-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ବିଜେଡିର ମିଶ୍ରଣ ପର୍ବ

18-Mar-2023



ବଲାଙ୍ଗୀର(ପ୍ରେରଣା ଖବର),ଆଜି ବଲାଙ୍ଗୀର ଶୈଳଶ୍ରୀ ପେଲେସ ଠାରେ ବିଜୁ ଜନତା ଦଳର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା । ବିଜେଡିର ଆଦର୍ଶ ତଥା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ମଳ ଶାସନରେ ଅନୁପ୍ରାଣିତ ହୋଇ ଆଜି ଜିଲ୍ଲାର ବିଭିନ୍ନ ବ୍ଲକରୁ ଆସିଥିବା କଂଗ୍ରେସ ଓ ବିଜେପି ଦଳର କର୍ମୀ ମାନେ ସ୍ୱତପ୍ରବୃତ୍ତ ଭାବରେ ବିଜେଡିରେ ସାମିଲ ହୋଇଥିଲେ । ବଲାଙ୍ଗୀର ର ପୂର୍ବତନ ସାଂସଦ କଳିକେଶ ନାରାୟଣ ସିଂଦେଓ ଫୁଲତୋଡା ଓ ଅଙ୍ଗବସ୍ତ୍ର ଦେଇ ନୂତନ ସଭ୍ୟ ମାନଙ୍କୁ ସ୍ୱାଗତ କରିଥିଲେ । ଆଜି ଏହି ଅବସରରେ ଶୈଳେଶ୍ରୀ ପେଲେସ ଠାରେ ଏକ ସଭାର ଆୟୋଜନ ହୋଇଥିଲା । ଏଥିରେ ବଲାଙ୍ଗୀର ବିଜେଡିର ବହୁ ସଭ୍ୟ, ସଭ୍ୟା ଯୋଗ ଦେଇ ନୂତନ ସଭ୍ୟ ମାନଙ୍କୁ ଉତ୍ସାହିତ କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ବଲାଙ୍ଗୀର ମୁନିସିପାଲିଟି ପୌରାଧ୍ୟକ୍ଷା ଲିକା ସାହୁ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବକୀ ସାହୁ, ବରିଷ୍ଠ ଆଇନଜୀବୀ ଅଶୋକ ମହାନ୍ତି, ବିଜେଡି ଟାଉନ୍ ସଭାପତି ଶମ୍ଭୁ ନାଗ ପ୍ରମୁଖ ମଂଚାସୀନ ରହି ଉଦ୍‌ବୋଧନ ଦେଇଥିଲେ । ବରିଷ୍ଠ କଂଗ୍ରେସ କର୍ମୀ ତଥା ଲୋଇସିଂହାର ସରପଂଚ ନବକିଶୋର ନାଏକଙ୍କ ସମେତ ବହୁ ପୁରୁଖା କଂଗ୍ରେସ କର୍ମୀ କଂଗ୍ରେସ ପରିତ୍ୟାଗ କରି ବିଜେଡିରେ ସାମିଲ ହୋଇଛନ୍ତି । ଅନ୍ୟ ଦଳରୁ ଆସି  ଶତାଧିକ ସଂଖ୍ୟରେ ବିଜେଡିରେ ଯୋଗଦାନ ଆଗାମୀ ଦିନରେ ବଲାଙ୍ଗୀର ବିଜେଡିର ଶକ୍ତି ବୃଦ୍ଧି ହେବା ସହ ସଂଗଠନ ସୁଦୃଢ଼ ହେବ ବୋଲି ଆଶା କରାଯାଉଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like