-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||     

HOME   ଜିଲ୍ଲା

ତୁରେକେଲା ବ୍ଳକ ଓଡିଶା ପ୍ରାଥମିକ ଶିକ୍ଷକ ସଂଘ ର ବୈଠକ ଅନୁଷ୍ଠିତ

19-Mar-2023



କଣ୍ଟାବାଞ୍ଜି (ପ୍ରେରଣା ଖବର)ଓଡ଼ିଶା ପ୍ରାଥମିକ ଶିକ୍ଷକ ସଂଘ(ନୂତନ ପେନସନ ଯୋଜନା ଅନ୍ତର୍ଭୁକ୍ତ)ତୁରେକେଲା ବ୍ଳକର ଏକ ଜରୁରୀ ବୈଠକ ତୁରେକେଲା ଓ କଣ୍ଟାବାଞ୍ଜି ଏନ.ଏ.ସି ବିଦ୍ୟାଳୟରେ କାର୍ଯ୍ୟରତ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ନେଇ ସଂଘର ସଭାପତି ଶ୍ରୀ ବିରଂଚି ନାରାୟଣ ଦାଶଙ୍କ ସଭାପତିତ୍ୱରେ ସ୍ଥାନୀୟ ନୋଡ଼ାଲ ଉଚ୍ଚ ବିଦ୍ୟାଳୟଠାରେ ହୋଇଥିଲା।ସର୍ବ ପ୍ରଥମେ ସଂଘର ସଂପାଦକ ଶ୍ରୀ ଜାନକୀରାମ ସାମବେଦମ ସଭାର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ବର୍ତ୍ତମାନ ଶିକ୍ଷକ ପଦୋନ୍ନତି ହେବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି ତେଣୁ ଯେଉଁମାନେ ପଦୋନ୍ନତି ପାଇବା ପାଇଁ ଯୋଗ୍ୟ ସେମାନେ କାଗଜପତ୍ର ପ୍ରସ୍ତୁତ କରି ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ରେ ଦାଖଲ କରିବାକୁ ନିଷ୍ପତ୍ତି ନିଆଗଲା।ତାସହିତ ଯେଉଁ ମାନଙ୍କର ଦଶବର୍ଷ ଚାକିରି କାଳ ହେଲାଣି ସେମାନଙ୍କ ଏମଏସିପି,ବିଗତ ବର୍ଷ ଯେଉଁମାନେ ପଦୋନ୍ନତି ପାଇଥିଲେ ସୁଦ୍ଧା ନୂତନ ପଦବୀ ରେ ଯୋଗଦେଇ ନାହାଁନ୍ତି ସେମାନଙ୍କୁ ଚଳିତ ତାଲିକାରୁ ବାଦଦେବା,ପୁରୁଣା ପେନସନ ପାଇବା ପାଇଁ ସମସ୍ତେ ଏକଜୁଟ ହୋଇ ଲଢ଼େଇ କରିବା,ଆଗାମୀ ସମୟରେ ଶିକ୍ଷକ ବଦଳି ସମୟରେ ଯେପରି ପ୍ରତ୍ୟେକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ହେବା ସହିତ ଶିକ୍ଷକ ମାନେ ସୁବିଧା ଯାଗାକୁ ଯାଇପାରିବେ ସେଥିପ୍ରତି ଉଚ୍ଚ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିବାକୁ ଆଲୋଚନା କରାଯାଇଥିଲା।ଏହି ବୈଠକରେ ଶିକ୍ଷକ ଧନସିଂ ମାଝୀ, ପ୍ରେମରାଜ ପାଣିଗ୍ରାହୀ, ଦୀନେଶ ମହାନନ୍ଦ, ରାଜଦୀପ ପୁରୋହିତ, କୃଷ୍ଣାନନ୍ଦ ପାଣିଗ୍ରାହୀ, ବିକାଶ ବର୍ଗେ,ସବିତା ପାଣିଗ୍ରାହୀ, ସୀମା ମୁଗ୍ରୀ,ଶାନ୍ତି ଭୋଇ,ପ୍ରମିଳା ଭୋଇ,ବିନୋଦିନୀ ତାଣ୍ଡୀ,କାନ୍ତିଲତା ବର୍ଗେ,ଜେନାରାମ ମାହାର, ଶିବାନନ୍ଦ ମାଝୀ, ମନ୍ତୋଷ ବାଗ,ଦେବକୀ ତାଣ୍ଡୀ, ଭାରତୀ ସମରଥ,ବିମଳ ଧରୁଆ ସମେତ ଅନ୍ୟାନ୍ୟ ଶିକ୍ଷକ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026

You Might Also Like

                       
  ଜିଲ୍ଲା  

ଗଣିତ ଗବେଷଣା