-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||     

HOME   ଜିଲ୍ଲା

ଭୀମଭୋଇ ମେଡିକାଲ କଲେଜରେ ସହଯୋଗ ଫାଉଣ୍ଡେସନ ତରଫରୁ ଅନ୍ନଦାନ

19-Mar-2023



ବଲାଙ୍ଗିର(ପ୍ରେରଣା ଖବର)-ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସପିଟାଲରେ ସୋମବାରଠାରୁ ଶନିବାର ପର୍ଯ୍ୟନ୍ତ ଆହାରକେନ୍ଦ୍ର ଚାଲୁରହୁଛି । ରବିବାର ଦିନ ସରକାରୀ ଛୁଟି ରହୁଥିବାରୁ ସରକାରୀ ଆହାର କେନ୍ଦ୍ର ମଧ୍ୟ ବନ୍ଦ ରହୁଛି । ରବିବାର ଦିନ ହସପିଟାଲର ରୋଗୀମାନଙ୍କ ବନ୍ଧୁପରିଜନ ଖାଇବାକୁ ପାଉନାହାଁନ୍ତି । ତେଣୁ ଏହି ସମସ୍ୟାକୁ ନଜରରେ ରଖି ବଲାଙ୍ଗୀରର ସହଯୋଗ ଫାଉଣ୍ଡେସନ ତରଫରୁ ପ୍ରତ୍ୟେକ ରବିବାର ଦିନ ହସପିଟାଲ ପରିସରରେ ରୋଗୀଙ୍କ ଆଟେଣ୍ଡାଣ୍ଟଙ୍କ ପାଇଁ ଅନ୍ନପୂର୍ଣ୍ଣା କାର୍ଯ୍ୟକ୍ରମ ଜରିଆରେ ମାଗଣା ଖାଦ୍ୟ ବ୍ୟବସ୍ଥା କରୁଛନ୍ତି । ଭାତ, ଡାଳମା ଓ ଟମାଟୋଖଟା ଲୋକଙ୍କୁ ବଣ୍ଟାଯାଉଛି । ତେବେ ସହଯୋଗ ଫାଉଣ୍ଡେସନର ଏଭଳି କାମକୁ ଅନେକଲୋକ ପ୍ରଶଂସା କରିବା ସହିତ ସହଯୋଗରାଶି ଦେଇ ପ୍ରୋତ୍ସାହିତ ମଧ୍ୟ କରୁଛନ୍ତି । ଜନ୍ମଦିନ, ଶ୍ରାଦ୍ଧଦିବସ,ବିବାହ ବାର୍ଷିକୀ ଉପଲକ୍ଷେ ବଦାନ୍ୟ ବ୍ୟକ୍ତିମାନେ ମଧ୍ୟ ଏହିଦିନ ଖାଦ୍ୟ ଦେଉଛନ୍ତି । ଗତ ୨୦ ସପ୍ତାହ ହେଲା ଏଭଳି ଅନ୍ନପୂର୍ଣ୍ଣା କାର୍ଯ୍ୟକ୍ରମ ଚାଲୁରହିଛି । ଆଜି ବଲାଙ୍ଗୀରର ଜଣାଶୁଣା ସମାଜସେବୀ ତଥା ଶ୍ରମିକ ସଂଗଠକ ସ୍ୱର୍ଗତ ଅରୂଣ ସାହୁଙ୍କ ସ୍ମୃତିରେ ତାଙ୍କ ବଡଭାଇ ଅକୃର ସାହୁ ଗରୀବ ଲୋକଙ୍କ ପାଇଁ ଖାଦ୍ୟ

ବ୍ୟବସ୍ଥା କରିଥିଲେ । ପ୍ରାୟ ୩୦୦ଲୋକଙ୍କୁ ଖାଦ୍ୟ ବଣ୍ଟାଯାଇଥିଲା । ସହଯୋଗ ଫାଉଣ୍ଡେସନର ଅନୀଳ ମୋଦୀ, ସଂପାଦିକା ପିଙ୍କି ମୋଦୀ, ଆର୍ତ୍ତତ୍ରାଣ ପାଢୀ, ପଞ୍ଚାନନ ପଧାନ, ରେଡକ୍ରସ କର୍ମୀ ରବିଚନ୍ଦ୍ର ପଶାୟତ, ରାମନାରାୟଣ ଦାସ,cତକ୍ଷକ ଖବରକାଗଜର ସଂପାଦକ ବାବୁ ପୂଜାହାରୀ, ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା, ସ୍ୱେଚ୍ଛାସେବୀ ପ୍ରମୋଦ ସାହୁ, ବିଶ୍ୱହିନ୍ଦୁପରିଷଦର ବିରଞ୍ଚିନାରାୟଣ ପଣ୍ଡା, ମଜଦୂରସଂଘର ବଲାଙ୍ଗୀର ଜିଲ୍ଲା ସଭାପତି ରୁଣୁଗୋପାଲ ସାହୁ ପ୍ରମୁଖ ସହଯୋଗ କରିଥିଲେ । ଏହି ଅବସରରେ ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା ଓ ସଂଗଠକ ଅକୃର ସାହୁଙ୍କୁ ମାନପତ୍ର ଦେଇ ସହଯୋଗ ଫାଉଣ୍ଡେସନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା । 
 ଠିକ ସେହିପରି ଶ୍ରମିକନେତା ସ୍ୱର୍ଗତ ଅରୁଣ ସାହୁଙ୍କ ଜନ୍ମଦିବସରେ ତାଙ୍କ ସ୍ମତିରେ ଭୀମଭୋଇ ମେଡିକାଲ କଲେଜ ରକ୍ତଭଣ୍ଡାରଠାରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ୨୧ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା । କାର୍ଯ୍ୟକ୍ରମକୁ ଶ୍ରମିକନେତା ତଥା ସଂଗଠକ ବିରଞ୍ଚିନାରାୟଣ ପଣ୍ଡା ଓ ଭାରତୀୟ ମଜଦୂରସଂଘର ସଭାପତି ରୁଣୁଗୋପାଳ ସାହୁ ଶୁଭାରମ୍ଭ କରାଇଥିଲେ । ସ୍ୱର୍ଗତ ଅରୂଣ ସାହୁଙ୍କ ବଡଭାଇ ଅକୃର ସାହୁ, ସାମ୍ବାଦିକ ପୂର୍ଣ୍ଣଚନ୍ଦ୍ର ପଣ୍ଡା, ରିରୁରାଜ ସିଂ, ବାବୁ ପୂଜାରୀ, ଫିରୋଜ ସାହୁ, ସଂଗଠକ କମ୍ବୁପାଣି ପୂଜାରୀ, ରେଡକ୍ରସକର୍ମୀ ରବିଚନ୍ଦ୍ର ପଶାୟତ, ରାମନାରାୟଣ ଦାସ, ସ୍ୱେଚ୍ଛାସେବୀ ତଥା ପୂର୍ବତନ ସରପଞ୍ଚ ଧୁବୁନୀ ରଣା, ରୋହିତ ଜୈନ ଓ ଅନ୍ୟମାନେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026

You Might Also Like

                           
  ଜିଲ୍ଲା  

ଗଣିତ ଗବେଷଣା