-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||     

HOME   ଜିଲ୍ଲା

ବିପଦ ସଙ୍କୁଳ ବିଦ୍ୟୁତ ଟ୍ରାନ୍ସଫର୍ମର, ସୁରକ୍ଷା ବାଡ ନିର୍ମାଣ ଦାବି

08-Apr-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସଦର ସ୍ଥିତ ଚମ୍ପାପୁର ନିକଟସ୍ଥ  ଝାରକୁମୁଣ୍ଡା ଛକର ମୁଖ୍ୟ ରାସ୍ତା କଡ଼ରେ ଥିବା ଦୁଇଟି ବିଦ୍ୟୁତ ଟ୍ରାନ୍ସଫର୍ମର ଅସୁରକ୍ଷିତ ଭାବେ ରହିଛି। ଏହାର ଚତୁଃପାର୍ଶ୍ଵରେ ନାମକୁ ମାତ୍ର ତାରବାଡ ରହିଛି।‌ ଏହା ପାଖରେ ଏକ ପରିବାର ରହୁଥିବା ରହୁଥିବା ବେଳେ ଏଠାକୁ ପ୍ରତିଦିନ ଛାତ୍ରଛାତ୍ରୀ ମାନେ ଟିଉସନ ପଢ଼ିବା ପାଇଁ ଆସିଥାନ୍ତି। ଏହା ପାଖଦେଇ ପ୍ରତ୍ୟେକ ଦିନ ବିଭିନ୍ନ ଯାନବାହାନ ଚଳାଚଳ କରିଥାଏ। ଏହାର ଚତୁଃପାର୍ଶ୍ଵରେ ଠିକ ଭାବରେ ସୁରକ୍ଷା ବଳୟ ନଥିବାରୁ ଏଠାରେ ମଣିଷ ତଥା ଗୋରୁଗାଈ ଙ୍କ ଜୀବନ ପ୍ରତି ଅସୁରକ୍ଷିତ ମନେ କରାଯାଉଛି। ତେବେ ବିଦ୍ୟୁତ ଟ୍ରାନ୍ସଫର୍ମର କିଛି ସ୍ଥାନରେ ବିଦ୍ୟୁତ ତାର ସବୁ ଓହଳି ରହିଛି। ତାହା ଅତ୍ୟନ୍ତ ବିପଦପୂର୍ଣ୍ଣ ଅବସ୍ଥାରେ  ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏସବୁକୁ ସଜାଡି ସେଥିରେ ସୁଧାର ଅଣାଯିବାର ନିତ୍ୟାନ୍ତ ଆବଶ୍ୟକତା ରହିଛି। ପୂର୍ବରୁ ଏଠାରେ ଏକ ଗୋରୁ ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁ ବରଣ କରିଥିବା ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି। ତେବେ ବିଦ୍ୟୁତ ବିଭାଗର ଅବହେଳା ଯୋଗୁଁ ଅନେକ ସ୍ଥାନରେ ଜନସାଧାରଣ ତଥା ଗୋରୁଗାଈଙ୍କର ବିଦ୍ୟୁତ ଆଘାତରେ ମୃତ୍ୟୁ ହୋଇଥିବା ନଜର ରହିଛି। । ତେଣୁ ଏଥିପ୍ରତି ଜିଲ୍ଲା ପ୍ରଶାସନ ଓ  ବିଭାଗ ଉଚ୍ଚ ପଦାଧିକାରୀ ଦୃଷ୍ଟି ଦେଇ ସମସ୍ୟାର ସୁଧାର ଆଣିବାକୁ ଜନସାଧାରଣ ରେ ଦାବି ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026

You Might Also Like