-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   (18-Oct-2026)       ||      ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   (18-Oct-2026)       ||      ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||     

HOME   ଜିଲ୍ଲା

ମନ୍ଦିର ଜିମିକୁ ନେଇ ବିବାଦ , ତହସିଲଦାର ଦ୍ବାରସ୍ଥ ହେଲେ ଗ୍ରାମବାସୀ

18-Apr-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ତହସିଲ ଅନ୍ତର୍ଗତ ଖଇରମଳ ଗ୍ରାମ ନାରାୟଣୀ ମନ୍ଦିର ସୀମା କୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ବିବାଦ ଲାଗିରହିଥିବା ଜଣାଯାଇଛି l ଗ୍ରାମର ଥିବା ନାରାୟଣୀ ମନ୍ଦିର ଖାତା ନମ୍ବର ୧୯୫ ପ୍ଲଟ ନମ୍ବର ୧୦୧୪ ଧର୍ମପିଠ ନାମରେ ରେକର୍ଡ ରହିଥିବା ବେଳେ ଗ୍ରାମର ଜୈନିକ ବ୍ୟକ୍ତି ଜବର ଦଖଲ କରି ଘର କରିଥିବାର ଅଭିଯୋଗ ହେଉଛି l ଏ ସଂକ୍ରାନ୍ତ ରେ ବୀରମହାରାଜପୁର ତହସିଲ ରେ ବାରମ୍ବାର ଅଭିଯୋଗ କଲେବି କୌଣସି ସୁଫଳ ମିଳୁ ନାହିଁ ବୋଲି ପ୍ରକାଶ କରୁଛନ୍ତି ଖଇରମଳ ର ଗ୍ରାମବାସୀ l ଗ୍ରାମବାସୀଙ୍କ ତରଫରୁ ଥରେ ଉକ୍ତ ଜମିକୁ ଚି଼ହ୍ନଟ କରାଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଜବର ଦଖଲ ହଟାଯାଇନାହିଁ l ଏଠାରେ ମନ୍ଦିର ପ୍ରାଚୀର ନିର୍ମାଣ ପାଇଁ ଅନୁଦାନ ମିଳିଥିଲେ ମଧ୍ୟ, ବିବାଦ ପାଇଁ କାମ ନହୋଇ ଅର୍ଥ ପଡ଼ିରହିଛି l ଗ୍ରାମବାସୀ ମାନେ ତୁରନ୍ତ ଜବର ଦଖଲ ହଟାଇ ବାକୁ ସ୍ଥାନୀୟ ବିଧାୟକ ଏବଂ ଉପଜିଲ୍ଲାପାଳଙ୍କ ଦ୍ୱାରସ ହୋଇଥିବାର ପ୍ରକାଶ କରିଥିଲେ l ଏଥିରେ ରଙ୍କ ବିଶ୍ଵାଲ,ପିଙ୍କି ଶଙ୍ଖୁଆ,ସୈଳ ପାତ୍ର,ହିନ ବନମାଳୀ,ଉପାସି ବଘାର, ପ୍ରଭଞ୍ଜନ ପାତ୍ର, ଚନ୍ଦ୍ରମଣି ବଗର୍ତ୍ତି, ବେଣୁଧର ଶଙ୍ଖୁଆ,ପ୍ରମୋଦ ପ୍ରଧାନ, ସଞ୍ଜିବ ପାତ୍ର ଓ ଗୋପବନ୍ଧୁ ବଡମାଳି ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ନିଜ ପଦ ପର୍ଯ୍ୟାଦା ର ଗାରିମା ରଖନ୍ତୁ ନବ ନିଯୁକ୍ତ ରାଜ୍ୟପାଳ   18-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ତିନି ଦେବୀଙ୍କ ମହାଗୌରୀ ବେଶ ପବିତ୍ରତା ଓ ଶାନ୍ତିର ଦିବ୍ୟ ସ୍ୱରୂପ   18-Oct-2026
  ଜିଲ୍ଲା  
ବିଜୟପଲ୍ଲୀ ଶ୍ରୀ ଜଗନ୍ନାଥ ସଂସ୍କୃତ ମହାବିଦ୍ୟାଳୟରେ ଏବିଭିପିର ବିପୁଳ ବିଜୟ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026

You Might Also Like

                           
  ଜିଲ୍ଲା  

ଗଣିତ ଗବେଷଣା