-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   (18-Oct-2026)       ||      *ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   (18-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   (18-Oct-2026)       ||      ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   (18-Oct-2026)       ||      ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||     

HOME   ଜିଲ୍ଲା

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ପାଳିତ

18-Apr-2023



ବୀରମହାରାଜପୁର,  (ବିନୋଦ ପାଣ୍ଡେ):  ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କ ୨୬ତମ ଶ୍ରାଦ୍ଧ ଦିବସ ଆଜି ବୀରମହାରାଜପୁର ବିଜୁ ଜନତା ଦଳ ତରଫରୁ ପାଳିତ ହୋଇଯାଇଛି l ସକାଳେ ତିଳ ତର୍ପଣ,ପୂର୍ବାହ୍ନ ରେ ବସଷ୍ଟାଣ୍ଡ ଠାରେ ଥିବା ବିଜୁ ପଟ୍ଟନାୟକ ଷ୍ଟେଚ୍ୟୁ ରେ ମାଲ୍ୟର୍ପଣକରାଯାଇଥିଲା l ଅପରାହ୍ନ ରେ ବୀରମହାରାଜପୁର ଜଗନ୍ନାଥ ମନ୍ଦିର ରେ ଦୀପଦାନ, ସନ୍ଧ୍ୟା ରେ ବିଜୁବାବୁ ଙ୍କ ସ୍ମୃତି ଚାରଣ ଓ ଶପଥ ଗ୍ରହଣ ହୋଇଥିଲା l ଉକ୍ତ କାର୍ଯ୍ୟକ୍ରମ ରେ ବୀରମହାରାଜପୁର ବିଜୁ ଯୁବ ଜନତା ଦଳ ର ସଭାପତି ନାରାୟଣ ଲୁହା ଙ୍କ ସଭାପତିତ୍ବ ରେ ସଭାରେ ସତ୍ୟଞ୍ଜିବ ମିଶ୍ର, କିଶୋର ହୋତା, ଧୀରେନ୍ଦ୍ର ନାରାୟଣ ପଣ୍ଡା, ଜୀବନ ବିନ୍ଦୁ ଜିଲ୍ଲା ସଂଯୋଜକ ରଞ୍ଜିତ କୁମାର ରଥ, ମନୋଜ କୁମାର ସାହୁ, ମହେନ୍ଦ୍ର ଜଗଦଲା,ବିନୋବାନନ୍ଦ ପଧାନ,ସୁରୁ ନାରାୟଣ ମହାକୁର, ଲକ୍ଷ୍ମୀ ନାରାୟଣ ପୁରୋହିତ,ଶେଷଦେବ ବାରିକ,ତ୍ରିପୁରାରି ମେହେର, ମଙ୍ଗଳ ପଧାନ ଦୁର୍ଗେସ ପଣ୍ଡା ଙ୍କ ସମେତ ଶତାଧିକ ବିଜେଡି କର୍ମୀ ଯୋଗଦେଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଦିନ୍ ଆୟୋଜକ କମିଟିର ସାମ୍ବାଦିକ ସମ୍ବିଳନୀ.. ୨୪ରୁ ୩୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ କାର୍ଯ୍ୟକ୍ରମ   18-Oct-2026
  ଜିଲ୍ଲା  
*ବ୍ରାହ୍ମଣଙ୍କୁ ଅଶାଳୀନ ମନ୍ତବ୍ୟ* *ଶିକ୍ଷକ ଅରବିନ୍ଦ ରଣାଙ୍କୁ ତୁରନ୍ତ ଗିରଫ ଦାବୀରେ ଏସପି ଙ୍କୁ ସ୍ମାରକ ପତ୍ର ପ୍ରଦାନ*   18-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ପାଇଁ ସାମ୍ୱାଦିକ ସମ୍ମିଳନୀ*- *ଏବର୍ଷ ପୂଜା ର ବଜେଟ ୨୭ଲକ୍ଷ*   18-Oct-2026
  ଜିଲ୍ଲା  
ଭାଇ ଜିଉଁତିଆ: ଭାଇ-ଭଉଣୀର ପବିତ୍ର ବନ୍ଧନର ପର୍ବ   18-Oct-2026
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026

You Might Also Like