-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ ଦୁର୍ଗା ପୂଜା    (18-Oct-2026)       ||      ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   (18-Oct-2026)       ||      କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||     

HOME   ଜିଲ୍ଲା

ମଣିଷ ମଲେ ଚେତିବ ପୂର୍ତ୍ତ ବିଭାଗ, ଗର୍ତ୍ତରେ ପଡି ପୁଣି ଜଣେ ବାଇକ ଚାଳକ ଆହତ - ପ୍ରଶାସନର ନିର୍ଦ୍ଦେଶ ମାନୁନାହାନ୍ତି ବିଭାଗ

17-Apr-2023



ବୀରମହାରାଜପୁର,( ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଜଟେସିଂହା ଗ୍ରାମ ନିକଟରେ ଥିବା ହରିହର ଜୋର ପୋଲ ଏବେ ମରଣଯନ୍ତା ପାଲଟିଛି।  ଏହି ପୋଲ ଉପରେ ବିରାଟକାୟ ଦୁଇଟି ଗର୍ତ୍ତ ସୃଷ୍ଟି ହେବା ସହ ଗେଟି ଉଠି ଲୁହା ଛଡ ବାହାରି ରହିଛି। ଫଲରେ ଗତ ସପ୍ତାହରେ ଏହି ଗର୍ତ୍ତରେ ପଡି ଦୁଇ ବାଇକ ଆରୋହୀ ଦୁର୍ଘଟଣା ଘଟି ଆହତ ହୋଇଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ସେହିପରି ଗତକାଲି ସନ୍ଧ୍ୟା ସମୟରେ ଜଣେ ବାଇକ ଚାଳକ ପୂର୍ତ୍ତ ବିଭାଗର ମରଣଯନ୍ତା ଗର୍ତ୍ତ ପଡି ଦୁର୍ଘଟଣାର ଶିକାର ହେବା  ସହ ଆହତ ହୋଇଥିଲେ।‌ ଏଠାରେ ପ୍ରଶ୍ନ ଉଠେ ଯଦି ଏହି ପୋଲର ଗର୍ତ୍ତ ପଡି ଦୁର୍ଘଟଣା ଶିକାର ହୋଇ କେହି ମୃତ୍ୟୁବରଣ କଲେ ତାହାହେଲେ ଦାୟି ରହିବ କିଏ ବୋଲି ଜନସାଧାରଣ ରେ ଚର୍ଚ୍ଚା ର ବିଷୟ ପାଲଟିଛି। 
ଠିକାଦାର ଓ ବିଭାଗୀୟ ଯନ୍ତ୍ରୀଙ୍କ ମଧୁଚନ୍ଦ୍ରିକା ଯୋଗୁଁ ନିମ୍ନମାନର କାମ ଯୋଗୁଁ ଏଭଳି ଅବସ୍ଥା ହେଉଥିବା ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି। ଏହି ପ୍ରସଙ୍ଗକୁ ନେଇ ଆଗରୁ 'ପ୍ରେରଣା' ଖବରକାଗଜ ରେ ଅନେକ ଥର ପ୍ରକାଶିତ ହୋଇଛି।‌ ଖବରକାଗଜ ରେ ପ୍ରକାଶିତ ହୋଇଥିଲା ଖବରକୁ ନେଇ 'ମୋ ସରକାର', ଜିଲ୍ଲା ପ୍ରଶାସନ ଓ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ଟୁଇଟ ଯୋଗେ ଅଭିଯୋଗ ହୋଇଥିଲା।‌ ଏବଂ ଖୁବ୍ ଶୀଘ୍ର ମରାମତି ପାଇଁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଜାରି ହୋଇଥିଲା। ଏକ ମାସ ବିତିଯାଇଥିଲେ ମଧ୍ୟ ବିଭାଗୀୟ ଅଧିକାରୀଙ୍କ ଖାମଖିଆଲି ମନୋଭାବ ଓ  ପ୍ରଶାସନ ନିର୍ଦ୍ଦେଶକୁ ଅଣଦେଖା କରାଯିବାରୁ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ପ୍ରକାଶ ପାଇଛି।ଏହି ପୋଲ ଉପର ଦେଇ ପ୍ରତେକ ଦିନ ସମ୍ବଲପୁର, ବଲାଙ୍ଗିର, ରେଢ଼ାଖୋଲ, ଭୂବନେଶ୍ଵର, କଟକ ସହ ବିଭିନ୍ନ ସ୍ଥାନକୁ ଶହ ଶହ ଲୋକ ଓ ଯାନବାହାନ ଯିବାଆସିବା କରିଥାଏ ।  ଏହି ମରଣଯନ୍ତା ପୋଲ ଦେଇ ପ୍ରତେକ ଦିନ ପ୍ରଶାସନ ଅଧିକାରୀ ଓ ବିଭାଗୀୟ କର୍ମଚାରୀ ମାନେ ଯିବା ଆସିବା କରୁଥିଲେ ମଧ୍ୟ ତାଙ୍କର ଦୃଷ୍ଟି ପଡୁଥିବା ଅନୁମାନ କରାଯାଉଛି।  ସରକାରୀ ଯନ୍ତ୍ରୀ ଓ ଠିକାଦାରଙ୍କ ମଧୁ ଚନ୍ଦ୍ରିକା ଯୋଗୁଁ ନିମ୍ନମାନର କାମ ହୋଇଥିବା ଅଭିଯୋଗ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ସ୍ୱାଧୀନପଡ଼ାର ୬୪ ଦୁର୍ଗା ପୂଜା   18-Oct-2026
  ଜିଲ୍ଲା  
ଦେବୀ ମାହେଶ୍ୱରୀଙ୍କ ସ୍ନାନ ଯାତ୍ରା(କଳାହାଣ୍ଡିର ଘୁମୁରା ବାଦ୍ୟ ଓ କୁକିଆର ବାଡ଼ି ଖେଳରେ ଫୁଲମୁଠୀ ଗ୍ରାମ ପ୍ରକମ୍ବିତ)   18-Oct-2026
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026

You Might Also Like