-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

କନ୍ଧମାଳ ପୁଲିସ ନାଁରେ ଅତ୍ୟାଚାର ଏବଂ ଚୋରି ଅଭିଯୋଗ: ଆରକ୍ଷୀ ଅଧିକ୍ଷକଙ୍କୁ ଫେରାଦ

18-Apr-2023



କନ୍ଧମାଳ(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ଫିରିଙ୍ଗିଆ ଥାନା ପୁଲିସ ନାଁରେ ଅତ୍ୟାଚାର ଏବଂ ଚୋରି ଅଭିଯୋଗ ହୋଇଛି। ପାଙ୍ଗାଉପରସାହି ପଂଚାୟତବାସୀ ଏହି ଅଭିଯୋଗ ଆଣିବା ସହ ଏ ସଂକ୍ରାନ୍ତରେ କନ୍ଧମାଳ ଏସ୍‌ପିଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି। ପାଖାପାଖି ୧୦୦ରୁ ଊର୍ଦ୍ଧ୍ୱ ପଂଚାୟତର ଲୋକେ ଏକତ୍ରିତ ହୋଇ ଆସି ପୁଲିସ ବିରୋଧରେ ଅଭିଯୋଗ କରିଛନ୍ତି ଯେ ଦିନରେ ନୁହେଁ ରାତିରେ ପୋଲିସ ସାଧା ପୋଷାକରେ ଯାଇ ଲୋକଙ୍କ ଘରୁ ଗଂଜେଇ ଯାଞ୍ଚ ଆଳରେ ଘରେ ଥିବା ସୁନା, ରୁପା, ଟଙ୍କା ନେଇ ଯାଉଛି ।କିଛି ଦିନ ହେବ ପୁଲିସ ସାଧା ପୋଷାକରେ ଆମ ଗାଁକୁ ଏକ ନମ୍ବର ବିହୀନ ଡାଲା ଗାଡି ନେଇ ଆସୁଛି। ସେମାନେ ରତି ୧୦ ଟା ପରେ ଘର ଘର ବୁଲୁଛନ୍ତି । ଘରେ ଥିବା ଟଙ୍କା, ସୁନା ଗହଣା ଆଦି ଲୁଟି ନେଉଛନ୍ତି । ପ୍ରତିବାଦ କଲେ ଆମେ ଫିରିଙ୍ଗିଆ ଥାନାରୁ ଆସିଛୁ । ବେଶି ପାଟି କଲେ ତୁମ୍ଭମାନଙ୍କୁ ଗଂଜେଇ ଚାଲାଣ ଏବଂ ଚୋରି କେସ୍‌ରେ ଫସାଇ କୋର୍ଟ ଚାଲାଣ କରିବୁ । ମହିଳାମାନେ ପ୍ରତିବାଦ କଲେ ସେମାନଙ୍କ ବେକ, କାନରୁ ଗହଣା ଛିଣ୍ଡାଇ ନେଉଛନ୍ତି । ଏପରିକି ପିସ୍ତଲ ଦେଖାଇ ଭୟଭୀତ କରାଯାଉଛି । କିଛି ଦିନ ତଳେ ଗ୍ରାମର ଦୁଇ ଜଣ ଯୁବକଙ୍କୁ ପୁଲିସ ଉଠାଇ ନେଇଥିଲା। ପରଦିନ ଥାନାକୁ ଯାଇ ଦେଖିଲା ବେଳକୁ ଜଣେ ଯୁବକ ଥିବା ବେଳେ ଅନ୍ୟ ଜଣେ ନିଖୋଜ ଅଛନ୍ତି । ଏସବୁ ଦିଗକୁ ତୁରନ୍ତ ତଦନ୍ତ କରାଯାଉ। ପୁଲିସ ରାତିରେ ନ ଆସି ଦିନରେ ଆସୁ ବୋଲି ସରପଞ୍ଚ ରଶ୍ମିତା କହଁର, ଶ୍ରୀଗୁନି ଦିଗାଲ, ରଙ୍କ କହଁର, ବିନୟ କହଁର, ଦିଲ୍ଲିପ କୁମାର ଦିଗାଲ, ଦଶରଥ ଦିଗାଲ ପ୍ରମୁଖ ପ୍ରକାଶ କରିଛନ୍ତି । ଏ ନେଇ ଫିରିଙ୍ଗିଆ ଥାନାଧିକାରୀ ତପନ କୁମାର ନାହାକଙ୍କୁ ପଚାରିବାରୁ ଗଂଜେଇ କାଟିଲେ ବିରୋଧ । ଗଂଜେଇ ଧରିଲେ ବିରୋଧ । ଏବେ ଗଂଜେଇ ଅମଳ ସମୟ । ସେମାନେ ଗ୍ରାମରେ ମିଟିଂ କରି କେହି ପୋଲିସକୁ ଖବର ଦେବାନାହିଁ କି କିଛି ଘଟିଲେ ଥାନାକୁ ଯିବା ନାହିଁ । ଏଭଳି ହେଲେ ଗଂଜେଇ କାରବାର ଭଲ ହେବ । ପୋଲିସ କେବେ ଲୋକଙ୍କ ଘରୁ ଲୁଟ କରୁନାହିଁ । ସେମାନେ ଆଉ କିଏ ହୋଇଥିବେ । ଆମେ ମଧ୍ୟ ସେମାନଙ୍କୁ ଧରିବା ପାଇଁ ଚେଷ୍ଟା କରୁଛୁ । ପୋଲିସକୁ ବଦନାମ କରିବା ପାଇଁ ଗ୍ରାମବାସୀ ଏଭଳି ଅଭିଯୋଗ ଆଣିଛନ୍ତି ବୋଲି କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like