-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||     

HOME   ରାଜ୍ୟ

ଉତ୍କେଲାରୁ ବିମାନ ଉଡାଣ ଲାଇସେନ୍ସ ପାଇଁ ଦୁଇ ଜଣିଆ ଡିଜିସିଏ କର୍ତ୍ତୃପକ୍ଷ ଙ୍କ ସମୀକ୍ଷା 

18-Mar-2023



କଳାହାଣ୍ଡି,(ଦୁଷ୍ମନ୍ତ କୁମାର ପଣ୍ଡା )କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଅଧିନସ୍ଥ ଉତ୍କେଲା ରୁ ବିମାନ ଉଡିବା  ଟୁ ବି ଲାଇସେନ୍ସ ଦେବା ପାଇଁ ଶୁକ୍ରବାର ଦିନ ଡି ଜି ସି ଏ ର ଦୁଇ ଜଣିଆ ଅଧିକାରୀ ସମୀକ୍ଷା ପାଇଁ ଉତ୍କେଲା ପହଞ୍ଚିଛନ୍ତି। ଡି ଜି ସି ଏ ର ମନୀଷ ଠାକୁର ଓ ଧୂସର ମଣ୍ଡଳ ଆସିଛନ୍ତି।ଏମାନେ ଓଲ୍ହାଇବା ପରେ ନୂତନ ଭାବରେ ହୋଇଥିବା ବିମାନ ବନ୍ଦର ର ସବୁ ବୁଲି ଦେଖିଥିଲେ।ଏମାନଙ୍କୁ ସବୁ ଦେଖାଇବା ଓ

ସହଯୋଗ ପାଇଁ ଏ ଜି ଏମ ଏଟିସି,ପାଇଲଟ,ଏମ ଇ ଟି ଅଧିକାରୀ,ଏ ଟି ସି ଅଧିକାରୀ ଉପସ୍ଥିତ ଥିଲେ।ଜିଲ୍ଲାପ୍ରଶାସନ ପକ୍ଷରୁ ଉପଜିଲ୍ଲାପାଳ ବିଶ୍ୱଜିତ ଦାସଙ୍କ ନେତୃତ୍ୱରେ ପୂର୍ତ୍ତ ବିଭାଗ କତ୍ତୃପକ୍ଷ,ଅଗ୍ନିଶମ ବିଭାଗ,ସୁରକ୍ଷା ବିଭାଗ,ଟ୍ରାଫିକ କଣ୍ଟ୍ରୋଲ ପାଇଁ ଲାଗିଥିବା ଟାୱାର କମ୍ପାନୀ କତ୍ତୃପକ୍ଷ ଉପସ୍ଥିତ ରହି ସବୁ ଗାଇଡ଼ ଲାଇନ ଅନୁଯାୟୀ ହୋଇଥିବା ଦେଖାଇଥିଲେ। ସବୁ ବିଭାଗକୁ ସ୍ୱତନ୍ତ୍ର ଭାବରେ ଏମାନେ ତନଖି କରୁଛନ୍ତି।ଶୁକ୍ରବାର ଦିନ ଅଧା ତନଖି କରିଥିବାବେଳେ ଶନିବାର ଦିନ ଏମାନେ ବଳକା ଦେଖି ଓ ଅଧିକାରୀ ଙ୍କ ସହ ଆଲୋଚନା କରି ଫେରିଯିବାର କାର୍ଯ୍ୟକ୍ରମ ରହିଛି।ଏମାନଙ୍କ ଗସ୍ତକୁ ସମ୍ପୂର୍ଣ୍ଣ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ କରାଯାଇଥିଲା।

ବର୍ତ୍ତମାନ ଏହି ବିମାନ ବନ୍ଦର ଟୁ ବି ଅନୁଯାୟୀ ନିର୍ମାଣ ହୋଇଥିବା ପ୍ରକାଶ। ଏଭିଏସନ ବିଭାଗର ଜଣେ ନୋଡାଲ ଅଧିକାରୀ ଙ୍କ ତତ୍ୱାବଧାନରେ ସମସ୍ତ କାର୍ଯ୍ୟ ଗାଇଡ଼ ଲାଇନ ଅନୁଯାୟୀ ସମ୍ପାଦନ ହୋଇଛି।ଏଣୁ ଲାଇସେନ୍ସ ମିଳିବାର ସମ୍ପୂର୍ଣ୍ଣ ସମ୍ଭାବନା ରହିଛି।ଏହି ମଧ୍ୟରେ ପୁଣି କେନ୍ଦ୍ର ସରକାର ଏହି ଉଡାଯାହାଜ ପଡିଆକୁ ଥ୍ରୀ ସି ଘୋଷଣା କରା ଯାଉଥିବା ଜଣା ପଡ଼ିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026

You Might Also Like