-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||      ପଦୋନ୍ନତି ପାଇଲେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳୀନା ପ୍ରଧାନ; - ଶ୍ରମ ବିଭାଗ ର ଯୁଗ୍ମ ସଚିବ ଭାବେ ଯୋଗ ଦେବେ -   (31-Oct-2026)       ||      ବଡପୋଡ଼ାଗୁଡା ଗ୍ରାମପଞ୍ଚାୟତ ର ସମସ୍ତ ମଦକୋଠି ବନ୍ଦ ଦାବିନେଇଁ ତେଜିଲେ ମହିଳା   (31-Oct-2026)       ||      ବେହେରାଗୁଡ଼ା ଛତିଶଗଡ କୁ ସଂଯୋଗ ରାସ୍ତା ପାଲଟିଛି ମରଣଯନ୍ତା, ପ୍ରଶାସନର ଦୃଷ୍ଟି କେବେ ?   (31-Oct-2026)       ||      ମାନ୍ୟବର କେନ୍ଦ୍ରମନ୍ତ୍ରୀ ଡା. ବୀରେନ୍ଦ୍ର କୁମାରଙ୍କ ସିଆରସି ପରିଦର୍ଶନ   (30-Oct-2026)       ||      ଦିବ୍ୟାଙ୍ଗ ବ୍ୟକ୍ତିମାନଙ୍କ ସଶକ୍ତିକରଣ, ପୁନର୍ବାସ ଓ ସେମାନଙ୍କୁ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ    (30-Oct-2026)       ||     

HOME   ଜିଲ୍ଲା

କଳାହାଣ୍ଡି ଏଗ୍ରୋଟେକ ଉତ୍ପାଦକ କମ୍ପାନୀ ଲିମିଟେଡ଼ ର କାର୍ଯ୍ୟକର୍ତ୍ତା ଙ୍କ ବୈଠକ

03-Apr-2023



କର୍ଲାମୁଣ୍ଡା:( ପ୍ରଦିପ କୁମାର ସାହୁ)
କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ଇଣ୍ଡୋ ଗ୍ଲୋବାଲ ସୋସିଆଲ ସର୍ଭିସ ଷୋସାଇଟି କାର୍ଯ୍ୟାଳୟ ଠାରେ କଳାହାଣ୍ଡି ଏଗ୍ରୋଟେକ ଉତ୍ପାଦକ କମ୍ପାନୀ ଲିମିଟେଡ଼ ର କର୍ମକର୍ତ୍ତା ମାନଙ୍କୁ ନେଇ ଏକ ସ୍ୱତନ୍ତ୍ର ବୈଠକ ସୋମବାର ଅନୁଷ୍ଠିତ ହୋଇଥିଲା।ଏଥିରେ କମ୍ପାନୀ ର ପରିଚାଳନା ନିର୍ଦ୍ଦେଶକ ତିରଞ୍ଜି ମେର୍ଲି, ନିର୍ଦ୍ଧେଶିକା  ଭାନୁମତି ପ୍ରଧାନ, ନିଳେନ୍ଦ୍ରୀ ସାହୁ,ଗୌରୀ ଦୀପ, ନିର୍ଦେଶକ କୃଷ୍ଣଚନ୍ଦ୍ର ନାଗ,ବିରେନ୍ଦ୍ର ସାହୁ,ଦ୍ରୋଣ ସାହୁ,ବାଲ୍ମୀକି ଛତ୍ରୀଆ ପ୍ରମୁଖ ଉପସ୍ଥିତ ଥିବା ବେଳେ ସହଭାଗୀ ବିକାଶ ଅଭିଯାନ ର ଧର୍ମ ସାଗର ପ୍ରଧାନ ଯୋଗଦେଇ କମ୍ପାନୀ ଜୁ ସୁପରିଚାଳନା ନିମନ୍ତେ ଆବଶ୍ୟକ କାଗଜପତ୍ର ,ଅଂଶ ଧନ ସଂଗ୍ରହ, ସିଇଓ ନିଯୁକ୍ତି, ଵ୍ୟବସାୟ ଯୋଜନା,କମ୍ପାନୀର ପୁଞ୍ଜି  ଇତ୍ୟାଦି ଉପରେ ଆଲୋଚନା କରାଯାଇଥିଲା। ଅନ୍ୟ ମାନଙ୍କ ମଧ୍ୟରେ ଜଗଦୀଶ ପ୍ରସାଦ ରଣା, ପ୍ରଦୀପ କୁମାର ସାହୁ, ଅଜିତ କୁମାର ପ୍ରଧାନୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   31-Oct-2026
  ଜିଲ୍ଲା  
ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   31-Oct-2026
  ଜିଲ୍ଲା  
ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   31-Oct-2026
  ଜିଲ୍ଲା  
ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ   31-Oct-2026

You Might Also Like