-+91-9937148622 |

prerana_bgr@rediffmail.com |

  Wednesday 21st October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||      ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   (20-Oct-2026)       ||      ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   (19-Oct-2026)       ||      ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   (19-Oct-2026)       ||      *ପ୍ରଧାନ ଶିକ୍ଷୟତ୍ରୀ ସୁଭାଷିନୀ ନନ୍ଦ ଙ୍କ ବିୟୋଗ*- *ସୋନପୁର ଓ କଟକ ରେ ଶୋକ*- *ଅନ୍ତିମ ସଂସ୍କାର ରେ ଯୋଗ ଦେଲେ ଜଷ୍ଟିସ ଚିତ୍ତ ରଞ୍ଜନ ଦାଶ*-   (19-Oct-2026)       ||      ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧା ସୁମନ ଅର୍ପଣ    (19-Oct-2026)       ||      From Dussehra to Kumar Purnima: The Divine Continuum of Shakti, Prosperity and Knowledge in Odisha   (19-Oct-2026)       ||      ବଲାଙ୍ଗିର ନାଗରିକ କମିଟୀ ର କାର୍ଯ୍ୟକାରୀ କମିଟୀ ବୈଠକ♦️ ଲୋୟର ସୁକତେଲରୁ କେନାଲ ଯୋଗେ ଜଳସେଚନ ପାଇଁ ଦାବୀ   (19-Oct-2026)       ||      ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||     

HOME   ଜିଲ୍ଲା

ସମ୍ବଲପୁରରେ ଶାନ୍ତି ପାଇଁ ସୁବର୍ଣ୍ଣପୁରରେ ସର୍ବଧର୍ମ ପ୍ରାର୍ଥନା

16-Apr-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଅଶାନ୍ତ ସହର ସମ୍ବଲପୁରରେ ଶାନ୍ତି ଫେରାଇ ଆଣିବା ପାଇଁ ଓ ସମଗ୍ର ବିଶ୍ୱର କଲ୍ୟାଣ ଓ ଶାନ୍ତି ପ୍ରତିଷ୍ଠା ପାଇଁ ଆଜି ସ୍ୱଚ୍ଛ ଭାରତ ସଂଗଠନ ଓ କୋଶଳ ହାଇସ୍କୁଲ ର ମିଳିତ ପ୍ରୟାସରେ ସ୍ଥାନୀୟ କୋଶଳ ଆବାସିକ ବିଦ୍ୟାଳୟ ଠାରେ ଏକ ସର୍ବ ଧର୍ମ ପ୍ରାର୍ଥନା ଅନୁଷ୍ଠିତ ହୋଇ ଯାଇଛି l  ପ୍ରାର୍ଥନା ସଭା ମଞ୍ଚରେ ହିନ୍ଦୁ ଧର୍ମରୁ ଶିକ୍ଷାବିଦ ପ୍ରଦୀପ ପୁରୋହିତ, ଖ୍ରୀଷ୍ଟ ଧର୍ମରୁ ପ୍ରଭାତ ଦିଗାଲ, ଲିମା ପ୍ରେମନିଧି, ମୁସଲିମ ଧର୍ମରୁ   ସୟଦ ଅଲିମୁଲ ଇସଲାମ ଯୋଗ ଦେଇ ସମ୍ବଲପୁର ସହର ତଥା ସାରା ବିଶ୍ୱ ରେ ଶାନ୍ତି,ମୈତ୍ରୀ ଓ ସଦ ଭାବନା ପ୍ରତିଷ୍ଠା ପାଇଁ ସାମୁହିକ ପ୍ରାର୍ଥନା କରିଥିଲେ l ଓ ସମସ୍ତ ଧର୍ମ  ଉପରେ ଆଲୋକପାତ କରିଥିଲେ l ଶ୍ରୀ ଦିଗାଲ ଯୀଶୁ ଖ୍ରୀଷ୍ଟ ଙ୍କ ବାଇବେଲ ପଠନ କରି ଈଶ୍ୱର ଙ୍କ ପ୍ରେମ ପରି ଆମେ ପରସ୍ପର କୁ ପ୍ରେମ କଲେ ଭଲ ପାଇଲେ  ଏକ ସୁସ୍ଥ ଓ ଶାନ୍ତ ସମାଜ ସୃଷ୍ଟି ହେବ ବୋଲି ମତ ରଖିଥିବା ବେଳେ ଶ୍ରୀ ପୁରୋହିତ ସମାଜ ରେ ସମସ୍ତଙ୍କର ବଞ୍ଚିବାର ଅଧିକାର ଅଛି, ସଦ ମାର୍ଗ ଓ ବଂଚିବାର ପ୍ରେରଣା ହିଁ ଧର୍ମ ବୋଲି କହିଥିଲେ l ଏବଂ ହିନ୍ଦୁ ଏକ ଧର୍ମ ରେ ସୀମିତ ନୁହେଁ 

