-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||     

HOME   ଜିଲ୍ଲା

ନାମ ଯଜ୍ଞ ପାଇଁ କଳସ ଶୋଭା ଯାତ୍ରା, ନାମ ମଣ୍ଡପ ଉଦଘାଟନ।

17-Apr-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ କମିରା ଗ୍ରାମର ରାସେଶ୍ୱରୀ କ୍ଳବ ଆନୁକୁଲ୍ୟରେ ୨୪ ପ୍ରହରୀ ନାମ ଯଜ୍ଞ ପାଇଁ କଳସ ଶୋଭା ଯାତ୍ରା ଅନୁଷ୍ଠିତ ହୋଇଯାଇଛି।  ସକାଳୁ ‌ନିକଟସ୍ଥ ସୁରୁବାଲି ଜୋର ଠାରେ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରି ଗଙ୍ଗା ମାତାଙ୍କୁ ଆବାହନ କରି ଏକ ଆଧ୍ୟାତ୍ମିକ ପରିବେଶରେ ବହୁ ସଂଖ୍ୟକ ମହିଳା ପୂର୍ଣ୍ଣ କଳସି ଧରି ନଗର ପରିକ୍ରମା କରାଯାଇଥିଲା। ହରିବୋଲ ହୁଳହୁଳି ଶଙ୍ଖ ଧ୍ବନି ଓ ନାମ ସଂକୀର୍ତ୍ତନରେ ଶୋଭାଯାତ୍ରା ବାହାରି ନାମ ମଣ୍ଡପ ସ୍ଥାପନ କରିଥିଲେ। ସୋମବାର ସକାଳ ଠାରୁ ଅଧିବାସ ( ନାମ ଯଜ୍ଞ ଆରମ୍ଭ) ହେବାର କାର୍ଯ୍ୟକ୍ରମ ରହିଛି। ଏଥିରେ ପୂଜକ ଶୀତାରାମ ପାଢୀ ପୂଜା କାର୍ଯ୍ୟ ତୁଲାଇଥିବା ବେଳେ ଅମରେନ୍ଦ୍ର ପଧାନ କର୍ତ୍ତା ଦାଇତ୍ୱ ତୁଲାଉଛନ୍ତି। ଏଥିରେ ସ୍ଥାନୀୟ ସରପଞ୍ଚ ଅନୁସୟା ପଧାନ, ସମାଜସେବୀ ସପନ ପଧାନ, ରାସେଶ୍ୱରୀ କ୍ଳବର ସଭାପତି ଧରଣୀଧର ପାଢ଼ୀ ଓ ଗ୍ରାମବାସୀ ସାମିଲ ହୋଇଥିବା ବେଳେ ରାସେଶ୍ୱରୀ କ୍ଳବର ସଦସ୍ୟ ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ। ପୂର୍ବାହ୍ନରେ ଉକ୍ତ ସ୍ଥାନରେ ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମିତ ହୋଇଥିବା ରାସେଶ୍ୱରୀ ନାମ ମଣ୍ଡପକୁ କମିରା ସରପଞ୍ଚ ଅନୁସୁୟା ପଧାନ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରି ଏହାର ଶୁଭ ଉଦଘାଟନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026

You Might Also Like