଲିଂ କାର୍ଯ୍ୟକ୍ରମ   (28-Mar-2023)       ||      କନ୍ଦାଜୁରୀ ଠାରେ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଅନୁଷ୍ଠିତ   (28-Mar-2023)       ||      ସମ୍ବଲପୁର ନାଟ୍ଯକଳା ପରିଷଦ ପକ୍ଷରୁ ବିଶ୍ବ ନାଟ୍ୟଦିବସ ପାଳିତ   (28-Mar-2023)       ||      ଅଗ୍ରଣୀ ମହିଳା ଚାଷୀ ବିଜୟିନୀ    (28-Mar-2023)       ||      ବିଶ୍ଵ ନାଟ୍ଯ ଦିବସ ଅବସରରେ ନାଟ୍ଯ କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ଆଲୋଚନାଚକ୍ର   (27-Mar-2023)       ||      ୩୪ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ୧୫ ଦିନ ନିମନ୍ତେ  ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ ପାଇଁ ନିଷ୍ପତି    (27-Mar-2023)       ||     

HOME   ରାଜ୍ୟ

ହରିହର ଭେଟ ଅବସରରେ ଫଗୁଣ କବିତା ପାଠ ଓ ଶିଶୁ କବିତା ଗୁଚ୍ଛ କଳିକା ଉନ୍ମୋଚିତ

09-Mar-2023



ବଲାଙ୍ଗିର,  ଅଦ୍ୟ ସନ୍ଧ୍ୟାରେ ହରିହର ଭେଟ ଅବସରରେ ଅଙ୍କୁର ସାହିତ୍ୟ ସଂସଦ ତରଫରୁ କବିତା ଆସର ଏବଂ ଶିଶୁ ସାହିତ୍ୟିକ ମଦନ ମୋହନ ରଥଙ୍କ ଚତୁର୍ଥ ଶିଶୁ କବିତା ଗୁଚ୍ଛ କଳିକାର ଉନ୍ମୋଚନ ସମାରୋହ ସଂସଦର ସଭାପତି କସ୍ତୁରୀ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏହି ପାର୍ବଣରେ ମୁଖ୍ୟ ଅତିଥି ଭାବେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, ସମ୍ମାନିତ ଅତିଥି ଭାବେ ଶିକ୍ଷାବିତ୍ ସତ୍ୟବନ୍ତ ବେଦବାକ ଏବଂ ସଂସଦର ସଂପାଦକ ଡା. ଅଶୋକ କୁମାର ସେଠୀ ମଂଚାସିନ ଥିଲେ । ଶିଶୁ କବିତା ଗୁଚ୍ଛ କଳିକା କୁ ଭୂୟସୀ ପ୍ରଶଂସା କରି ଶିଶୁ ସାହିତ୍ୟ କୁ ପ୍ରଚାର ପ୍ରସାର କରିବାରେ ଓ ପିଲାମାନଙ୍କୁ ପ୍ରେରଣା ଦେବ ବୋଲି ମତବ୍ୟକ୍ତ କରିଥିଲେ । କଳିକା କୁ ସମୀକ୍ଷା କରିଥିଲେ କସ୍ତୁରୀ ରଥ । ଅନୁପ୍ରିୟା ମିଶ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ କବିତା ଅବସରରେ ନାମଯଜ୍ଞ ମିଶ୍ର, ହୃଷିକେଶ ପୁରୋହିତ, ବଳିଷ୍ଠ ପଧାନ, ରାଜ କିଶୋର ପଣ୍ଡା, ଜ୍ୟୋତିରାଣୀ ମିଶ୍ର, କବିତା ମିଶ୍ର, ତପସ୍ୱିନୀ ପସାୟତ,

ଧିରେନ୍ଦ୍ର ନାରାୟଣ ସିଂହଦେଓ,ରତ୍ନମୟ ତ୍ରିପାଠୀ, ଧର୍ମବ୍ରତ ରଥ, କୃଷ୍ଣ ବିହାରୀ ସାହୁ, ବ୍ରହ୍ମାନନ୍ଦ ବନଛୋର, ରଶ୍ମି ପାତ୍ର, ନଳିନୀପ୍ରଭା ଶତପଥି, ଜ୍ୟୋର୍ତିମୟୀ ତ୍ରିପାଠୀ, ଶୁଭ୍ରକାନ୍ତୀ ଖମାରୀ, ଡ. ପ୍ରେମ ଚାନ୍ଦ ମହାନ୍ତି, ପଦ୍ମନାଭ ବାରିକ ଓ ସୁରଥ ସାହୁ । ବିଶେଷ ଅତିଥି ଭାବରେ ନୀଳମଣୀ ମିଶ୍ର ଓ ଜୟରାମ ମିଶ୍ର ଯୋଗ ଦେଇଥିଲେ । ସଭା ଶେଷରେ ଜ୍ୟୋତିରାଣୀ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ରାତିରେ ଭଗବାନ ରାଧାରାଣୀଙ୍କ  ଙ୍କୁ ବିମାନରେ ବସାଇ ଘଣ୍ଟ ଶଙ୍ଖ ଓ ଯାତ୍ରିକ ଭଜନଗାନ କରି ଏକ ପଟୁଆରରେ ମାଲପଡା ରାମସ୍ୱାମୀ ମନ୍ଦିରକୁ ଯାଇଥିଲେ । ଆନନ୍ଦ ମଠରୁ ବାବା ଆଶୁତୋଷ ମଧ୍ୟ ବିରାଟ ପଟୁଆରରେ କିର୍ତ୍ତନ୍ୟ ମଣ୍ଡଳି ସହିତ ଆସିଥିଲେ । ସେଠାରେ ହରିହରଙ୍କ ବିଶେଷ ପୂଜାର୍ଚ୍ଚନା ସହିତ ହରିହର ଭେଟ କାର୍ଯ୍ୟକ୍ରମ କରାଯାଇଥିଲା । ଏହି ସମସ୍ତ କାର୍ଯ୍ୟକ୍ରମକୁ ଦୁର୍ଗା ସାହୁ, କହ୍ନେଇ ଭରାସାଗର, ରାଜୁ ମିଶ୍ର, ଚୁଡେନ୍ଦ୍ର ବେହେରା, ପ୍ରଦୀପ ପଶାୟତ, କୋଶଳ ରଥ, ସୁନାଧର ବନଛୋର, ଜଗମୋହନ ରଥ ଓ ମୁନା ସାହୁ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେନବୋ କ୍ୟାମ୍ପରେ ବଲାଙ୍ଗିର ର କୃତିତ୍ୱ   29-Mar-2023
  ଜିଲ୍ଲା  
ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   29-Mar-2023
  ଜିଲ୍ଲା  
ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   28-Mar-2023
  ଜିଲ୍ଲା  
ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା   28-Mar-2023
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    28-Mar-2023
  ଜିଲ୍ଲା  
ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   28-Mar-2023
  ଜିଲ୍ଲା  
ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   28-Mar-2023
ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   28-Mar-2023
  ଜିଲ୍ଲା  
ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   28-Mar-2023
  ଜିଲ୍ଲା  
ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   28-Mar-2023

You Might Also Like