ଏକ ବ୍ୟାପକ ବିଚାର ବୋଲି କହିଥିଲେ l ଆମ ସମାଜ ବିଭିନ୍ନ ରଙ୍ଗ ର ଏକ ଫୁଲ ବଗିଚା ପରି l କିନ୍ତୁ ବଗିଚା ରେ ଗୋଟିଏ ପ୍ରକାର ଫୁଲ କେବେ ଶୋଭା ପାଏନି କି ସୁନ୍ଦର ଦେଖା ଯାଏନି ବୋଲି ସୟଦ ଅଲିମୁଲ ଇସଲାମ ପ୍ରକାଶ କରିଥିଲେ l ଏହି କାର୍ଯ୍ୟକ୍ରମକୁ ସାମ୍ବାଦିକ ମନୋରଞ୍ଜନ ତ୍ରିପାଠୀ ସଂଯୋଜନା କରିଥିବା ବେଳେ ସାମ୍ବାଦିକ ସଞ୍ଜୟ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l ସ୍ୱଚ୍ଛ ଭାରତ  ସଂଗଠନର ସମସ୍ତ କର୍ମକର୍ତ୍ତା, କୋଶଳ ହାଇସ୍କୁଲର ଛାତ୍ର ଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ, ଛୋଟ ଆଶା ଅନୁଷ୍ଠାନର କର୍ମ କର୍ତ୍ତା, ସାମ୍ବାଦିକ, ସହର ର ବୁଦ୍ଧିଜୀବୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026
  ଜିଲ୍ଲା  
ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   21-Oct-2026
  ଜିଲ୍ଲା  
ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   20-Oct-2026
  ଜିଲ୍ଲା  
ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   20-Oct-2026
  ଜିଲ୍ଲା  
ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   20-Oct-2026
  ଜିଲ୍ଲା  
ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ   20-Oct-2026
  ଜିଲ୍ଲା  
ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   20-Oct-2026
  ରାଜ୍ୟ  
ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   20-Oct-2026
  ଜିଲ୍ଲା  
ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   20-Oct-2026
  ଜିଲ୍ଲା  
ବନ ବିଭାଗର ମିଳିତ ଚଢ଼ାଉ, ଟ୍ରକ୍‌ ସହ ମୂଲ୍ୟବାନ କାଠ ଜବତ; ଜଣେ ଅଟକ   20-Oct-2026
  ଜିଲ୍ଲା  
ବାଦପାଲି ଫୁଟବଲ ଟୁର୍ଣ୍ଣାମେଣ୍ଟରେ ତୁରୁମ ଦଳ ଚାମ୍ପିୟନ ଫାଇନାଲରେ ପତିକାରପାଲି ଦଳକୁ ହରାଇ ହାସଲ କଲା ବିଜୟ   19-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ମା’ ସୁରେଶ୍ୱରୀଙ୍କ ମହିଷାମର୍ଦ୍ଦିନୀ ବେଶ, ମା’ ଭଗବତୀ ଓ ଦୁର୍ଗାଦେବୀଙ୍କ ସିଦ୍ଧିଦାତ୍ରୀ ବେଶ   19-Oct-2026

You Might Also Like