-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||     

HOME   ଜିଲ୍ଲା

ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର

18-Mar-2023



ବୀରମହାରାଜପୁର,( ବିନୋଦ ପାଣ୍ଡେ ):  ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ କଲ୍ୟାଣ ମଣ୍ଡପ ଠାରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଶିବିରରେ ୧୫୮ ଜଣ ବ୍ୟକ୍ତି ବିଭିନ୍ନ ବିଭାଗରେ ପୁଞ୍ଜିକରଣ କରିଥିଲେ।୩୧ ଜଣ ଶ୍ରବଣ ବାଧିତ,୬୯ ଶାରୀରିକ ବିକଳାଙ୍ଗ,୧୫ ଜଣ ଦୃଷ୍ଟି ବାଧିତ,୩ ସିକିଲ୍ ସେଲ୍,୨୫ ଜଣଙ୍କ ଠାରେ ବଉଦ୍ଧିକ ଅକ୍ଷମତା ଚିହ୍ନଟ କରାଯାଇଥିଲା। ୪ ଜଣକୁ ଆନୁଷଙ୍ଗିକ ସହାୟତା ଉପକରଣ, ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ନିମନ୍ତେ ୫ ଟି ଆବେଦନ ଓ ବସ ପାସ ନିମନ୍ତେ ୬ ଜଣ ଆବେଦନ ଗ୍ରହଣ କରାଯାଇଥିଲା। ଗୋଷ୍ଠୀ ଉନ୍ନୟନ ଅଧିକାରୀ ମୋତିଲାଲ ସୁଲିଆଙ୍କ ପୈାରୋହିତ୍ୟରେ ଅନୁଷ୍ଠିତ ସଭାରେ ବ୍ଳକ ଅଧ୍ୟକ୍ଷା ଶାନ୍ତି ଲୁହା, ବ୍ଳକ ଉପାଧ୍ୟକ୍ଷ ନାରାୟଣ ଲୁହା, ଜିଲ୍ଲାପରିଷଦ ସଭ୍ୟ ଲବ କୁମାର ସାହୁ, ଜିଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡଙ୍ଗି, ଚମ୍ପାମାଲ ସମିତି ସଭ୍ୟ ଲକ୍ଷ୍ମୀ ନାରାୟଣ ପୁରୋହିତ, ହିଲୁଙ୍ଗ ସମିତି ସଭ୍ୟ ଶୈଳରଞ୍ଜନ ବାଦି, ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ମତ ବ୍ୟକ୍ତ କରିଥିଲେ। ବ୍ଳକ ସାମାଜିକ ସୁରକ୍ଷା ଅଧିକାରୀ ଅଞ୍ଜୁଲତା ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଶିଶୁ ରୋଗ ବିଶେଷଜ୍ଞ ଡାକ୍ତର ରବିନ୍ଦ୍ରନାଥ ପଣ୍ଡା, ମେଡିସିନ ବିଭାଗର ଡ଼ାକ୍ତର ନରେନ୍ଦ୍ର ମେହେର, ଡା . ସୁଧାଂଶୁ ମେହେର ,ଡା. ସରୋଜ ପାଣିଗ୍ରାହୀ, ଡା. ରଶ୍ଚୀରେଖା ଦାସ ପ୍ରମୁଖ ରୋଗୀଙ୍କ ପରୀକ୍ଷା କରିଥିଲେ। ବ୍ଳକ ସାମାଜିକ ସୁରକ୍ଷା ବିଭାଗର ଶିବାନୀ ଦାସ, ସୀମାରାଣୀ ପଣ୍ଡା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026

You Might Also Like