-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ସଭାଗୃହରେ ମିଳିତ ଅଭିଯୋଗ ଶୁଣାଣି

13-Mar-2023



ଉଲୁଣ୍ଡା (ଗୌରଚନ୍ଦ୍ର ପରିଛା) ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସଭାଗୃହରେ ଜିଲ୍ଲାପାଲଓ ଏସପିଙ୍କ ମିଳିତ ଅଭିଯୋଗ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଶିବିରରେ ଜିଲ୍ଲାପାଲ ଅନୁପସ୍ଥିତ ଥିବାରୁ ଅତିରିକ୍ତ ଜିଲ୍ଲାପାଲ ସୁର୍ଯ୍ୟନାରାୟଣ ଦାସ ଏବଂ ଏସପି ଅମରେଶ ପଣ୍ଡା ଯୋଗଦେଇ ଜନସାଧାରଣଙ୍କ ଆପତି ଅଭିଯୋଗ ଶୁଣିଥିଲେ । ଏଥିରେ ସର୍ବମୋଟ ୩୧ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା । ସେଥି ମଧ୍ୟରୁ ୨୨ଟି ବ୍ୟକ୍ତିଗତ ଓ ୯ଟି ସାମୁହିକ ଅଭିଯୋଗ ହୋଇଥିବା ବେଳେ୧୫ଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା । ଅବଶିଷ୍ଠ ଅଭିଯୋଗ ଗୁଡିକ ନିର୍ଦ୍ଧାରିତ ସମୟ ମଧ୍ୟରେ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ମାନଙ୍କୁ  ଅତିରିକ୍ତ ଜିଲ୍ଲାପାଲ ନିର୍ଦେଶ ଦେଇଥିଲେ । ଏହି ଅବଶରରେ ଜଙ୍ଗଲଜମି ଅଧିକାର ଆଇନ ଅନୁସାରେ ୧୧ଟି ପରିବାରକୁ  ଜମିପଟ୍ଟା ଏବଂ ଡାଲଡବାର ଭିନ୍ନକ୍ଷମ ଦମ୍ପତି ଜମୁନା ଭୋଇ ଓ ତାଙ୍କ ସ୍ୱାମୀ ଭାଗିରଥି ଏବଂ ଉଲୁଣ୍ଡାର ସୁଶାନ୍ତ ବାରିକ ଓ ତାଙ୍କ ପତ୍ନୀ ଲିସାଙ୍କୁ ଅଢେଇଲକ୍ଷ ଲେଖାଁଏ ୫ଲକ୍ଷ ଟଙ୍କା ଭିନ୍ନକ୍ଷମ ବିବାହ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଥିଲା । ବିଡିଓ  କରିସ୍ମା ବେସ୍ରାଙ୍କ ତତ୍ୱାବଧାନରେ ହୋଇଥିବା ଏହି ଶିବିରରେ ଜିଲ୍ଲାପରିଷଦ ସିଇଓ ନିହାଁର ରଂଜନ କହଁର, ଉପଜିଲ୍ଲାପାଲ ଅଶୋକ ଭୋଇ, ବ୍ଲକ ଅଧ୍ୟକ୍ଷା ସାନ୍ତିଲତା ମିଶ୍ର ପ୍ରମୁଖ ମଂଚାସୀନ ହୋଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଏବିଡିଓ ଶୁଭ୍ରାଂଶୁ ଶେଖର ମଲ୍ଲିକ, ତହସିଲଦାର ଦିଲ୍ଲିପ ମାôଝ, ଏସଡିପିଓ ଡୋଲାମଣୀ ଭୋଇଙ୍କ ସମେତ ଜିଲ୍ଲା ତଥା ବ୍ଲକର ବିଭିନ୍ନ ବିଭାଗର ଅଧିକାରୀ ମାନେ ଯୋଗ ଦେଇଥିଲେ । ବିଏସଏସଓ କ୍ଷିରୋଦ୍ର ଭୁଷଣ ରାଏ ଶିବିରକୁ ପରିଚାଲନା କରିଥିବା ବେଳେ ବ୍ଲକର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like