-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ଓଡ଼ିଶାର ତିନି ଟି ଜିଲ୍ଲାରେ ପରିଚାଳିତ ହୋଇଥିବା ମୋ-ପେଡ -ମୋ-ଅଧିକାର ପ୍ରକଳ୍ପ

19-Apr-2023



ବଲାଙ୍ଗୀର, (ପ୍ରେରଣା ଖବର) ନାବାର୍ଡ ସହାୟତାରେ, ନାବ ଫାଉଣ୍ଡେସନ , ମୁମ୍ବାଇର ତତ୍ତ୍ଵାବଧାନରେ, ବର୍ତ୍ତମାନ ଓଡ଼ିଶାର ତିନିଟି ଜିଲ୍ଲାରେ ପରିଚାଳିତ ହୋଇଥିବା ମୋ-ପେଡ-ମୋ-ଅଧିକାର ପ୍ରକଳ୍ପର ଅନ୍ୟତମ ପ୍ରକଳ୍ପ, ଯାହାକି ସ୍ବେଚ୍ଛାସେବୀ ସଂଗଠନ ରିହାଈ, ତୁଷୁରା ଓ ସଇନ୍ତଲା ବ୍ଲକ, ବୁଢାବାହାଲ ପଞ୍ଚାୟତ ଅନ୍ତର୍ଗତ ରେମଣ୍ଡା ଗ୍ରାମର  ବିଣାପାଣି ସ୍ବୟଂ ସହାୟକ ଦଳର ମିଳିତ ସହଯୋଗରେ ପଞ୍ଚାୟତ ଅଞ୍ଚଳର ୧୩ ଗୋଟି ସ୍ବୟଂସହାୟକ ଦଳ ମଧ୍ୟରୁ ୩୦ ଜଣ ମ‌ହିଳା ଙ୍କୁ ସରଳ ଡିଜାଇନ, ମୁମ୍ବାଇରୁ ଆସିଥିବା ପ୍ରଶିକ୍ଷକ ଶ୍ରୀଯୁକ୍ତ ଅନୁଜ ପ୍ରଜାପତି ଗତ ୨ଦିନ ଧରି ମେସିନ୍ ଦ୍ଵାରା ପେଡ ଉତ୍ପାଦନର ତାଲିମ ପ୍ରଦାନ କରିଥିଲେ। ବର୍ତ୍ତମାନ ଉକ୍ତ ମହିଳାମାନଙ୍କ ଦ୍ବାରା ବଜାର ତଥା ବ୍ୟବହାରକାରୀଙ୍କୁ ସୁହାଇଲା ଭଳି ଉନ୍ନତମାନର ପେଡ ତିଆରି କରାଯାଉଛି । ଉକ୍ତ ପ୍ରକଳ୍ପର ମୂଳ ଲକ୍ଷ୍ୟ ହେଲା ସ୍ବୟଂ ସହାୟକ ଦଳର ମହିଳାଙ୍କୁ କାମରେ ନିୟୋଜିତ କରି ଆର୍ଥିକ ସ୍ଥିତି ମଜଭୁତ କରିବା ସଙ୍ଗେ ସଙ୍ଗେ ମହିଳାଙ୍କ ମାସିକ ଋତୁସ୍ରାବ ଜନିତ ସ୍ବାସ୍ଥ୍ୟକୁ ଗୁରୁତ୍ବ ଦେଇ ବିଭିନ୍ନ ରୋଗରୁ ରକ୍ଷା କରିବା । ଆଗାମୀ ଦିନରେ ହିତାଧିକାରୀମାନେ ଗାଁ ଗାଁ ବୁଲି ମହିଳାମାନଙ୍କୁ ପେଡ ବ୍ୟବହାର ସମ୍ପର୍କରେ ସଚେତନ କରିବା ସହିତ ବିକ୍ରି ଉପରେ ଧ୍ୟାନ ଦେବେ । ଉକ୍ତ ପ୍ରକଳ୍ପ ସ୍ବେଚ୍ଛାସେବୀ ସଂଗଠନ ରିହାଈର, ନିର୍ଦ୍ଦେଶକ ରୁନୁ ଗୋପାଳ ସାହୁଙ୍କ ପ୍ରତକ୍ଷ୍ୟ ତତ୍ତ୍ଵାବଧାନରେ ପରିଚାଳିତ ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like