-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ରେଳ ଉପଭୋକ୍ତା ସଂଘର କାର୍ଯ୍ୟକାରଣୀ ବୈଠକ.. ଶୀଘ୍ର ଦାବି ପୂରଣ ନହେଲେ ଆନ୍ଦୋଳନ.. ମେ ମାସ ଶେଷ ସପ୍ତାହରେ ସାଧାରଣ ପରିଷଦ ବୈଠକ

08-Apr-2023



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର ):-ସ୍ଥାନୀୟ ମାଲପଡା ସ୍ଥିତ ବଲାଙ୍ଗିର ରେଳ ଉପଭୋକ୍ତା ସଂଘର କାର୍ଯ୍ୟାଳୟ ଠାରେ ବଲାଙ୍ଗିର ଜିଲ୍ଲା ରେଳ ଉପଭୋକ୍ତା ସଂଘର ସଭାପତି ପ୍ରଫେସର ତରୁଣ କୁମାର ମିଶ୍ରଙ୍କ ସଭାପତିତ୍ୱରେ ଆଜି ସଂଘର କାର୍ଯ୍ୟକାରଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରଥମେ ସଂଘର ସାଧାରଣ ସଂପାଦକ ନାରାୟଣ ପାଢୀ ପୂର୍ବ ଆଲୋଚନାର ବିବରଣୀ ପାଠ କରିଥିଲେ । ସଂଘର କାର୍ଯ୍ୟକାରଣୀ ସଦସ୍ୟମାନେ ବିଭିନ୍ନ ବିଷୟରେ ଆଲୋଚନା କରିବା ସହ ନୂତନ ପ୍ରସ୍ତାବ ଗୁଡିକ ଉପସ୍ଥାପନ କରିଥିଲେ । ବଲାଙ୍ଗୀର ରେଳ ଷ୍ଟେସନ ରେ ଲାଗିବାକୁ ଥିବା ଲିପଟ ର ଟେଣ୍ଡର ସରିଲା ପରେ ମଧ୍ୟ ତାହା କାର୍ଯ୍ୟ କରା ଗଲା ନାହିଁ, ଏହା ନହେବା ଦ୍ୱାରା ବରିଷ୍ଠ ନାଗରିକ ଓ ରୋଗୀ ଦୁଇ ଓ ତିନି ନମ୍ବର ପ୍ଲାଟଫର୍ମ କୁ ଯିବାରେ ଅସୁବିଧା ହେଉଛି l ସେହିପରି ବଲାଙ୍ଗୀର - ଖୋର୍ଦ୍ଧା ରେଳ ଲାଇନ କାମ ଶୀଘ୍ର ସାରିବା, ବରିଷ୍ଠ ନାଗରିକ ଓ ରୋଗୀ ଙ୍କ ପାଇଁ ପ୍ଲାଟଫର୍ମ ରେ ଏକ ବେଟେରି ଗାଡି ଚଳାଇବା, ଦିଲ୍ଲୀ କୁ ବଲାଙ୍ଗୀର ଦେଇ ଟ୍ରେନ ଚଳାଇବା ଆଦି ବିଷୟ ରେ ଆଲୋଚନା ହୋଇଥିଲା l ଏନେଇ ସଂଘ ପକ୍ଷରୁ ପ୍ରଧାନମନ୍ତ୍ରୀ, ରେଳମନ୍ତ୍ରୀ, ବଲାଙ୍ଗୀର ଲୋକସଭା ସାଂସଦ, ରାଜ୍ୟସଭା ସାଂସଦ ଓ ରେଳ ବିଭାଗ ର ଅଧିକାରୀ ଙ୍କୁ ଲିଖିତ ଭାବରେ ଦାବି ଉପସ୍ଥାପନ କରାଯାଇଥିଲା l କିନ୍ତୁ ତାର କୌଣସି ସୁଫଳ ମିଳିଲା ନାହିଁ l ତେଣୁ ସଂଘ ଶେଷଥର ପାଇଁ ପୁଣି ଥରେ ସମସ୍ତ ଙ୍କୁ ଭେଟିବା ସହ ଲିଖିତ ଆକାରରେ ଦାବି ଜଣାଇବ l ତିନିମାସ ମଧ୍ୟରେ ସଂଘ ପକ୍ଷରୁ ଉପସ୍ଥାପନ କରାଯାଇଥିବା ଦାବି ଗୁଡିକ ପୂରଣ କରାନଗଲେ ସଂଘ ଆନ୍ଦୋଳନ କୁ ଓଲ୍ଲାହିବା ସହ ରେଳ ଷ୍ଟେସନ ସମୁଖ ରେ ଧାରଣା ଦେବ ବୋଲି ନିଷ୍ପତି ହୋଇଥିଲା l ଆସନ୍ତା ମେ ଶେଷ ସପ୍ତାହ ରେ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହେବାକୁ ସ୍ଥିର ହୋଇଥିଲା । ଏହି ସାଧାରଣ ପରିଷଦ ବୈଠକରେ ନୂତନ ପ୍ରସ୍ତାବ ଗୁଡିକକୁ ସର୍ବସମ୍ମତିକ୍ରମେ ଗୃହିତ କରାଯିବ ବୋଲି ସଭାପତି ଶ୍ରୀ ମିଶ୍ର ଘୋଷଣା କରିଥିଲେ । କୋଷାଧ୍ୟକ୍ଷ ଅଶୋକ କୁମାର  ଚାନ୍ଦ ଆୟବ୍ୟୟର ବିବରଣୀ ପ୍ରଦାନ କରିଥିଲେ । ଏହି ବୈଠକରେ ଉପସଭାପତି ଅଶୋକ କୁମାର ମିଶ୍ର, କାର୍ଯ୍ୟକାରିଣୀ ସଦସ୍ୟ ରୁତୁରାଜ ସିଂହ, ମନରଂଜନ ପୁରୋହିତ,  ଛବିଲାଲ ବେହେରା, ପ୍ରଭାକର ମିଶ୍ର, ଯୁଧିଷ୍ଠିର ମିଶ୍ର, ଧର୍ମପଦ ରଥ, ଗୋପବନ୍ଧୁ ପୁରୋହିତ ଉପସ୍ଥିତ ରହି ନିଜନିଜ ର ମତ ରଖିଥିବା ବେଳେ ସଂଘର ସହ ସଂପାଦକ ଦିବାକର ହୋତା ଧନ୍ୟବାଦ ପ୍ରଦାନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026

You Might Also Like