-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ଜୁନିୟର ରେଡକ୍ରସରେ ବଲାଙ୍ଗିର ଜିଲ୍ଲାର ସଫଳତା ରେଡକ୍ରସ ମେଳା ପାଇଁ ଜାତୀୟ ସ୍ତରରେ ମନୋନିତ

03-Apr-2023



ବଲାଙ୍ଗିର(ପ୍ରେରଣା ଖବର)
  ଭୁବନେଶ୍ୱର ସ୍ଥିତ ନିଳାଚଳ ପୋଲିଟେକ୍‌ନିକ ଠାରେ ୫ ଦିନ ବ୍ୟାପି ରାଜ୍ୟସ୍ତରୀୟ ଜୁନିୟର ରେଡକ୍ରସ ଶିକ୍ଷା ଓ ତାଲିମ କେନ୍ଦ୍ର ଅନୁଷ୍ଠିତ ହୋଇଥିଲା । ଉକ୍ତ ଶିବିରରେ ୨୫ଟି ଜିଲ୍ଲାର ବିଭିନ୍ନ ବିଦ୍ୟାଳୟରୁ ଛାତ୍ର ଛାତ୍ରୀମାନେ ଦଳଗତ ନୃତ୍ୟ, ସଂଗୀତ ଗାନ, ରେଡକ୍ରସ ମେଳା ପ୍ରଦର୍ଶନ, ଏକକ ବିଭାଗରେ ଭାଷଣ, ପ୍ରବନ୍ଧ ଲିଖନ, ବିସ୍ତୃତ ଭାଷଣ, କୁଇଜ ପ୍ରତିଯୋଗିତା ରେ ଅଂଶଗ୍ରହଣ କରିଥିଲେ । ବଲାଙ୍ଗିର ଜିଲ୍ଲା ଶିକ୍ଷାଧିକାରୀ ଧୃବଚରଣ ବେହେରା, ଅତିରିକ୍ତ ଶିକ୍ଷାଧିକାରୀ କେଶବ ମେହେର ଓ ଜୁନିୟର ରେଡକ୍ରସ ସଂପାଦକ ଅନ୍ତର୍ଯ୍ୟାମି ବିଶ୍ୱାଲଙ୍କ ତତ୍ୱାବଧାନରେ ବଲାଙ୍ଗିର ଜିଲ୍ଲାରୁ  ସୁବ୍ରତ ମହାପାତ୍ର,ଓମ୍‌କାର କୁମ୍ଭାର,  ଭାବ ସାଗର ସାହୁ, ଆଦ୍ୟାସା ଅପୁର୍ବା ପାତ୍ର, ସୀମା ନାଏକ, ଚିନ୍ମୟ ମହାନନ୍ଦ, ପାୟଲ ମହାନନ୍ଦ, ବବିତା ପାତ୍ର, ନିହାରିକା ମାଝି, ଅର୍ପିତା କୁମ୍ଭାର ପ୍ରମୁଖ ୧୦ଜଣ ଜୁନିୟର ଅଂଶଗ୍ରହଣ କରିଥିଲେ । ସଇଁନ୍ତଲା ବ୍ଲକ ଅନ୍ତର୍ଗତ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟର ରେଡକ୍ରସ ମେଳା ଓଡିଶାରେ ପ୍ରଥମ ହୋଇ ଜାତୀୟ ସ୍ତରକୁ ମନୋନିତ ହୋଇଥିଲା । ସେହିପରି ସଇଁନ୍ତଲା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ (ଆଦିବାସୀ ଓ କଲ୍ୟାଣ ବିଭାଗ) ର ଛାତ୍ରୀମାନଙ୍କ ଦ୍ୱାରା ଦଳଗତ ସଂଗୀତଗାନ ପ୍ରତିଯୋଗିତାରେ ଦ୍ୱିତୀୟ ସ୍ଥାନ ଅଧିକାର କରିଥିଲା ।

କାର୍ଯ୍ୟକ୍ରମରେ ଭାରତୀୟ ରେଡକ୍ରସ ସୋସାଇଟି ଓଡିଶା ଶାଖା ର ସଂପାଦକ ବିଭୁତି ଭୂଷଣ ପଟ୍ଟନାୟକ (ଆଇଏଏସ୍‌) ତତ୍ତ୍ୱାବଧାନ କାର୍ଯ୍ୟକ୍ରମରେ କୋଷାଧ୍ୟକ୍ଷ ଭବାନୀ ପ୍ରସାଦ ନନ୍ଦ, ପ୍ରକ୍ତାନ ଓଡିଶା ରାଜ୍ୟ ଶାଖା ରେଡକ୍ରସ ସଂପାଦକ ମେଜର ଡ. କଳ୍ପନା ଦାଶ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଅଶୋକ କୁମାର ରଥ, ଯୁବ ରେଡକ୍ରସ ଅଫିସର ଡ. ରମେଶ ଚନ୍ଦ୍ର ବେହେରା, ଓଡିଶା ରାଜ୍ୟ ଜୁନିୟର ରେଡକ୍ରସ ଅଫିସର ଲକ୍ଷ୍ମଣ ସ୍ୱାଇଁଙ୍କ ଠାରୁ ବଲାଙ୍ଗିର ଜିଲ୍ଲା ଜୁନିୟରମାନଙ୍କୁ ପୁରସ୍କୃତ କରିଥିଲେ । ସଇଁନ୍ତଲା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର (ଆଦିବାସୀ ଓ କଲ୍ୟାଣ ବିଭାଗ)  ଜୁନିୟର ରେଡକ୍ରସ କାଉନସିଲର ସୁଭାଶିନୀ ମିଶ୍ର, ଅନ୍ନପୁର୍ଣ୍ଣା ମାଝି, କୁଟୁମଡୋଳା ହାଇସ୍କୁଲର ଜୁନିୟର ରେଡକ୍ରସ କାଉନସିଲର ରବିନ୍ଦ୍ର ଠେଟୁଆଲ, ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ଡେଙ୍ଗର ଜୁନିୟର ରେଡକ୍ରସ କାଉନସିଲର ରାମ ନାରାୟଣ ଦାଶ ଜୁନିୟର ମାନଙ୍କୁ ନେଇ ଦାୟିତ୍ୱ ନିର୍ବାହ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026

You Might Also Like