-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ପୋଲିସ ର ସଫଳତା: ଡକାୟତି ଓ ହତ୍ୟା ଉଦ୍ୟମ ମାମଲାରେ ଦୁଇ ଗିରଫ

11-Mar-2023



ସୁବର୍ଣ୍ଣପୁର : ଆଜି ସୁବର୍ଣ୍ଣପୁର ଜ଼ିଲ୍ଲା ତରଭା ପୋଲିସ ପକ୍ଷରୁ ଡକାୟତି  ଓ ହତ୍ୟା ଉଦ୍ୟମ ମାମଲାରେ ସଂଶ୍ଲିଷ୍ଟ ଦୁଇ ଜଣ  ଦୁର୍ବୁତ୍ତ ଙ୍କୁ ଗିରଫ କରାଯାଇଛି l ଏମିତି ଏକ ଘଟଣା ଘଟିଛି ତରଭା ଥାନା  ଅଞ୍ଚଳରେ ଯାହାକି ଗତ ୯ ତାରୀଖ ରାତି ପ୍ରାୟ ୧ଟା ସମୟରେ କମସରା ଫାଣ୍ଡି ବୁରୋମୁଣ୍ଡା ଗାଁରେ l ଏକ ୟମାହା ମୋଟର ସାଇକେଲରେ କିଛିବ୍ୟକ୍ତି ଆସି ଜଣେ ଦୋକାନ ମାଲିକଙ୍କୁ ଦୋକାନରୁ ଉଠାଇ ଚାରିଲିଟର ପେଟ୍ରୋଲ  ଓ କିଛି ଜିନିଷ କିଣିଥିଲେ  ଏବଂ ପଇସା ନଦେଇ ଓଲଟି ଦୋକାନମାଲିକକୁ ଏକ ଖଣ୍ଡା ସାହାଯ୍ୟ ରେ ଆକ୍ରମଣ କରି ତାଙ୍କ ଦୋକାନରୁ ପର୍ସ ସହିତ ୪୦୦୦ଟଙ୍କା ଲୁଟ କରିଥିଲେ । ପ୍ରତିବାଦ କରିବାରୁ ଦୋକାନିଙ୍କୁ ଖଣ୍ଡା ସାହାଯ୍ୟ ରେ ଆକ୍ରମଣ କରି ଲହୁଲୁହାଣ କରି ଫେରାର ମାରିଥିଲେ । ତରଭା ଥାନାରେ ଦୋକାନୀ ପକ୍ଷରୁ ଏତଲା  ହେବାପରେ ଆଜି  ବାଲାଙ୍ଗୀର ପୁଇଁତଳା ବ୍ଲକ ତାଲଗଜ ଗାଁ ର ଅଭିଯୁକ୍ତ ରଞ୍ଜିତ ତାଣ୍ଡି (୨୨)ଏବଂ ରାଜ ରତନ ଜଗଦଲା(୨୫)ନାମକ ଦୁଇଜଣ ବ୍ୟକ୍ତିଙ୍କୁ ଗିରଫ କରିବା ସହିତ ତାଙ୍କ ନିକଟରୁ ବ୍ୟବହୃତ ହୋଇଥିବା ମୋଟର ସାଇକେଲ,ଖଣ୍ଡା ,ମୋବାଇଲ ଏବଂ ୧୧୪୦ଟଙ୍କା ଜବତ କରି ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ବିଷୟ ତରଭା ଠାରେ ଏକ ସାମ୍ବାଦିକ ସମ୍ମିଳନିରେ ସୁଚନା ଦେଇଛନ୍ତି ସୋନପୁର ଏସ୍ ଡି ପିଓ  ପୁଷ୍ପାଞ୍ଜଳୀ ନିଙ୍ଗୀ l ସୁବର୍ଣ୍ଣପୁର ଏସପି ଅମରେଶ ପଣ୍ଡା ଙ୍କ ନିର୍ଦ୍ଧେଶ କ୍ରମେ ଓ ଏସ୍ଡ଼ିପିଓ  ଶ୍ରୀମତୀ ନିଙ୍ଗୀ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ  ନିଆ ଯାଇଥିବା ତୁରନ୍ତ ପଦକ୍ଷେପ ଓ ତରଭା ପୋଲିସ ର ଏ ସଫଳତା କୁ ଏ ଅଞ୍ଚଳରେ ପ୍ରଶଂସା କରାଯାଇଛି l ଓ ପୋଲିସ ପ୍ରତି ଲୋକଙ୍କ ଭରସା ବଢିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026

You Might Also Like