-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ପେଷାଦାର ସାମ୍ବାଦିକ ସଂଘ ର ସାଧାରଣ ପରିଷଦ ବୈଠକ 

19-Mar-2023



ବଲାଙ୍ଗୀର-ବଲାଙ୍ଗୀର ଜିଲ୍ଲା ସଦର ବ୍ଲକ ଚୁଡାପାଲି ନିକଟସ୍ଥ କୟାଘାଟ ନଦୀପଠା ରେ ବଲାଙ୍ଗୀର ଜିଲ୍ଲା ପେଷାଦାର ସାମ୍ବାଦିକ ସଂଘ ର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଂଘ ର ସଭାପତି ଆନନ୍ଦ ଚନ୍ଦ୍ର ସାହୁ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକ ରେ ଲୋଇସିଂହା,ଆଗଲପୁର, କଣ୍ଟାବାଞ୍ଜି, ବଙ୍ଗୋମୁଣ୍ଡା, ପାଟଣାଗଡ଼,ଚୁଡାପାଲି ଅଞ୍ଚଳ ରୁ ସାମ୍ବାଦିକ ମାନେ ଯୋଗ ଦେଇ ବିଭିନ୍ନ ଆଲୋଚନା ରେ ଅଂଶଗ୍ରହଣ କରିଥିଲେ । ଆସନ୍ତା ଏପ୍ରିଲ ୨୬ ତାରିଖ ଦିନ ହରିଶଙ୍କର ଠାରେ ସଂଘ ର

ଭବିଷ୍ୟତ କାର୍ଯ୍ୟପନ୍ଥା ପାଇଁ ପ୍ରସ୍ତୁତି ବୈଠକ କରାଯିବା ପାଇଁ ନିଷ୍ପତ୍ତି ନିଆଯାଇଛି । ପ୍ରତି ଉପଖଣ୍ଡ ସ୍ତର ରେ ବିଭିନ୍ନ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତାବ ଗୃହୀତ ହେବା ସହିତ ସଂଘ ର ଏକ ନିଜସ୍ଵ କାର୍ଯ୍ୟାଳୟ ପାଇଁ ଜିଲ୍ଲାପାଳ ଙ୍କୁ ଲିଖିତ ଭାବେ ଜଣାଇବା ପାଇଁ ବୈଠକ ରେ ସହମତି ପ୍ରକାଶ ପାଇଥିଲା । ଏହି ଅବସର ରେ ବରିଷ୍ଠ ସଦସ୍ୟ ବ୍ୟାସଦେବ ଥନାପତି  ଏବଂ ଉତ୍କଳ ସାମ୍ବାଦିକ ସଂଘ ର ରାଜ୍ୟ କାର୍ଯ୍ୟକରିଣୀ କୁ ମନୋନୀତ ହୋଇଥିବା ଶ୍ୟାମ ସୁନ୍ଦର ମେହେର ଙ୍କୁ ସଂଘ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ବୈଠକରେ ସାଧାରଣ ସମ୍ପାଦକ ବିମଳେନ୍ଦୁ ସାହୁ ପ୍ରାରମ୍ଭିକ ସୂଚନା ଦେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ ସଦସ୍ୟ ସନ୍ଦୀପ କଁଅର,କାର୍ଯ୍ୟକାରୀ ସଭାପତି ଅଶ୍ୱିନୀ ନାଏକ, ଅଜିତ ମିଶ୍ର, ସୁଧାକର ଦାସ, ବିଜୟାନନ୍ଦ ଦାସ,ଶ୍ୟାମପ୍ରସାଦ ଗୁରୁ,ସୁବାଷ ମିଶ୍ର, ବିରଞ୍ଚି ନାୟକ, ସୁଶୀଲ ମିଶ୍ର, ଅନ୍ତର୍ଯ୍ୟାମୀ ସାହୁ, ହୁଲେଶ୍ୱର ହଂସ, ରାଧେଶ୍ୟାମ ମେହେର, ତ୍ରିନାଥ ସାହୁ, ଦୀପକ ଖମାରୀ, ଅଜିତ ପୁରୋହିତ, ଅନ୍ତିମ ପାଣିଗ୍ରାହୀ, ଦେବରାଜ ନାହାକ, ବିମଲ ଦାସ, କୈଳାସ ସଗରିଆ ପ୍ରମୁଖ ଉପସ୍ଥିତ ରହି ଆଲୋଚନା ରେ ଅଂଶଗ୍ରହଣ କରିଥିଲେ । ପରିଶେଷ ରେ ବ୍ୟାସ ଦେବ ଥନାପତି ଧନ୍ୟବାଦ ଅର୍ପଣ କରିଥିଲେ ।

(ବଲାଙ୍ଗିର ଜିଲ୍ଲାରୁ ଅନ୍ତର୍ଯ୍ୟାମୀ ସାହୁଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା