-+91-9937148622 |

prerana_bgr@rediffmail.com |

  Monday 19th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ସିମନବାଡ଼ି ଜଙ୍ଗଲ ଜଳୁଛି: ବନ ଜୀବଜନ୍ତୁଙ୍କ ଜୀବନ ବିପଦରେ ପଡ଼ି ଯାଇଛି: ଦୁର୍ବୁତ୍ତ ମାନଙ୍କୁ କାବୁ ପାଇଁ ଦାବୀ 

17-Apr-2023



ବାଲିଗୁଡା:(ସୁଶିଲ କୁମାର ପାଣିଗ୍ରାହୀ): ଖରାଦିନ ଆରମ୍ଭ ହେଉଣୁ ଜଙ୍ଗଲରେ ନିଆଁ ଲାଗିଛି। କନ୍ଧମାଳ ଜିଲା ବାଲିଗୁଡା ବନଖଣ୍ଡ ଦାରିଙ୍ଗବାଡ଼ି ବନାଞ୍ଚଳ ସିମନବାଡ଼ି ନିକଟସ୍ଥ ଜଙ୍ଗଲ ଜଳୁଛି। ଜଙ୍ଗଲରେ ଶିକାର କରିବା ପାଇଁ ଦୁର୍ବୁତ୍ତମାନେ ଜଙ୍ଗଲରେ ନିଆଁ ଲଗାଉଥିବା ଜଣା ପଡ଼ିଛି। ଫଳରେ ନିଆଁ ଜଙ୍ଗଲରେ ଲାଗି ଯାଇ ବହୁ ମୂଲ୍ୟବାନ ପୋଡି ନଷ୍ଟ ହୋଇଛି । ଅନ୍ୟ ପକ୍ଷରେ ଜଙ୍ଗଲ ଜଳୁଥିବାରୁ ଜୀବଜନ୍ତୁଙ୍କ ଜୀବନ ବିପଦରେ ପଡ଼ି ଯାଇଛି। ଜଙ୍ଗଲ ନିଆଁକୁ ଲିଭାଇବା ପାଇଁ ବନ ବିଭାଗ ତରଫରୁ ପଦକ୍ଷେପ ଗ୍ରହଣ କରାଯାଇଥିବା ବେଳେ ସ୍ଥାନୀୟ ଅଞ୍ଚଳର ସ୍ୱୟଂ ସହାୟକ ଗୋଷ୍ଠୀ ମହିଳା ମାନେ ବନ ବିଭାଗକୁ ନିଆଁ ଲିଭାଇବାରେ ସହଯୋଗ କରୁଛନ୍ତି। ତେବେ ଜଙ୍ଗଲର ଅଧିକରୁ ଅଧିକ ଅଞ୍ଚଳକୁ ନିଆଁ ବ୍ୟାପୁଥିବାରୁ ନିଆଁକୁ ବନ ବିଭାଗ ଆୟତ କରିବାକୁ ସହଜ ହେଉ ନାହିଁ। ତଥାପି ଦାରିଙ୍ଗବାଡ଼ି ବନାଞ୍ଚଳ ଅଧିକାରୀ ସତୀଶ କୁମାର ଧାରୁଆଙ୍କ ନେତୃତ୍ୱରେ ସିମନବାଡ଼ି ବନପାଳ ରବି ମୋହନ ନାୟକ ବନରକ୍ଷୀ ସ୍ୱପ୍ନା ପାତ୍ର, ବିଭୂଦତ ପଲାଇଙ୍କ ସହିତ ନିଆଁ ଲିଭା ଦଳ ଦିନ ରାତି ଏକ କରି ନିଆଁ ଲିଭାଇବାରେ ଅହରହ ଚେଷ୍ଟା ଜାରି ରଖିଛନ୍ତି। ଅନ୍ୟପକ୍ଷରେ ବନ ବିଭାଗ ତରଫରୁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ନେଇ ଗାଁ ଗାଁରେ ସଚେତନତା ସୃଷ୍ଟି କରାଯାଉଛି। ସ୍ଥାନୀୟ ଲୋକଙ୍କୁ ଜଙ୍ଗଲ ସେମାନଙ୍କ ସମ୍ପତ୍ତି ଓ ତାହାର ସୁରକ୍ଷା କରିବା ସହିତ ଜଙ୍ଗଲରେ ନିଆଁ ନଲଗାଇବାକୁ ସଚେତନ କରାଯାଉଛି। ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ମହିଳା ମାନଙ୍କ ସହିତ ବନ ବିଭାଗ ପକ୍ଷରୁ ଜଙ୍ଗଲରେ ନିଆଁ ନଲଗାଇବାକୁ ସ୍ଥାନୀୟ ଲୋକଙ୍କୁ ପରାମର୍ଶ ଦିଆଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like