-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ରାଜ୍ୟ

ଏପ୍ରିଲ ୨୨ତାରିଖରୁ ବିନିକା ପ୍ରୀମିୟର ଲିଗ ସିଜନ-୩

19-Apr-2023



ବିନିକା(ହିମାଂଶୁ ଶେଖର ପୁଟେଲ): ବହୁଚର୍ଚ୍ଚିତ ବିନିକା ପ୍ରୀମିୟର ଲିଗ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଚଳିତ ମାସ ୨୨ତାରିଖରୁ ଆରମ୍ଭ ହେବ ବୋଲି ସ୍ଥାନୀୟ ସ୍ପୋର୍ଟସ କ୍ଲବ ଠାରେ ଅନୁଷ୍ଠିତ ବୈଠକରେ ସ୍ଥିର ହୋଇଛି । କ୍ଲବ ସଭାପତି ସୋମନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ ବୈଠକରେ କ୍ଲବର ଉପ ସଭାପତି ବୁଲୁ ଦଣ୍ଡିଆ,ସମ୍ପାଦକ ମନୋଜ ଦାସ,ସକ୍ରିୟ ସଦସ୍ୟ ସୃଜନ ପଣ୍ଡା,ଛାଲୁ ମହାଲିଂ,ହିମାଂଶୁ ଶେଖର ପୁଟେଲ,ହାଡୁ ବଢେଇ,ଅଧିନାୟକ ପ୍ରତାପ ସାହୁ,ଭୁବନେଶ୍ୱର ପାତ୍ରଙ୍କ ସମେତ କ୍ଲବର ସମସ୍ତ ସଦସ୍ୟ ଓ ଖେଳାଳୀ ଭାଗ ନେଇ ଏହାର ସଫଳ ଆୟୋଜନ ନେଇ ଆଲୋଚନା କରିଥିଲେ ।ସୂଚନା ଯୋଗ୍ୟ ଯେ ଗତ ୨୦୧୮ମସିହାରୁ ଆଇପିଏଲ ଢାଞ୍ଚାରେ ଏହି ଟୁର୍ଣ୍ଣାମେଣ୍ଟ ଆୟୋଜନ ହୋଇଆସୁଛି । କୋଭିଡ କଟକଣା ଯୋଗୁଁ ୨ବର୍ଷ ବନ୍ଦ ରହିଥିଲା ।ଅଞ୍ଚଳର ୮ଜଣ ମାଲିକ ନିଜ ନିଜ ଦଳର ଖେଳାଳୀ ମାନଙ୍କୁ ଚୟନ କରି ଟିମ ନାମକରଣ ପ୍ରକ୍ରିୟା ଶେଷ କରିଛନ୍ତି । ଦୀର୍ଘ ଏକ ମାସ ଧରି ଚାଲିବାକୁ ଥିବା ଏହି ଟୁର୍ଣ୍ଣାମେଣ୍ଟର ଖେଳ ଗୁଡ଼ିକୁ ପରିଚାଳନା ପାଇଁ ୮ଜଣ ଅଭିଜ୍ଞ ଅମ୍ପାୟାର,୪ଜଣ କମେଣ୍ଟଟେଟର,୩ଜଣ ସ୍କୋରର ରହିଛନ୍ତି । ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନ ସକାଳେ ୮ଫ୍ରାଞ୍ଚାଇଜଙ୍କ ସହ କ୍ରିକେଟ ଟିମ,କମିଟି ସଦସ୍ୟ ଓ ଅଞ୍ଚଳର କ୍ରୀଡା ପ୍ରେମୀଙ୍କ ତରଫରୁ ଏକ ଶୋଭାଯାତ୍ରା ସହର ପରିକ୍ରମା କରି ବିଜୁ ।

ପଟ୍ଟନାୟକ ଷ୍ଟାଡିୟମରେ ପହଞ୍ଚିବା ପରେ ରଙ୍ଗାରଙ୍ଗ ପରିବେଶ ମଧ୍ୟରେ ଅତିଥି ମାନଙ୍କ ଦ୍ଵାରା ପ୍ରୀମିୟର ଲିଗ କ୍ରିକେଟ ଟୁର୍ଣ୍ଣାମେଣ୍ଟ ସିଜନ-୩ ଉଦ୍ଘାଟନ ହେବ ବୋଲି ଆୟୋଜକ ସ୍ପୋର୍ଟସ କ୍ଲବ ତରଫରୁ ସୂଚନା ଦିଆଯାଇଛି ।ପ୍ରତିଦିନ ଅପରାହ୍ନ ୪ଟା ରୁ ୬ଟା ପର୍ଯ୍ୟନ୍ତ ଅନୁଷ୍ଟିତ ମ୍ୟାଚ ଗୁଡିକରେ ଭାଗ ନେଇଥିବା ଖେଳାଳୀ ମାନଙ୍କୁ ଉତ୍ସାହିତ କରିବା ପାଇଁ ଅଞ୍ଚଳର ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ  ଯୋଗଦେଇ ପୁରସ୍କାର ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like