-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ଯୁବତୀଙ୍କୁ ଆକ୍ରମଣ ଓ ଦୁଷ୍କର୍ମ ମାମଲା ଅଭିଯୁକ୍ତକୁ ଗିରଫ କଲା ପୋଲିସ

17-Mar-2023



ନାକଟିଦେଉଳ(କନ୍ଦର୍ପ ବେହେରା )- ସମ୍ବଲପୁର ଜିଲ୍ଲା ନାକଟିଦେଉଳ ଥାନା ଅନ୍ତର୍ଗତ ସାଲେଭଟ୍ଟା ପଞ୍ଚାୟତ ଅନ୍ତର୍ଗତ ଵୁଢାକଟା ଗ୍ରାମର ଜନୈକା ଯୁବତୀଙ୍କୁ ଦୁଷ୍କର୍ମ ହୋଇ ଥିବା ଅଭିଯୋଗରେ ଅଭିଯୁକ୍ତଙ୍କୁ ଗୁରୁବାର ଗିରଫ କରିଛି ନାକଟିଦେଉଳ ପୋଲିସ୍ ା
ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ନାକଟିଦେଉଳ ବ୍ଲକ କିସିଣ୍ଡା ଥାନା ଅନ୍ତର୍ଗତ କେଲୋ ଗ୍ରାମର ରାଜେଶ ଜାଲ (୨୧)। ପୋଲିସ ଏନେଇ ନାକଟିଦେଉଳ ଥାନା କେସ ନମ୍ବର ୩୮/୨୩ ରେ ଏକ ମାମଲା ରୁଜୁ କରି ଗିରଫ ଅଭିଯୁକ୍ତଙ୍କୁ ଶୁକ୍ରବାର ଦିନ କୋର୍ଟ ଚାଲାଣ କରିଥିବା ଜଣାପଡ଼ିଛି ।
ପୋଲିସ ସୂତ୍ରରୁ ଜଣା ପଡିଛି ଯେ ନାକଟିଦେଉଳ ଥାନା ଅନ୍ତର୍ଗତ ବୁଢାକଟା ଗ୍ରାମର ୧୯ ବର୍ଷୀୟ ଯୁବତୀ ତା ୧୪.୦୩.୨୩ ରିଖ ଦିନ ନଦୀକୁ ଶୌଚ ହେବା ପାଇଁ ଯିବା ସମୟରେ ରାଜେଶ୍ ଜାଲ୍ ନାମକ ଯୁବକ ଏକାକୀ ଦେଖି ତାଙ୍କ ମୁଣ୍ଡ, ଗାଲ,ନାକ ରେ ଆଘାତ କରି ମୁଥ ମାରି କପଡା ଚିରି ତାଙ୍କୁ ଧର୍ଷଣ କରିଥିଲା । ଯୁବତୀ ଜଣଙ୍କ ପାଟି କରି ବାରୁ ନିକଟ ରେ ଛେଳି ଚଳାଉଥିବା ମହିଳା ମାନେ ଚାଲି ଆସି ଥିବାରୁ ଅଭିଯୁକ୍ତ ଖସି ଯିବାରେ ସମର୍ଥ ହୋଇଥିଲା ା ଏନେଇ ଯୁବତୀ ଜଣଙ୍କ ନାକଟିଦେଉଳ ଥାନାରେ ଗତ ୧୪ ତାରିଖରେ ଲିଖିତ ଅଭିଯୋଗ କରିଥିଲେ ା ଅଭିଯୋଗ ଆଧାରରେ ନାକଟିଦେଉଳ ବ୍ଲକ କିସିଣ୍ଡା ଥାନା ଅନ୍ତର୍ଗତ କେଲୋ ଗ୍ରାମର ରାଜେଶ ଜାଲକୁ ପୋଲିସ ଗିରଫ କରି ଭାରତୀୟ ପିଙ୍ଗଳ କୋଡ୍ ର ଧାରା ୩୪୧,.୩୨୩ ଓ ୩୭୬ ଅନୁସାରେ କୋର୍ଟ ଚାଲାଣ କରାଯାଇଛି ବୋଲି ନାକଟିଦେଉଳ ଥାନାଧିକାରୀ କୃପା ବାଗ ପ୍ରକାଶ କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like