-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||     

HOME   ଜିଲ୍ଲା

ଏପ୍ରିଲ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣି କାର୍ଯକ୍ରମ  

31-Mar-2023



ବଲାଙ୍ଗିର(ପ୍ରେରଣା ଖବର ):

ଏପ୍ରିଲ  ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ଧାର୍ଯ୍ୟ କରାଯାଇଛି  ।

ତଦନୁସାରେ ଏପ୍ରିଲ  ମାସ  ୩  ତାରିଖ (ସୋମବାର) ସକାଳ ଘ ୧୦॰୩୦ ମି ସମୟରେ ବଲାଙ୍ଗିର ଜିଲ୍ଲା ମୁଖ୍ୟାଳୟ ସ୍ଥିତ ଜିଲ୍ଲାପାଳ ଙ୍କ କାର୍ଯ୍ୟ।ଲୟ ସମ୍ମିଳନୀ କକ୍ଷ ଠାରେ ,୧୦  ତାରିଖ ସକାଳ ଘ ୮. ୩୦ ମି ସମୟରେ  ଦେଓଗାଁ      ବ୍ଲକ ଅନ୍ତର୍ଗତ ଉପରଝର     ଗ୍ରାମ ପଞ୍ଚାୟତ   କାର୍ଯ୍ୟ।ଲୟ ଠାରେ , ୧୭      ତାରିଖ ସକାଳ ଘ ୮. ୩୦ ମି ସମୟରେ  ଟିଟିଲାଗଡ      ବ୍ଲକ ଅନ୍ତର୍ଗତ ଖୋଲାନ     ଗ୍ରାମ ପଞ୍ଚାୟତ  କାର୍ଯ୍ୟ।ଲୟ ଠାରେ  ଓ  ୨୪    ତାରିଖ ସକାଳ ଘ ୮. ୩୦ ମି ସମୟରେ  ତୁରେକେଲା ବ୍ଲକ ଅନ୍ତର୍ଗତ ଝରଣୀ    ଗ୍ରାମ ପଞ୍ଚାୟତ   କାର୍ଯ୍ୟ।ଲୟ ଠାରେ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ଅନୁଷ୍ଠିତ ହେବ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ରେ ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ସେମାନଙ୍କର ବ୍ୟକ୍ତିଗତ ତଥା ସାମୁହିକ ସମସ୍ୟାମୂଳକ ଅଭିଯୋଗ ଜଣାଇପାରିବେ  । ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ରେ ବିଭିନ୍ନ ବିଭାଗ ର ଜିଲ୍ଲାସ୍ତରୀୟ ଓ ବ୍ଲକ ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ରହି ସମ୍ପୃକ୍ତ ଅଞ୍ଚଳର ଜନସାଧାରଣଙ୍କ ଅଭିଯୋଗ ଶୁଣାଣୀ କରି ସମାଧାନ ନିମନ୍ତେ ବିହିତ ପଦକ୍ଷେପ ଗ୍ରହଣ କରିବେ । ସମ୍ପୃକ୍ତ ଅଞ୍ଚଳର ଜନସାଧାରଣ ଏହି ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ   ରେ ନିଜ ନିଜର ଅଭିଯୋଗ ଜଣାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଉଛି  ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   02-Nov-2026
  ଜିଲ୍ଲା  
*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   02-Nov-2026
  ଜିଲ୍ଲା  
ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ   02-Nov-2026
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026

You Might Also Like