-+91-9937148622 |

prerana_bgr@rediffmail.com |

  Wednesday 29th March 2023 |

| | | |

R.N.I. Regd No. ODIODI/2010/46693

Breaking News

ରେନବୋ କ୍ୟାମ୍ପରେ ବଲାଙ୍ଗିର ର କୃତିତ୍ୱ   (29-Mar-2023)       ||      ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   (29-Mar-2023)       ||      ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   (28-Mar-2023)       ||      ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    (28-Mar-2023)       ||      ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା    (28-Mar-2023)       ||      ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    (28-Mar-2023)       ||      ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   (28-Mar-2023)       ||      ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   (28-Mar-2023)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   (28-Mar-2023)       ||      ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   (28-Mar-2023)       ||      ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   (28-Mar-2023)       ||      ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   (28-Mar-2023)       ||      ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନା ରେ ଭର୍ତି    (28-Mar-2023)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜଣ ଶୁଣାଣି   (28-Mar-2023)       ||      କ୍ୟାରିୟର କାଉନସିଲିଂ କାର୍ଯ୍ୟକ୍ରମ   (28-Mar-2023)       ||      କନ୍ଦାଜୁରୀ ଠାରେ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଅନୁଷ୍ଠିତ   (28-Mar-2023)       ||      ସମ୍ବଲପୁର ନାଟ୍ଯକଳା ପରିଷଦ ପକ୍ଷରୁ ବିଶ୍ବ ନାଟ୍ୟଦିବସ ପାଳିତ   (28-Mar-2023)       ||      ଅଗ୍ରଣୀ ମହିଳା ଚାଷୀ ବିଜୟିନୀ    (28-Mar-2023)       ||      ବିଶ୍ଵ ନାଟ୍ଯ ଦିବସ ଅବସରରେ ନାଟ୍ଯ କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ଆଲୋଚନାଚକ୍ର   (27-Mar-2023)       ||      ୩୪ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ୧୫ ଦିନ ନିମନ୍ତେ  ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ ପାଇଁ ନିଷ୍ପତି    (27-Mar-2023)       ||     

HOME   ରାଜ୍ୟ

ନିଷ୍ପତ୍ତିରୁ ଓହରିଛନ୍ତି ଘରୋଇ ବସ ମାଲିକ ସଂଘ

17-Mar-2023



ଭୁବନେଶ୍ବର ନିଷ୍ପତ୍ତିରୁ ଓହରିଛନ୍ତି ଘରୋଇ ବସ ମାଲିକ ସଂଘ । ଫଳରେ ରାଜ୍ୟରେ ବସ ଚଳାଚଳ ସ୍ୱାଭାବିକ ହୋଇଛି । ବସ ଚଳାଚଳ ବନ୍ଦ କରିବେ ନାହିଁ ବୋଲି ଘରୋଇ ବସ୍ ମାଲିକ ସଂଘ  ସୂଚନା ଦେବା ପରେ ଏକ ବଡ ସମସ୍ୟା ଟଳି ଯାଇଛି ।

ଘରୋଇ ବସ୍‌ ମାଲିକ ସଂଘର ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ ଆଜି ସୂଚନା ଦେଇ କହିଛନ୍ତି  ଗତକାଲି ଡ୍ର୍ରାଇଭର ମହାସଂଘ ଓ ମୁଖ୍ୟ ଶାସନ ସଚିବଙ୍କ ମଧ୍ୟରେ ଆଲୋଚନା ହୋଇଥିଲା ।   ଏହାର ସକରାତ୍ମକ ଫଳାଫଳ ଆସିଥିବାରୁ ବସ୍ ଚଳାଚଳ ବନ୍ଦ କରିବ ନାହିଁ ବୋଲି ସଂଘ ନିଷ୍ପତ୍ତି ନେଇଛି

ଶ୍ରୀ ସାହୁ କହିଛନ୍ତି, ସକାଳ ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ଆନ୍ଦୋଳନ କରାଯିବ ବୋଲି ଚେତାବନୀ ଦିଆଯାଇଥିଲେ ହେଁ  ଆନ୍ଦୋଳନ କରାଯିବ ନାହିଁ। ତେବେ ପରିସ୍ଥିତିକୁ ଦେଖି  ଦିନ ଗୋଟାଏ ପରେ ଯାହା ନିଷ୍ପତ୍ତି ନେବୁ। ଯାହା ବି ହେଉ, ବର୍ତ୍ତମାନ ବସ୍ ଚଳାଚଳ ସ୍ୱାଭାବିକ ରହିଛି।

ସୂଚନାଥାଉ କି, ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ ଆନ୍ଦୋଳନ ଯୋଗୁଁ ସୁରକ୍ଷା ଯୋଗାଇ ନଦେଲେ ବସ୍ ଚଳାଚଳ ବନ୍ଦ ରହିବ ବୋଲି ସଂଘ ଗତକାଲି କହିଥିଲା । ହେଲେ ଗତକାଲି ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଡ୍ରାଇଭର ମହାସଂଘର ଏକ ବୈଠକ ବସିଥିଲା ।  ସରକାର ତିନି ମାସରେ ଦାବି ଗୁଡ଼ିକରସମାଧାନ ପାଇଁ ପ୍ରତିଶ୍ରୁତ ଦେଇଛନ୍ତି । ତେବେ ଡ୍ରାଇଭର ମହାସଂଘ ଆନ୍ଦୋଳନ ପ୍ରତ୍ୟାହାର ନେଇ ସୂଚନା ଦେଇନାହିଁ ।  ଆନ୍ଦୋଳନ ଅବ୍ୟାହତ ରହିବ ନା ସ୍ଥଗିତ ହେବ, ତାହା ଆଜି ସ୍ପଷ୍ଟ ହେବ ବୋଲି ସୂଚନା ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲା ଡ୍ରାଇଭର ମହାସଂଘ ସମ୍ପାଦକ ବାବୁଲା ତ୍ରିପାଠୀ ।

 


News Comment




Photo in News

Advertisment
Lastest News
  ଜିଲ୍ଲା  
ରେନବୋ କ୍ୟାମ୍ପରେ ବଲାଙ୍ଗିର ର କୃତିତ୍ୱ   29-Mar-2023
  ଜିଲ୍ଲା  
ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   29-Mar-2023
  ଜିଲ୍ଲା  
ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   28-Mar-2023
  ଜିଲ୍ଲା  
ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା   28-Mar-2023
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    28-Mar-2023
  ଜିଲ୍ଲା  
ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   28-Mar-2023
  ଜିଲ୍ଲା  
ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   28-Mar-2023
ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   28-Mar-2023
  ଜିଲ୍ଲା  
ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   28-Mar-2023
  ଜିଲ୍ଲା  
ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   28-Mar-2023

You Might Also Like