-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ମନୋରଞ୍ଜନ

ଚଳଚ୍ଚିତ୍ର ‘ବାହାଘର ଡଟ୍ କମ୍’ ର ଓ୍ବାର୍ଲଡ ଟିଭି ପ୍ରିମିୟର‌କୁ ଏକାଠି ବସି ଉପଭୋଗ କଲେ କଳାକାର

20-Mar-2023



ଜୀସାର୍ଥକ ର ନୂଆ ଓଡିଆ ଚଳଚ୍ଚିତ୍ର ‘ବାହାଘର ଡଟ୍ କମ୍’ ର ଓ୍ବାର୍ଲଡ ଟିଭି ପ୍ରିମିୟର ହେଲା ମାର୍ଚ୍ଚ ୧୯ ସନ୍ଧ୍ୟା ୬:୩୦ରେ  କିନ୍ତୁ ପ୍ରଥମ ଥର ପାଇଁ ଏକାଠି ଵସି ଟିଭି ରେ ଏହି ଓ୍ବାର୍ଲଡ ଟେଲିଭିଜନ ପ୍ରିମିୟର ସୋ କୁ ଏକାଠି‌ ବସି  କଳାକାର,ଫିଲ୍ମର କାଷ୍ଟ, କ୍ରିଉ, ସମେତ ଚଳଚ୍ଚିତ୍ର ସାମ୍ବାଦିକ ଓ କ୍ରିଟିକସ୍  ଭୁବନେଶ୍ବରସ୍ଥିତ ବିଗ୍ କପ୍ କାଫେ ଠାରେ ଉପଭୋଗ କରିଛନ୍ତି ।‌ ଏଭଳି ‌ ଦେଖିବା  ଓଡିଶା ଟେଲିଭିଜନ ଇତିହାସରେ ପ୍ରଥମ ବୋଲି ସିନେ କ୍ରିଟିକ୍ସ ଅମୃତ ନନ୍ଦ ପ୍ରକାଶ କରିଛନ୍ତି ।

ଏହି ଅବସରରେ ଚଳଚ୍ଚିତ୍ର ‘ବାହାଘର ଡଟ୍ କମ୍’ ର ପ୍ରଯୋଜକ ପ୍ରଦ୍ୟୁମ୍ନ ଲେଙ୍କା, ନିର୍ଦ୍ଦେଶକ ସୁଧାଶୁଂ ମୋହନ ସାହୁ, ଜୀ-ସାର୍ଥକ ର କାର୍ଯ୍ୟକାରୀ ପ୍ରଯୋଜକ ତନ୍ମୟ ମିଶ୍ର, ଚଳଚ୍ଚିତ୍ରର ଅଭିନେତା ରିଷି, ଅଭିନେତ୍ରୀ ସାୟଲ୍, ଓଲିଉଡ୍ ମିଡିଆ ପ୍ଲାନର ପ୍ରଣୟ ଜେଠୀଙ୍କ ସମେତ ଓଲିଉଡ୍ ଅଭିନେତ୍ରୀ ଦେବସ୍ମିତା, ସେଲି ମିଶ୍ର ସମେତ ବହୁ ଗଣମାଧ୍ୟମ ବ୍ୟକ୍ତିତ୍ବ ଉପସ୍ଥିତ ରହି ଚଳଚ୍ଚିତ୍ରଟିକୁ ଉପଭୋଗ କରିଥିଲେ।
ଜୀ-ସାର୍ଥକ ଫିଲ୍ମସ ସର୍ବଦା ଦର୍ଶକଙ୍କୁ ନୂଆ ନୂଆ କାହାଣୀ ଓ ପାରିବାରିକ ଘଟଣାକୁ ନେଇ ଦର୍ଶକମାନଙ୍କ ମନୋରଞ୍ଜନ କରିଆସିଛି । ଏକ ନିଆରା ଓ ଅଦ୍ଭୁତ କାହାଣୀର ଏହି ଚଳଚିତ୍ରରେ ରିଷି,ସାୟଲ୍, ପୁଷ୍ପା ପଣ୍ଡା, ପ୍ରଦ୍ୟୁମ୍ନ ଲେଙ୍କା ପ୍ରମୁଖ ନିଖୁଣ ଅଭିନୟ କରିଛନ୍ତି । 
ଅନିଛା ସ୍ୱତେ ମାଆଙ୍କ ଶେଷ ଇଛା ପୂରଣ କରିବାକୁ ବିବାହ କରିବାକୁ ପଡିବ ହେଲେ ଜମା ମନ ନାହିଁ  ବାହାଘରରେ କିନ୍ତୁ ବାହା ହେବାକୁ ତ ପଡିବ ତେଣୁ ‘କଣ୍ଟାକ୍ଟ ମ୍ୟାରେଜ’ ହେଉଛି କିନ୍ତୁ କାହାଣୀରେ ଆସୁଛି ନୂଆ ମୋଡ ଓ ବାହାଘରକୁ ନେଇ ଅନେକ ଘଟଣା ଦୁର୍ଘଟଣା ଘଟି ଶେଷରେ ‘କଣ୍ଟାକ୍ଟ ମ୍ୟାରେଜ’ ସତ ମ୍ୟାରେଜରେ ପରିଣତ ହୋଇଛି, ତାହାହିଁ ଚଳଚ୍ଚିତ୍ର ର କାହାଣୀ। ଚଳଚ୍ଚିତ୍ରର ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଗୁଡଲ୍ଲୀ ରଥ।

(ଅମୃତ ନନ୍ଦ ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm