-+91-9937148622 |

prerana_bgr@rediffmail.com |

  Wednesday 29th March 2023 |

| | | |

R.N.I. Regd No. ODIODI/2010/46693

Breaking News

ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   (29-Mar-2023)       ||      ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   (28-Mar-2023)       ||      ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    (28-Mar-2023)       ||      ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା    (28-Mar-2023)       ||      ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    (28-Mar-2023)       ||      ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   (28-Mar-2023)       ||      ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   (28-Mar-2023)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   (28-Mar-2023)       ||      ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   (28-Mar-2023)       ||      ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   (28-Mar-2023)       ||      ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   (28-Mar-2023)       ||      ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନା ରେ ଭର୍ତି    (28-Mar-2023)       ||      ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜଣ ଶୁଣାଣି   (28-Mar-2023)       ||      କ୍ୟାରିୟର କାଉନସିଲିଂ କାର୍ଯ୍ୟକ୍ରମ   (28-Mar-2023)       ||      କନ୍ଦାଜୁରୀ ଠାରେ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଅନୁଷ୍ଠିତ   (28-Mar-2023)       ||      ସମ୍ବଲପୁର ନାଟ୍ଯକଳା ପରିଷଦ ପକ୍ଷରୁ ବିଶ୍ବ ନାଟ୍ୟଦିବସ ପାଳିତ   (28-Mar-2023)       ||      ଅଗ୍ରଣୀ ମହିଳା ଚାଷୀ ବିଜୟିନୀ    (28-Mar-2023)       ||      ବିଶ୍ଵ ନାଟ୍ଯ ଦିବସ ଅବସରରେ ନାଟ୍ଯ କ୍ରାନ୍ତି ଅନୁଷ୍ଠାନ ପକ୍ଷରୁ ଆଲୋଚନାଚକ୍ର   (27-Mar-2023)       ||      ୩୪ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ୧୫ ଦିନ ନିମନ୍ତେ  ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ ପାଇଁ ନିଷ୍ପତି    (27-Mar-2023)       ||      ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ଚତୁର୍ଥ ସଂଧ୍ୟା, ପୁସ୍ତକ ପଠନର ଭାବ ଲୋକଙ୍କୁ ଜୀବନାନ୍ବେଷୀ କରୁ   (27-Mar-2023)       ||     

HOME   ଜିଲ୍ଲା

ବେହେରନ୍ ବୈଠକ ର ନିଷ୍ପତ୍ତି ଏପ୍ରିଲ ୩ରେ ହେବ ଡାବୁଗାଁ ନବଦିନ ବ୍ୟାପି ମାଁ ଠାକୁରାଣୀ ଯାତ୍ରା

17-Mar-2023



ମାଁ ଠାକୁରାଣୀଙ୍କ ନବଦିନ ବ୍ୟାପି କଳସ ଯାତ୍ରା ପାଇଁ ଡାବୁଗାଁ ସଦର ମହକୁମା ଠାରେ ୩ ଖଣ୍ଡ ଗ୍ରମାକୁ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
। ଦେବରାଜ ପାତ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବିଦ୍ଧିବଦ୍ଧୋ ଭାବେ ସର୍ବ ସମ୍ମତି କ୍ରମେ ସତ୍ୟ ରଞ୍ଜନ ପାତ୍ର ଙ୍କୁ ସଭାପତି,କୁନୁ ପାତ୍ର ଓ ମନୁ ରେଲି ଙ୍କୁ ଉପସଭାପତି, ବିନୋଦ

ସୌରା ଙ୍କୁ ସଂପାଦକ ,ପାପନା ରେଲି ଓ ତାରିଣୀ ରେଲି ସହ ସଂପାଦକ ଏବଂ ସୁରେନ୍ଦ୍ର ରେଲି କୋଷାଧ୍ୟକ୍ଷ ଭାବେ ମନୋନୀତ ହୋଇଛନ୍ତି। ଏହି ଭଳି ଉପଦେଷ୍ଟା କମିଟିରେ ଦେବରାଜ ପାତ୍ର, ଜଗନ୍ନାଥ ରେଲି, ଜୟନ୍ତ କୁମାର ପାତ୍ର, ରଣଜିତ୍ ଘଡେ଼ଇ, ବିଶ୍ବ ପାତ୍ର ଓ କେଶବ ରେଲି ମନୋନୀତ ହୋଇଛନ୍ତି। ଟି ଶେଖର ରାଓ ସହ ଅନ୍ୟମାନେ କଲେକ୍ସନ କମିଟି ରେ ରହିଥିବା ସ୍ଥଳେ ଦିନେଶ ସିଂ, ମହେଶ ପାତ୍ର, ଶାନ୍ତି ସୁନା ,ପୁସ୍ତମ ସିଂ ଏବଂ ଉମୁରାହାଣ୍ଡି ଓ ଡଙ୍ଗରିଗୁଡା ଗାଁ ର ପ୍ରମୁଖ ବ୍ୟକ୍ତି ମାନଙ୍କୁ ମଧ୍ୟ କମିଟି ସଭ୍ୟ ଭାବେ ମନୋନୀତ କରାଯାଇଛି। ଆସନ୍ତା ଏପ୍ରିଲ ୩ ସୋମବାର ଦିନ ଯାତ୍ରା ର ଶୁଭାରମ୍ଭ କରିବାକୁ ଏହି ପାରମ୍ପରିକ ବେହେରନ୍ ବୈଠକ ରେ ନିଷ୍ପତ୍ତି ନିଆ ଯାଉଛି।

(ରିପୋର୍ଟ : ମିହିର ଶଙ୍କର ପାତ୍ର )


News Comment




Photo in News

Advertisment
Lastest News
  ଜିଲ୍ଲା  
ଆନନ୍ଦ ଉଲ୍ଲାସ ର ସହ ପାଳିତ ହେଲା ଚୈତ୍ର ପର୍ବ ।   29-Mar-2023
  ଜିଲ୍ଲା  
ବିକାଶ ଉଚ୍ଚ ଶିକ୍ଷା କ୍ୟାମ୍ପସରେ ଛାତ୍ର ଛାତ୍ରୀଙ୍କ ଦ୍ୱାରା ନିଆରା ଢଙ୍ଗରେ ‘ଇଣ୍ଡିଆ ଏଟ୍ ଓସ୍କାସ୍‌ର୍’ ପାଳିତ   28-Mar-2023
  ଜିଲ୍ଲା  
ବଲାଙ୍ଗିର ସମଲେଶ୍ୱରୀ ମନ୍ଦିରରେ ଚୈତ୍ର ପର୍ବ- ବିଶ୍ୱ ଶାନ୍ତି ପାଇଁ ଛେନାପଣା ଦେଇ ପୂଜାର୍ଚ୍ଚନା    28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ପଞ୍ଚମ ସନ୍ଧ୍ୟା   28-Mar-2023
  ଜିଲ୍ଲା  
ନିଶାମୁକ୍ତ ସମାଜ ଗଠନ ଦିଗରେ ରେଡ଼କ୍ରସର କର୍ମଶାଳା    28-Mar-2023
  ଜିଲ୍ଲା  
ବ୍ଲକ ସ୍ତରୀୟ ଜନଶୁଣାଣି ଶିବିର ରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅନିୟମିତତା କୁ ନେଇ ଉଠିଲା ପ୍ରଶ୍ନ   28-Mar-2023
  ଜିଲ୍ଲା  
ମହାଜନଗୁଡ଼ା ଠାରେ ଦାଦନ ର ମୃତଦେହ ରଖି ୨୬ ନମ୍ୱର ଜାତୀୟ ରାଜପଥ ଅବରୋଧ l   28-Mar-2023
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ପ୍ରକଳ୍ପ ପ୍ରଦର୍ଶନୀରେ ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଥମ ସ୍ଥାନ ପାଇଲା   28-Mar-2023
ଭାରତୀୟ ଶିକ୍ଷଣ ମଣ୍ଡଳ ତରଫରୁ ଶୋକସଭା   28-Mar-2023
  ଜିଲ୍ଲା  
ରୁୁଗୁଡିପଡା ଦୁର୍ଗାମଣ୍ଡପରେ ଆରମ୍ଭ ହେଲା ମାଁ ଙ୍କ ବାସନ୍ତୀକ ଦୁର୍ଗାପୁଜା   28-Mar-2023
  ଜିଲ୍ଲା  
ସାଇକେଲ ଚୋର ଗିରଫ ୧୫ ସାଇକେଲ ଜବତ   28-Mar-2023
  ଜିଲ୍ଲା  
ବାଇକ୍ ଦୁର୍ଘଟଣାରେ ଯୁବକ ଗୁରୁତର ଅବସ୍ଥାରେ ବୁର୍ଲା ଡାକ୍ତରଖାନା ରେ ଭର୍ତି   28-Mar-2023

You Might Also Like