-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ମୋବାଇଲ ପାଇଁ ସ୍ୱାମୀଙ୍କୁ ପନିକିରେ ଆକ୍ରମଣ କଲା ସ୍ତ୍ରୀ

13-Mar-2023



ବଲାଙ୍ଗିର (ପ୍ରେରଣା ଖବର ): ବଲାଙ୍ଗୀର ଜିଲ୍ଲାର କେସେରକେଲା ଗାଁ ଠାରେ"ମୋବାଇଲ ପାଇଁ ସ୍ୱାମୀଙ୍କୁ ପନିକିରେ ଆକ୍ରମଣ କଲା ସ୍ତ୍ରୀ....ସ୍ୱାମୀ ଗୁରୁତର ହୋଇ ବଲାଙ୍ଗୀର ମେଡ଼ିକାଲ ରେ ଭର୍ତ୍ତି ।

   ମୋବାଇଲ ପାଇଁ ସ୍ୱାମୀଙ୍କୁ ପନିକିରେ ଆକ୍ରମଣ କରିଛି ସ୍ତ୍ରୀ | ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତି ହୋଇଛନ୍ତି ସ୍ୱାମୀ | 

ଏପରି ଏକ  ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲା ପୁଇଁତଲା ଥାନା କେସେରକେଲା ଗାଁ ରେ | 

ଗତ ଛଅ ବର୍ଷ ତଳେ କେଷେରକେଲା ଗାଁ ର ଗଣେଶ୍ୱର ସୁନା ଛତିଶଗଡ ବିଳାସପୁରର ଈଶ୍ବରୀ କୁମାରୀଙ୍କୁ ବାହା ହୋଇଥିଲେ | 

ସେମାନଙ୍କର ଚାରି ବର୍ଷର ଝିଅ ଟିଏ ମଧ୍ୟ ଅଛି | ମଝିରେ ମଝିରେ ସ୍ୱାମୀ ସ୍ତ୍ରୀ ଙ୍କ ଭିତରେ କଲିକଜିଆ ଲାଗି ରହିଥିଲା | 

ଗଣେଶ୍ବର ସୁନା କହିବାନୁଯାୟୀ,ଗତକାଲି ସ୍ୱାମୀଙ୍କୁ  ମୋବାଇଲ ମାଗିଥିଲେ ସ୍ତ୍ରୀ ଈଶ୍ବରୀ  | କିନ୍ତୁ ଡାଟା ଶେଷ ହୋଇଯିବ କହି ସ୍ତ୍ରୀ କୁ ମୋବାଇଲ ଦେଇନଥିଲେ ଗଣେଶ୍ୱର | ଫଳରେ ବିଳମ୍ବିତ ରାତିରେ ସ୍ୱାମୀ ଶୋଇଥିବା ଅବସ୍ଥାରେ ହାଠାତ ଈଶ୍ବରୀ ପନିକି ଆଣି ଗଣେଶ୍ୱର ଙ୍କ ମୁଣ୍ଡରେ ଆକ୍ରମଣ କରିଥିଲେ | ଗଣେଶ୍ୱର ପ୍ରତିରୋଧ କରିବାରୁ ତାଙ୍କ ହାତକୁ ମଧ୍ୟ ଆକ୍ରମଣ କରିଥିଲେ | ସ୍ୱାମୀଙ୍କୁ ଲହୁଲୁହାଣ କରି ଝିଅ ସହିତ ଫେରାର ମାରିଛି ସ୍ତ୍ରୀ | ସ୍ଥାନୀୟ ଲୋକେ ଗଣେଶ୍ୱରକୁ ଉଦ୍ଧର କରି ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସପିଟାଲରେ ଭର୍ତି କରିଥିଲେ | ହସପିଟାଲରେ ଥିବାରୁ ଏନେଇ ପୁଇଁତଲା ଥାନାରେ କୌଣସି ଲିଖିତ ଅଭିଯୋଗ କରିନାହାନ୍ତି ସ୍ୱାମୀ ଗଣେଶ୍ୱର |


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like