-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଜିଲ୍ଲା

ପ୍ରେମ ପ୍ରତାରଣ ଶେଷରେ ଆଖି ବୁଜିଲେ ପ୍ରେମିକା । ସାମ୍ବାଦିକ ଓ ପୋଲିସଙ୍କ ହସ୍ତକ୍ଷେପ ପରେ ଉଠିଲା ଶବ ।

18-Apr-2023



ଧର୍ମଗଡ଼ ( ଜ୍ୟୋତିରଞ୍ଜନ ବେମାଲ )
କଳାହାଣ୍ଡି ଜିଲ୍ଲା କୋକସରା ଥାନା  ନୂନପାଣି ଗ୍ରାମରେଏକ ଅଭାବନୀୟ ଘଟଣା ଦେଖିବା କୁ ମିଳିଛି। ପ୍ରେମିକର ଦେଇଥିବା ବିଷ ଖାଇ ଜଣେ ନାବାଳିକା ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି lସୂଚନା ମତେ ନୁନପାଣି ଗ୍ରାମର ରିମା ନାଗ( ଛଦ୍ମନାମ) ନାମକ ନାବାଳିକାଙ୍କ ବୁର୍ଲା ଠାରେ ଚିକିତ୍ସା ଅବସ୍ଥାରେ ମୃତ୍ୟୁ ହୋଇଛି।ସୂଚନା ଯେ,ରିମା ନାଗ ଓ ଗ୍ରାମର ସମୀର ପୁଝାରି ନାମକ ଯୁବକଙ୍କ ସହ ଦୀର୍ଘ ୨ବର୍ଷ ଧରି ପ୍ରେମ ସମ୍ପର୍କ ଗଢି ଉଠିଥିଲା।ତେବେ ଉଭୟ ଭିନ୍ନ ଜାତିର ହୋଇଥିବା ଯୋଗୁଁ ପ୍ରେମ ରେ ଏକ ପ୍ରକାର ଫାଟ ସୃଷ୍ଟି ହୋଇଥିଲା।ରିମା ନିଜର ସର୍ବସ୍ବ ସମୀର ପାଖରେ ଅର୍ପଣ କରିଥିବା ବେଳେ ବିବାହ ବନ୍ଧନ ରେ ବାନ୍ଧି ହେବା କୁ ଅଡି ବସିଥିଲ।ହେଲେ ସମୀର ଭିନ୍ନ ଜାତିର ହୋଇଥିବା ନେଇ ବିବାହକୁ ଅସ୍ଵୀକାର କରି ରିମାକୁ ଶେଷ ରେ ବିଷ  ପିଇ ମରିଯିବା କୁ କହି ବିଷ ଆଣି ଦେଇ ଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।ଶେଷରେ ପ୍ରେମିକା ରିମା ନିରାଶ ହୋଇ ସମୀର ଦେଇଥିବା ବିଷକୁ ଗତ ମାସ ୧୯ତାରିଖ ଦିନ  ସମୀରଙ୍କ ଘର ଆଗରେ ପିଇଥିଲେ। ଗୁରୁତର ଭାବେ ଉଦ୍ଧାର  କରି ସମୀର ର ବାପା ମାଆ ପ୍ରଥମେ ଧର୍ମଗଡ, ପରେ ଭବାନୀପାଟଣା ଆଉ ଶେଷରେ ବୁର୍ଲା ଡାକ୍ତରଖାନା ରେ ଭର୍ତ୍ତି କରି ଚିକିତ୍ସା କରାଇ ଥିଲେ। ଶେଷରେ ମୃତ୍ୟୁ ସହ ସଂଗ୍ରାମ କରୁଥିବା ରିମା  ଚିକିତ୍ସା ଅବସ୍ଥାରେ ମୃତ୍ୟୁ ହୋଇଥିଲା।ମୃତ ଦେହ ଗାଁ କୁ ୧୭ ତାରିଖ ସନ୍ଧ୍ୟାରେ ପହଞ୍ଚିବା ପରେ ରିମାର ପରିବାର ନିଜ ଘରକୁ ନ ଆଣି ସିଧାସଳଖ ସମୀରଙ୍କ ଘର ସମ୍ମୁଖରେ ରଖି ସମୀର ଙ୍କ ଗିରଫ ଦାବିରେ ଅଡ଼ି ରହିଥିଲେ। ଏହି ଘଟଣା କୁ ନେଇ ରିମାର ବାପା ଗତ ୨୨ତାରିଖ ଦିନ କୋକସରା ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣା ସ୍ଥଳ କୁ ଆସି ଉଭୟ ପରିବାର କୁ ବୁଝାସୁଝା ପରେ ମଧ୍ୟ ପ୍ରାୟ ୧୫ ଘଣ୍ଟା ପ୍ରେମିକର ଘର ଆଗରେ ଶବ ପଡ଼ି ରହି ଥିଲା। ଶବ ସତ୍କାର ପାଇଁ ଉଭୟ ପରିବାର ରାଜି ନ ହେବାରୁ   ଗଣମାଧ୍ୟମ ପ୍ରତିନିଧି ଆଗକୁ ଆସିଥିଲେ । ସାମ୍ୱାଦିକ ଲକ୍ଷ୍ୟଜ୍ୟୋତି ଜାଲ ,ସୋଭିତ ଗାନ୍ଧୀ, ଦିଲୀପ ଦୁରିଆ, ସୁଧୀର ଗୋପାଳ, ସୁବାସ ବାଗ,ବାଳକୃଷ୍ଣ ନାଏକ,ରାଜେଶ୍ ନାଏକ ,ଚନ୍ଦ୍ର ଲହଜଳ , ବେହେରା ସରପଂଚ ପ୍ରତିନିଧି ଭାବେଶ୍ ଗଇନ୍ତା, ସମିତି ସଭ୍ୟ କିଶୋର ନାଗ, ନାଏବ ସରପଂଚ, ପିଣ୍ଟ ତିୱାରୀ ଙ୍କ ସହଯୋଗରେ ଧର୍ମଗଡ଼ ତହସିଲଦାର ହରେକୃଷ୍ଣ ବରିହା ଓ କୋକସରା ଥାନା ଅଧିକାରୀ ପ୍ରସନ୍ନ ବେହେରା  ଙ୍କ ଉପସ୍ଥିତିରେ ଶବ ସତ୍କାର କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like

           
  ଜିଲ୍ଲା  

ଗଣିତ ଗବେଷଣା