-+91-9937148622 |

prerana_bgr@rediffmail.com |

  Monday 2nd November 2026 |

| | | |

R.N.I. Regd No. ODIODI/2010/46693

Breaking News

*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||      ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ    (01-Nov-2026)       ||      ୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   (01-Nov-2026)       ||      ୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   (01-Nov-2026)       ||      “୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   (01-Nov-2026)       ||      ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   (01-Nov-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||     

HOME   ଜିଲ୍ଲା

ପ୍ରଧାନ ଶିକ୍ଷକ ବିରଞ୍ଚି ନାରାୟଣ ସିଂଙ୍କୁ ସମ୍ବର୍ଦ୍ଧନା

31-Mar-2023



କଣ୍ଟାବାଞ୍ଜି (ପ୍ରେରଣା ଖବର)
ତୁରେକେଲା ବ୍ଳକ ଅନ୍ତର୍ଗତ ମାନ୍ଦଲା କ୍ଳଷ୍ଟର ଅଧିନସ୍ଥ ସମରସିଂ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ବିରଞ୍ଚି ନାରାୟଣ ସିଂ ଆଜି ଷାଠିଏ ବର୍ଷ ପୂର୍ତ୍ତି ଅବସରରେ କର୍ମକ୍ଷେତ୍ରରୁ ଅବସର ଗ୍ରହଣ କରିଥିଲେ।ଏହି ବିଦାୟ ସମ୍ବର୍ଦ୍ଧନା ସଭାରେ ସରପଞ୍ଚ ବିଳାସ ପୁଟେଲ, ମାନ୍ଦଲା କ୍ଳଷ୍ଟରର ଶିକ୍ଷକ ତଥା ତୁରେକେଲା କ୍ଳଷ୍ଟର ସଂଯୋଜକ ଶ୍ରୀ ବିରଞ୍ଚି ନାରାୟଣ ଦାଶ,ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ପ୍ରତିନିଧି ଶ୍ରୀ ବିଜୟ କୁମାର ପାଣିଗ୍ରାହୀ, ବଡବାବୁ,ଅବସରପ୍ରାପ୍ତ ଶିକ୍ଷକ ଶ୍ରୀ ରାମକୃଷ୍ଣ ସେଲମା,ଶ୍ରୀ ସୂର୍ଯ୍ୟକାନ୍ତ ରଣା, ନରହରି ତାଣ୍ଡୀ,ଅକୃର ପୁଟା,ଜାନକୀରାମ ସାମବେଦମ ମମତା ପଣ୍ଡା ଅତିଥି ଭାବରେ ଯୋଗ ଦେଇଥିଲେ।ଶ୍ରୀ ସିଂ ଜଣେ ମେଳାପୀ ଓ କର୍ମଠ ଶିକ୍ଷକ ହୋଇଥିବାରୁ ସମସ୍ତଙ୍କ ସହିତ ମିଳିମିଶି ବିଦ୍ୟାଳୟର ଉନ୍ନତି କରିପାରିଛନ୍ତି ବୋଲି ଅତିଥି ମାନେ ମତ ଦେଇଥିଲେ।କ୍ଳଷ୍ଟର ତରଫରୁ ଭାଗବତ ସହିତ ଉପଢୌକନ ପ୍ରଦାନ କରାଯାଇଥିଲା।ମାନ୍ଦଲା କ୍ଳଷ୍ଟର ସଂଯୋଜକ ଶ୍ରୀ ଧନସିଂ ମାଝୀ ସଭାଟିକୁ ସୁନ୍ଦର ଭାବରେ ପରିଚାଳନା କରିଥିଲେ।ଏହି ସଭାରେ ଶିକ୍ଷକ ମଣି ମାଝୀ, ମନୋଜ ତାଣ୍ଡୀ, ରୋହିତାଶ୍ୱ ନାଗ,ଧୁବଲେ ତାଣ୍ଡୀ ତଥା  ବିଦ୍ୟାଳୟ ପରିଚାଳନା କମିଟିର ସଭାପତି, ସଭ୍ୟା, ସଭ୍ୟା ଓ ଗ୍ରାମବାସୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   02-Nov-2026
  ଜିଲ୍ଲା  
ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ   02-Nov-2026
  ଜିଲ୍ଲା  
ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   01-Nov-2026
  ଜିଲ୍ଲା  
*ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   01-Nov-2026
  ଜିଲ୍ଲା  
ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ   01-Nov-2026
  ଜିଲ୍ଲା  
ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   01-Nov-2026
  ଜିଲ୍ଲା  
ଟିଟିଲାଗଡ ପୌରପରିଷଦ ଅଞ୍ଚଳରେ ବିନା ରେରା ଅନୁମତିରେ ହେଉଛି ଜମି ବିକ୍ରି - ଜମି କିଣୁଥିବା ଲୋକ ପଛରେ ହେଉଛନ୍ତି ହଇରାଣ   01-Nov-2026
  ଜିଲ୍ଲା  
୧୪ ତମ ପୀତାମ୍ବର ପଧାନ ମେମୋରିଆଲ ଫୁଟବଲ,ଚରଦା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୭୭ ତମ କଳାହାଣ୍ଡି ଜିଲ୍ଲା ଗଠନ ଦିବସ ମହାସମାରୋହରେ ପାଳିତ   01-Nov-2026
  ଜିଲ୍ଲା  
“୧ ନଭେମ୍ବର ବଲାଙ୍ଗୀର ଦିନ୍‌” ପାଇଁ ସାଂସ୍କୃତିକ ଶୋଭାଯାତ୍ରା♦️ ଧୂମ୍‌ନାଚିଲେ ଜେନ-ଜୀ   01-Nov-2026
  ଜିଲ୍ଲା  
ନର୍ଲା ବ୍ଲକ ସ୍ତରୀୟ ୭୭ ତମ କଳାହାଣ୍ଡି ଗଠନ ଦିବସ ପାଳିତ   01-Nov-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026

You Might Also Like