-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   (18-Oct-2026)       ||      କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ    (18-Oct-2026)       ||      ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||     

HOME   ଜିଲ୍ଲା

ରାମ ନାରାୟଣ ଦାଶ ହେଲେ ଗୋଲଡେନ୍ ଆୱାର ହିରୋ 

18-Apr-2023



ବଲାଙ୍ଗୀର ,- ଓଡିଶା ସରକାରଙ୍କ ତରଫରୁ ଭୁବନେଶ୍ୱର ସ୍ଥିତ ଉତ୍କଳ ମଣ୍ଡପ ଠାରେ ସଡକ ସୁରକ୍ଷା ସଂପର୍କିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲାର ରେଡକ୍ରସ କର୍ମି, ରାଜ୍ୟ ସ୍ତରୀୟ ରକ୍ଷକ ମାଷ୍ଟର ଟ୍ରେନର ତଥା ସଇନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ରାଜ୍ୟ ପୁରସ୍କାର ପ୍ରାପ୍ତ ସମାଜସେବୀ ଶିକ୍ଷକ ରାମ ନାରାୟଣ ଦାଶଙ୍କୁ ଗୋଲଡେନ ଆୱାର ହିରୋ ଭାବରେ ପୁରସ୍କୃତ କରାଯାଇଛି । କାର୍ଯ୍ୟକ୍ରମରେ ରାଜ୍ୟ ସଭା ସଦସ୍ୟା ସମ୍ମାନୀୟା ସୁଲତା ଦେଓ, କମିଶନର ପୋଲିସ ଆୟୁକ୍ତ (ଆଇପିଏସ) ଡ.

ସୌମେନ୍ଦ୍ର ପ୍ରୀୟଦର୍ଶିନୀ, ଆଇପିଏସ୍ ସଂଜୀବ ପାଟଯୋଶୀ, ଆଇଏଏସ୍ ପାର୍ଥସାରଥି ମିଶ୍ର, ରାଜ୍ୟ ପରିବହନ ଯୁଗ୍ମ

କମିଶନର ଆଇପିଏସ୍ ସଂଜୀବ କୁମାର ବିଶ୍ୱାଲ, କଲିଙ୍ଗ ହସ୍ପିଟାଲର ମେନେଜିଂ ଡାଇରେକ୍‌ଟର ଡ. ନୀଲାଜଂନ ମୁଖାର୍ଜି, ଆପୋଲୋ ହସ୍‌ପିଟାଲର ଚିଫ୍ ଏକ୍‌ଜ୍ୟୁକିଟିଭ ଅଫିସର ଡ. ଆଲୋକ ଶ୍ରୀବାସ୍ତବ, ଶୁଶ୍ରୁତ ହସ୍‌ପିଟାଲର ଡ. ଅକ୍ଷୟ କୁମାର ରାଉତ, କଳିଙ୍ଗ ଗୌରବ ଟ୍ରଷ୍ଟର ପ୍ରୟୋଜକ କେ. ତମନ୍ନା , ସଂପାଦିକା ଚିଦାତ୍ମିକା ଖଟୁଆ, ପ୍ର୍‌ାକ୍ତନ ଓଡିଶା ରାଜ୍ୟ ରେଡକ୍ରସ ସୋସାଇଟିର ସଂପାଦିକା ମେଜର ଡ. କଳ୍ପନା ଦାଶ, ଓଲିଓଡ ଅଭିନେତା ତଥା ପୂର୍ବତନ ଲୋକସଭା ସଦସ୍ୟ ସିଦ୍ଧାନ୍ତ ମହାପାତ୍ର, ଅକ୍ଷୟ ଦାଶ ନାୟକ, ଶ୍ରାବଣୀ ପ୍ରମୁଖ ଉପସ୍ଥିତ ରହି ସଡକ ଦୁର୍ଘଟଣାରେ ଆହତ ବ୍ୟକ୍ତିବିଶେଷଙ୍କ ଅମୂଲ୍ୟ ଜୀବନ ବଂଚାଇବା ଦିଗରେ ମହାନ କାର୍ଯ୍ୟ ସଂପାଦନ କରିଥିବାରୁ ରାମ ନାରାୟଣ ଦାଶଙ୍କୁ ଗୋଲଡେନ ଆୱାର ହିରୋ ଭାବରେ ପୁରସ୍କୃତ କରି ପ୍ରମାଣପତ୍ର ସହ ଉପଢୌକନ ପ୍ରଦାନ କରିଥିଲେ । ଓଡିଶା ସରକାରଙ୍କ ତରଫରୁ ଆସନ୍ତା ଏକ ବର୍ଷ ପାଇଁ ରାମ ନାରାୟଣ ଦାଶ ସମଗ୍ର ରାଜ୍ୟର ୩୦ଟି ଜିଲ୍ଲାର ବିଭିନ୍ନ ଅଂଚଳରେ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମକୁ ତ୍ୱରାନ୍ୱୀତ କରି ସଡକ ଦୁର୍ଘଟଣା ଜନିତ ମୃତ୍ୟୁ ହାରକୁ ଜାତୀୟ ସ୍ତରଠାରୁ ରାଜ୍ୟର ଦୁର୍ଘଟଣା ମୃତ୍ୟହାର କମ୍ କରିବା ପାଇଁ ପଦକ୍ଷେପ ଗ୍ରହଣ କରିବେ । ସେଥିପାଇଁ ଓଡିଶା ରାଜ୍ୟ ସରକାର ବିଭିନ୍ନ ଲଜିଷ୍ଟିକ ତଥା ଆର୍ôଥକ ସହଯୋଗ  ପ୍ରଦାନ କରିବାକୁ ଯୋଜନା କରିଛନ୍ତି । ପ୍ରକାଶଥାଉକି, ଶ୍ରୀଦାଶ ପୂର୍ବରୁ ଓଡିଶା ସରକାରଙ୍କ ଠାରୁ ଏକମାତ୍ର ବ୍ୟକ୍ତି ଯିଏକି ରାଜ୍ୟ ସମାଜ ସେବୀ ଭାବରେ ପୁରସ୍କୃତ ହୋଇଥିଲେ । ରାମ ନାରାୟଣ ସୁବର୍ଣ୍ଣପୁର ଜିଲ୍ଲାର ନିମ୍ନା ଗ୍ରାମର ଦୀନବନ୍ଧୁ ଦାଶ ଓ ସୁରେଖା ଦାଶଙ୍କ ସୁପୁତ୍ର ଅଟନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ♦️ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ସହରରେ ପୁଣି ଭାଲୁ ଆତଙ୍କ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ   18-Oct-2026
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026

You Might Also Like

                   
  ଜିଲ୍ଲା  

ଗଣିତ ଗବେଷଣା