-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||     

HOME   ଜିଲ୍ଲା

ବିନିକା : ବାରହା ଫାଶରେ ପଡି ଦନ୍ତାହାତୀର ମୃତ୍ୟୁ

12-Apr-2023



ବିନିକା(ହିମାଂଶୁ ଶେଖର ପୁଟେଲ) ଜଙ୍ଗଲ ଜୀବଜନ୍ତୁଙ୍କ ସୁରକ୍ଷା ପାଇଁ ସରକାର କାହୁଁ କେତେ ଯୋଜନା ପ୍ରଣୟନ କରିବା ସହିତ ଦାୟିତ୍ଵ ନିର୍ବାହ ସହ ଠିକ ଭାବରେ କାର୍ଯ୍ୟ ତୁଲାଇବା ପାଇଁ ଅଜସ୍ର ଟଙ୍କା ପାରିତୋଷିତ ଆକାରରେ ପ୍ରଦାନ କରୁଥିଲେ ମଧ୍ୟ ତାଙ୍କ ଅବହେଳା ଯୋଗୁଁ ଜଙ୍ଗଲର ରାଜା ବୋଲି କୁହାଯାଉଥିବା ହାତୀ ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ବରଣ କରିବା ଭଳି ଏକ ଅଭାବନୀୟ ଘଟଣା ଘଟିଛି ବିନିକା ରେଞ୍ଜ ମହଦା ବାରଡୁଙ୍ଗୁରି ଜଙ୍ଗଲରେ । ଖବର ନେବାରୁ ଜଣାପଡିଛି ଯେ ଗତକାଲି ସୋମବାର ବିଳମ୍ବିତ ରାତିରେ ଲଛିପୂର ଜଙ୍ଗଲ ପଟରୁ ଏକ ହାତୀ ଖାଦ୍ୟ ଅନ୍ବେଷଣରେ ଅଙ୍ଗନଦୀ ପାରିହୋଇ ବିନିକା ପଟ ମହଦା ଜଙ୍ଗଲକୁ ଚାଲି ଆସିଥିବା ବେଳେ ପୂର୍ବରୁ କେତେକ ଦୁର୍ବୃତ୍ତ ବାରାହ ଶିକାର ପାଇଁ ବିଛାଇ ଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ହାତୀ ଆସି ଯାଇ ମୃତ୍ୟୁ ବରଣ କରିଛି ।ସକାଳେ ଉକ୍ତ ଗ୍ରାମର କେତେକ ଲୋକ ସେହି ରାସ୍ତାଦେଇ ଯିବା ପରେ ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେବାପରେ ବିନିକା ରେଞ୍ଜର ଡମ୍ବରୁଧର ପ୍ରଧାନଙ୍କ ଊ ଷ୍ଟାଫ ଘଟଣା ସ୍ଥଳରେ ପହଞ୍ଚିଥିଲେ ।ପରେ ସୁବର୍ଣ୍ଣପୁର ଜିଲ୍ଲା ବନଖଣ୍ଡ ଅଧିକାରୀ ମଦନଲାଲ ଶର୍ମା ପହଞ୍ଚି ତଦନ୍ତ ଆରମ୍ଭ କରିଥିଲେ ।ମୃତ ହାତୀର ବୟସ ୧୦ବର୍ଷ ହେବ ବୋଲି ଜଣାପଡିଛି । ସୂଚନା ଯୋଗ୍ୟ ଯେ ଦୈନନ୍ଦିନ ବାରହା ଶିକାର

ପାଇଁ କେତେକ ଦୁର୍ବୃତ୍ତ ବିଦ୍ୟୁତ ତାରରେ କରେଣ୍ଟ ଲଗାଇ ଚାଲିଯାଉଛନ୍ତି ।ହେଲେ ବାରହା ତ ଫାଶରେ ପଡୁନାହିଁ କିନ୍ତୁ କେତେବେଳେ ମଣିଷ ତ ଆଉ କେତେବେଳେ ହାତୀ ଭଳି ଜନ୍ତୁ ତାର ସଂସ୍ପର୍ଶରେ ଆସି ମୃତ୍ୟୁ ବରଣ କରୁଥିବା ନଜିର ରହିଛି ।ଜଙ୍ଗଲ ବିଭାଗର କେତେକ କର୍ମଚାରୀ ଶିକାରୀଙ୍କ ସହ ମଧୁଚନ୍ଦ୍ରିକା ରଖି ଥିବାରୁ ବିଭାଗର ଜ୍ଞାତାସାରରେ ହେଉଥିବା ଜନସାଧାରଣରେ ଆଲୋଚନା ହେଉଛି ।ତେଣୁ ହାତୀ ମୃତ୍ୟୁ ଘଟଣାରେ ସଂଶ୍ଲିଷ୍ଟ ବ୍ୟକ୍ତିଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026

You Might Also Like