-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା    (18-Oct-2026)       ||      ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   (18-Oct-2026)       ||      ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||     

HOME   ଜିଲ୍ଲା

ସ୍ବର୍ଗତ ବିଜୁପଟ୍ଟନାୟକ ଙ୍କ 26 ତମ ତିରୋଧାନ ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର ସହ ଶ୍ରଦ୍ଧାଞ୍ଜଳି ଓ ସ୍ମୃତି ସଭା

17-Apr-2023



ଲୋଇସିଂହା, (ବିନୋଦ କୁମାର ଦୀପ) ମହାନ ଜନନାୟକ ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁପଟ୍ଟନାୟକ ଙ୍କ 26 ତମ ତିରୋଧାନ ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର ସହ  ଶ୍ରଦ୍ଧାଞ୍ଜଳି ଓ ସ୍ମୃତି ସଭା ରାଜ୍ୟ ପରିଷଦ ସଦସ୍ୟ ନିହାର ରଞ୍ଜନ ବେହେରା ଙ୍କ ନେତୃତ୍ୱରେ ଓ ଆଗଲପୁର ବିଜେଡି ବ୍ଲକ ସଭାପତି ପଞ୍ଚୁ ପଧାନ ଙ୍କ ସଭାପତିତ୍ୱ ରେ ଦୁର୍ଗା ମାର୍କେଟ କମ୍ପ୍ଲେକ୍ସ ଲୋଇସିଂହା ଠାରେ ଅନୁଷ୍ଠିତ ହୋଇଥିଲା l ଏହି ରକ୍ତଦାନ ଶିବିରରେ 51 ୟୁନିଟ ରକ୍ତ ସଂଗୃହିତ ହୋଇଥିଲା l ଉକ୍ତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ପୂର୍ବତନ ସାଂସଦ ତଥା ହାଉସିଂ ବୋର୍ଡ ଅଧ୍ୟକ୍ଷ କଳିକେଶ ନାରାୟଣ ସିଂଦେଓ, ଜିଲ୍ଲା ପରିଷଦ ଅଧ୍ୟକ୍ଷl ଦେବକୀ ସାହୁ, ଲୋଇସିଂହା ବ୍ଲକ ବିଜେଡି ସଭାପତି ହୃଦାନନ୍ଦ ବେହେରା, ବ୍ଲକ ବିଜେଡି ସଭାନେତ୍ରୀ ଜୋତ୍ସ୍ନାମୟୀ ନାଗ ଯୋଗ ଦେଇଥିଲେ l

ଉପସ୍ଥିତ ବିଜେଡି ବ୍ଲକ ଯୁବ ସଭାପତି  ଲୋଇସିଂହା ପ୍ରକାଶ ମହାରଣା ଓ ଆଗଲପୁର ବ୍ଲକ ଯୁବ ସଭାପତି ନାରାୟଣ ସାହୁ, ଲୋଇସିଂହା ବ୍ଲକ ଛାତ୍ର ସଭାପତି ଫିରୋଜ ସାତୁଆ, ପୁଇଁତଳା ବ୍ଲକ ଛାତ୍ର ସଭାପତି ଶ୍ରୀପତି ପଧାନ ସହ ବିଜେଡି ବରିଷ୍ଠ, ଯୁବଛାତ୍ର ଓ ମହିଳା ପ୍ରମୁଖ ଉପସ୍ଥିତ ଥିଲେ l ସଭା କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ ଟୀକୁଲୁ କଦମ, ନିତ୍ୟାନନ୍ଦ ସାହୁ, ବୁଦ୍ଧଦେବ ସାହୁ, ପ୍ରକାଶ ମେହେର, ବିକ୍ରମ ମହାନନ୍ଦ, ମନୋଜ ପୋଢ଼, ଅଂଶୁମାନ ଗୁରୁ, ରମେଶ ଦଣ୍ଡସେନା, ବବଲୁ ସାହୁ, ମଣ୍ଟୁ ସାହୁ l କାର୍ଯ୍ୟକ୍ରମରେ ସରୋଜ ମହାକୁର ମଞ୍ଚ ପରିଚାଳନା କରିଥିବା ବେଳେ ପୁଇଁତଳା ବ୍ଲକ ବିଜେଡି ସଭାପତି ବିଷ୍ଣୁ ପଟେଲ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
କେନ୍ଦ୍ରୀୟ ରଜକ ସେବା ସଂଘ ଦ୍ଵାରା ନୂତନ ରାଜ୍ୟପାଳ ଙ୍କୁ ଭୁବନେଶ୍ବର ରାଜଭବନରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା   18-Oct-2026
  ଜିଲ୍ଲା  
ବ୍ରଜମୋହନ ରାମ ଓଡ଼ିଶାର ରାଜ୍ୟପାଳ ଭାବେ ଶପଥ ଗ୍ରହଣ କଲେ   18-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026

You Might Also Like