-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୬ ତମ ଜୟନ୍ତୀ ଅବସରରେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ଓମ ପ୍ରକାଶ ସାହୁଙ୍କ ଦ୍ୱାରା ନିର୍ମିତ କଳା କିଙ୍ଗସ୍ ବୁକ୍ ଅଫ୍ ୱାର୍ଲ୍ଡ ରେକର୍ଡ ରେ ସ୍ଥାନୀତ

10-Mar-2023



ବଲାଙ୍ଗୀର, (ପ୍ରେରଣା ଖବର) ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ୧୨୬ ତମ ଜୟନ୍ତୀ ଅବସରରେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ଓମ ପ୍ରକାଶ ସାହୁଙ୍କ ଦ୍ୱାରା ନିର୍ମିତ ୩୬ଫୁଟ ଉଚ୍ଚତା ବିଶିଷ୍ଟ ବାଲୁକା କଳାଟି " କିଂଗ୍ସ ବୁକ ଅଫ ୱାର୍ଲଡ ରେକର୍ଡ "( Kings Book of World Records )ରେ ସ୍ଥାନ ପାଇଛି l କଳାହାଣ୍ଡି ଓ ବଲାଙ୍ଗୀର ଜିଲ୍ଲା ର ସୀମାନ୍ତବର୍ତ୍ତୀ ଅଂଚଳ  ଗୁଡଭେଳା ବ୍ଲକରେ ପ୍ରଭାହିତ ତେଲ ନଦୀର ପେନ୍ଦିମୁଣ୍ଡା ଘାଟରେ ତେନ୍ତୁଳୀଖୁଣ୍ଟି ମକର ମେଳା ଅବସରରେ ଗତ ଜାନୁଆରୀ ୧୪ ରୁ ୨୩ ତାରିଖ ପର୍ଯ୍ୟନ୍ତ ଏହି ବାଲୁକା କଳାଟି ପ୍ରଦର୍ଶିତ ହୋଇଥିଲା l ଏହି ମୋଡେଲ ଟି ତିଆରି କରିବା ପାଇଁ ୩୮୦୦ଟନ ବାଲି ବ୍ୟବହୃତ ହୋଇଥିବା ବେଳେ ଏହାକୁ ଶେଷ କରିବା ପାଇଁ ୧୫ ଦିନ ସମୟ ଲାଗିଥିଲା l ଏହି ସଫଳତା ପରେ ଶ୍ରୀ ସାହୁଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା ଓ ସମ୍ୱର୍ଦ୍ଧନା ପ୍ରଦାନ କରାଯାଉଛି l ଗତ ମାର୍ଚ୍ଚ ୫ ତାରିଖ ଦିନ ପଶ୍ଚିମ ଓଡ଼ିଶାର ସର୍ବପୁରାତନ କଳା ଶିକ୍ଷା ଅନୁଷ୍ଠାନ କଳାୟତନ କଲେଜ ଅଫ ଆର୍ଟ ଏଣ୍ଡ କ୍ରାଫ୍ଟସ, ସୁନ୍ଦରଗଡ଼ର ବାର୍ଷିକ ଉତ୍ସବ ଓ ଚିତ୍ରକଳା ପ୍ରଦର୍ଶନୀ ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା l ପ୍ରକାଶ ଥାଉକି ୨୦୨୦ ମସିହାରେ ମଧ୍ୟ ଉକ୍ତ ସ୍ଥାନରେ ଶ୍ରୀ ସାହୁ ଭାରତ ର ଐତିହ୍ୟ ଉପରେ ୨୬ ଫୁଟ ଉଚ୍ଚତା ବିଶିଷ୍ଟ ବାଲୁକା କଳା ନିର୍ମାଣ କରି ଏସିଆ ବୁକ ଅଫ ରେକର୍ଡସ ଓ  ଏକ୍ସକ୍ଲୁସିଭ ୱାର୍ଲଡ ରେକର୍ଡ ରେ ଏହାକୁ ସାମିଲ କରି ଥିଲେ l ଭାରତରେ ବାଲୁକା କଳାରେ ବିଶ୍ୱ ରେକର୍ଡ ହାସଲ କରିଥିବା  ଶିଳ୍ପୀ ମାନଙ୍କ ମଧ୍ୟରେ ସୁଦର୍ଶନ ପଟ୍ଟନାୟକଙ୍କ ପରେ ଶ୍ରୀ ସାହୁ ହେଉଛନ୍ତି ଦ୍ଵିତୀୟ ବ୍ୟକ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like