-+91-9937148622 |

prerana_bgr@rediffmail.com |

  Tuesday 20th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||     

HOME   ଜିଲ୍ଲା

ଶ୍ରୀରାମ ନବମୀ ଓ ହନୁମାନ ଜୟନ୍ତୀ ପାଇଁ ପ୍ରସ୍ତୁତି ବୈଠକ (ଭାରତ ପ୍ରସିଦ୍ଧ ପ୍ରୟାଗରାଜର ଶ୍ରୀବାଲାଜୀ ଝାଙ୍କି ଗ୍ରୃପ ଓ କିଲର ବଏଜ୍ ଏଣ୍ଡ ର୍ଗାଲ୍ସ ଡାନ୍ସ ଗ୍ରୃପ ବିଷେଶ ଆକର୍ଷଣ)

23-Mar-2023



ବଲାଙ୍ଗିର,- ସନ୍ଥ ଶ୍ରୀ ଚିନ୍ମୟଦାସଜୀ ମହାରାଜଙ୍କ ପ୍ରେରଣାରେ ବଲାଙ୍ଗିର ସହରର ସୁଦ୍‌ପଡା ହନୁମାନ ମନ୍ଦିର ପ୍ରାଙ୍ଗଣରେ ଶ୍ରୀରାମ ନବମୀ ଓ ହନୁମାନ ଜୟନ୍ତୀ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବରୁଣ କୁମାର ହେର୍ଣ୍ଣାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ଅନୁଷ୍ଠାନର ସଂପାଦକ ସନ୍ତୋଷ ପଣ୍ଡା, କୋଷାଧ୍ୟକ୍ଷ ଶୁଭ୍ରମ କେଶରୀ ପ୍ରଧାନ, ଉପସଭାପତି ବିଜୟ ମହାରଣା, ଉପଦେଷ୍ଟା ମଧୁ ସୂଦନ ହୋତା, ପ୍ରଦୀପ ପତି, ପୂର୍ଣ୍ଣଚନ୍ଦ୍ର ସାହୁ ପ୍ରମୁଖ ଉପସ୍ଥିତ ରହି ନିଜନିଜର ମତ ରଖିଥିଲେ । ମାର୍ଚ୍ଚ ମାସ ୩୦ତାରିଖ ଦିନ ସୁଦ୍‌ପଡା ହନୁମାନ ମନ୍ଦିରରେ ଶ୍ରୀରାମ ନବମୀ ଓ ଏପ୍ରିଲ ୧୩ ରୁ ୧୫ ତାରିଖ ପର୍ଯ୍ୟନ୍ତ ହନୁମାନ ଜୟନ୍ତୀ ପାଳନ କରିବାକୁ ନିଷ୍ପତ୍ତ ନିଆଯାଇଛି ।

ହନୁମାନ ଜୟନ୍ତୀ ଅବସରରେ ଭାତର ପ୍ରସିଦ୍ଧ ଜୟ ଶ୍ରୀବାଲାଜୀ ଝାଙ୍କି ଗ୍ରୃପ (ପ୍ରୟାଗରାଜ), କିଲର ବଏଜ୍ ଏଣ୍ଡ ର୍ଗାଲ୍ସ ଡାନ୍ସ ଗ୍ରୃପ, ରାଧାଗୋବିନ୍ଦ ସଂକୀର୍ତନ ମଣ୍ଡଳୀ(କଳାହାଣ୍ଡି), ଗାୟକ ଓ ବାୟକ ଗୁରୁଶ୍ରୀ ସଂଜୟ ସାହୁ ବନାମ୍ ରାଧାମାଧବ ସଂକୀର୍ତନ ମଣ୍ଡଳୀ  ଚୋରଗ୍ରୀଣ୍ଡୋଲା(ବରଗଡ), ଗାୟକ ଗୁରୁଶ୍ରୀ ମନୋଜ ସାହୁ, ବାୟକ ଗୁରୁଶ୍ରୀ ଶିବ ପ୍ରସାଦ ଭୁଏ ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗଦେବେ । ଶେଷରେ ପ୍ରଭୁ ଶ୍ରୀରାମ ଓ ହନୁମାନଜୀଙ୍କ ର ସହର ପରିକ୍ରମା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ନିଷ୍ପତି ହୋଇଥିଲା । ଆଜିର ଏହି ବୈଠକରେ ଦଣ୍ଡାସି ଗୌଡ, ଦୁର୍ଯ୍ୟୋଧନ ମହାକୁଡ, ସୁରୁ ନାଏକ, ମନୋଜ କୋବିଲିଙ୍ଗନ, ଘନଶ୍ୟାମ ଦୋରା, ଭୋଲା ବେହେରା, ସୁବଳ ମେହେର, ବୃନ୍ଦାବନ ବେହେରା ପ୍ରମୁଖ ଉପସ୍ଥିତ ଥିବା ବେଳେ ଶୁଭ୍ରମ କେଶରୀ ପ୍ରଧାନ ଧନ୍ୟବାଦ ପ୍ରଦାନ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026
  ଜିଲ୍ଲା  
*ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   19-Oct-2026
  ରାଜ୍ୟ  
ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ   19-Oct-2026
  ଜିଲ୍ଲା  
From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   19-Oct-2026
  ଜିଲ୍ଲା  
ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   19-Oct-2026
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026

You Might Also Like