-+91-9937148622 |

prerana_bgr@rediffmail.com |

  Thursday 22nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ପୁସ୍ତକ ମେଳାର ଚତୁର୍ଥ ସଂଧ୍ୟା, ପୁସ୍ତକ ପଠନର ଭାବ ଲୋକଙ୍କୁ ଜୀବନାନ୍ବେଷୀ କରୁ

27-Mar-2023



ବଲାଙ୍ଗୀର(ପ୍ରେରଣା ଖବର ): ଆଧୁନିକ ଯୁଗରେ  ପଠନ ଅଭ୍ୟାସ  କମିଯାଉଛି। ଫଳରେ ଲୋକଙ୍କ ଭିତରେ ଜୀବନ ଅନ୍ବେଷଣ ଭାବ ନାହିଁ।ଲୋକେ ଏକ ଗତାନୁଗତିକ ଧାରାରେ ବଂଚୁଛନ୍ତି। ପୁସ୍ତକ ପଠନର ଅଭ୍ୟାସ ବଢିଲେ ଜୀବନବୋଧ ବଢିବ।ନିରାଶା ଭାବ ଆଉ ଲୋକଙ୍କ ଭିତରେ ଆସିବ ନାହିଁ ବୋଲି କହିଛନ୍ତି ଗୁରୁଶ୍ରୀ ଡକ୍ଟର ଘାସିରାମ ମିଶ୍ର।  ପୁସ୍ତକ ମେଳାର ଚତୁର୍ଥ ସଂଧ୍ୟା ଆରମ୍ଭ ହୋଇଥିଲା ବହୁଭାଷୀ କବିତା ପାଠୋତ୍ସବ ରୁ। ଦୀଲିପ କୁମାର ମିଶ୍ର, ନିରୁପମା ଉଦଗାତା,ଲିଲି ପଟେଲଙ୍କ ସଂଯୋଜନାରେ ଅର୍ଧଶତାଧିକ କବି କବୟତ୍ରୀ ସ୍ବରଚିତ କବିତା ପାଠ କରିଥିଲେ। ସନ୍ଦୀପ କୁମାର କୁଅଁର ଙ୍କ ସଭା ପରିଚାଳନାରେ ଅନୁଷ୍ଠିତ ସଂଧ୍ୟାକାଳିନ

ସଭାରେ ସଂଗୀତସାଧକ ଗବେଷକ ଗୁରୁଶ୍ରୀ ଡକ୍ଟର ଘାସିରାମ ମିଶ୍ର ବରେଣ୍ଯ ଅତିଥି ଭାବରେ ଯୋଗଦେଇଥିଲେ। ଜିଲ୍ଲା ଲେଖକ ପରିଷଦ ର ସଂପାଦକ କପିଳେଶ୍ଵର ଖମାରୀ ସ୍ବାଗତ ଭାଷଣ ପ୍ରଦାନ କରିଥିବାବେଳେ କବି ହୃଷୀକେଶ ପୁରୋହିତ  ଧନ୍ୟବାଦ ଅର୍ପଣ କରିଥିଲେ।ଏହିଅବସରରେ  ଗୁରୁଶ୍ରୀ ଡକ୍ଟର ଘାସିରାମ ମିଶ୍ରଙ୍କ ଲିଖିତ କବିତା ସଂକଳନ  ଅନ୍ତର କଥା ଲୋକାର୍ପିତ ହୋଇଥିଲା।
ପୁସ୍ତକ ମେଳାର ଚତୁର୍ଥ ସଂଧ୍ୟାର ସାଂସ୍କୃତିକ କାର୍ଯ୍ୟକ୍ରମ କୁ

ପରିଚାଳନା କରିଥିଲେ ଶ୍ବେତା ମହାନ୍ତି ଓ ରିଙ୍କି ତ୍ରିପାଠୀ।
ଖୁସି ଡେନ୍ସ ଏକାଡେମୀ ର ପରିବେଶ ସଚେତନତାଧର୍ମୀ ଲୋକନୃତ୍ଯ,ଦିବ୍ଯାଂଶୀ ବାଗ , ସିଡିଏ,କଟକର ଓଡିଶୀ ନୃତ୍ୟ ଓ ବର୍ଣ୍ଣାଳୀ ଡେନ୍ସ ଗ୍ରୁପଙ୍କ  ଲୋକନୃତ୍ଯ ପରିବେଶିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026

You Might Also Like