-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   (18-Oct-2026)       ||      ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   (18-Oct-2026)       ||      ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (18-Oct-2026)       ||      ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||     

HOME   ଜିଲ୍ଲା

ବଲାଙ୍ଗିର ସହରାଞ୍ଚଳ କୁଲତା ସମାଜର ବାର୍ଷିକ ସାଧାରଣ ସଭା ଓ କର୍ମକର୍ତ୍ତା ଚୟନ

17-Apr-2023



 ବଲାଙ୍ଗିର(ପ୍ରେରଣା ଖବର)  ବଲାଙ୍ଗିର ଭଗବତୀନଗର ସ୍ଥିତ କୁଲତା ସମାଜ କାର୍ଯ୍ୟାଳୟ ପରିସରରେ ସଭାପତି ସୁରଥ ପଧାନଙ୍କ ସଭାପତିତ୍ୱରେ କୁଲତା ସମାଜର ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ହୋଇ ସଭାପତିଙ୍କ ଅଭିଭାଷଣ ପରେ ସମ୍ପାଦକ ଶାନ୍ତନୁ କୁମାର ଭୋଇ  ସମ୍ପାଦକ ବିବରଣୀ ପାଠ ପରେ କୋଷାଧ୍ୟକ୍ଷ ଶ୍ରୀ ଗୋବର୍ଦ୍ଧନ ପଧାନ ଆୟ ଓ ବ୍ୟୟର ବିବରଣୀ ପଠନ କରିଥିଲେ । ନୂତନ କର୍ମକର୍ତ୍ତା ଚୟନ କରାଗଲା,  ସଭାପତି ଭାବରେ ରବିନ୍ଦ୍ର କୁମାର ପଧାନ, ଉପ ସଭାପତି ଭାବରେ ବୁଡୁ ପଧାନ ଓ ଜ୍ୟୋସ୍ନାମୟୀ ପଧାନ, ସମ୍ପାଦକ ଭାବରେ ବିଦେଶୀ ପଧାନ, ସହ ସମ୍ପାଦକ ମଧୁ ସାହୁ, କୋଷାଧ୍ୟକ୍ଷ ଭାବରେ ଅଜିତ କୁମାର ଭୋଇଙ୍କୁ ମନୋନିତ କରାଗଲା ଓ କାର୍ଯ୍ୟକାରୀ ସଦସ୍ୟ ରାଜେନ୍ଦ୍ର ପ୍ରସାଦ ସାହୁ, ଶାନ୍ତନୁ ପାତ୍ର, ବୃନ୍ଦାବନ ସାହୁ, ସୁଧିର ଭୋଇଙ୍କୁ ଚୟନ କରାଗଲା । ନୂତନ କର୍ମକର୍ତ୍ତାଙ୍କ ଶପଥ ପାଠ ପରେ ଆଗାମୀ ଦିନରେ କୁଲତା ସମାଜ ତରଫରୁ ରକ୍ତଦାନ ଶିବିର ଓ ବିଭିନ୍ନ ପ୍ରକାର ସେବାମୂଳକ କାର୍ଯ୍ୟକ୍ରମ ହାତକୁ ନିଆଯିବାକୁ ପ୍ରସ୍ତାବ ଗ୍ରହଣ କରାଗଲା ।

ଯୁବ ସଂଯୋଜକ ଭାବରେ ସୁଦର୍ଶନ ସାହୁ, ସୂର୍ଯ୍ୟ ଭୋଇ, ସଞ୍ଜିବ ଶାମଲ, ସଂଜୟ ଶେଖର ଭୋଇ, ଜିତେନ୍ଦ୍ର ଭୋଇ, ଲକ୍ଷ୍ମଣ ବିଶ୍ୱାଲ, ନିରଞ୍ଜନ ଗଡତ୍ୟା, ଶୁଶାନ୍ତ ଭୋଇ, ସଚ୍ଚିକାନ୍ତ ପଧାନ, ସୁନିଲ କୁମାର ମାଝିଙ୍କୁ ମନୋନୟନ କରାଗଲା । ସଭାରେ ବରଣ୍ୟ ସଭ୍ୟ ରାହାସ ବିହାରୀ ମାଝି, ମଧୁ ସାହୁ, ଶାନ୍ତନୁ କୁମାର ପାତ୍ର, ଶଙ୍କର୍ଷଣ ପଧାନ, ବ୍ରୁଷଭ ସା, ଟଙ୍କଧର ଗଡତ୍ୟା, ବୁଡୁ ପଧାନ, ରବିନ୍ଦ୍ର ପଧାନ, ଜ୍ୟୋସ୍ନାମୟୀ ପଧାନ, କୁନ୍ତଳା ଗଡତ୍ୟା, ପ୍ରହଲ୍ଲାଦ ଭୋଇ, ଶ୍ରୀନିବାସ ସାହୁ ନିଜ ନିଜର ବହୁମୂଲ୍ୟ ବକ୍ତବ୍ୟ ପ୍ରଦାନ କରିଥିଲେ ଅନ୍ୟ କୁଲତା ସମାଜର ସଭ୍ୟସଭ୍ୟା ଉପସ୍ଥିତ ରହି ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଅତାବିରା ସାପ୍ତାହିକ ବଜାର ରେ ମାଁ ଜଗତଜନନୀଙ୍କ ପୂଜା,,,, ଲୋକକଳା ଓ ମନ୍ତ୍ରଧ୍ୱନିରେ କମ୍ପିଲା ୫୩ ନମ୍ବର ଜାତୀୟ ରାଜପଥ   18-Oct-2026
  ଜିଲ୍ଲା  
ପଦଯାତ୍ରା ସଫଳ ନେଇ ବିନିକା ବିଜେଡିର ପ୍ରସ୍ତୁତି   18-Oct-2026
  ମହାନଗର  
ପାଣ୍ଡରାରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   18-Oct-2026
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ତମ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026

You Might Also Like