-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ମନୋରଞ୍ଜନ

ଜୀ-ସାର୍ଥକ ପ୍ରସ୍ତୁତି ‘IPS ଦୁର୍ଗା’ ଚଳଚ୍ଚିତ୍ର ର ଅଡିଓ ଲୋକାର୍ପିତ

19-Apr-2023



ସୂର୍ୟମୟୀଙ୍କ ପ୍ରଥମ ପୋଲିସ ଅବତାର ଚଳଚ୍ଚିତ୍ର "IPS ଦୁର୍ଗା" ଜୀ- ସାର୍ଥକରେ ଆସନ୍ତା ଏପ୍ରିଲ ୨୩ ତାରିଖ ସନ୍ଧ୍ୟା ୬:୩0 ରେ ମୁକ୍ତିଲାଭ କରିବାକୁ ଯାଉଥିବା ବେଳେ ଗତକାଲି ଭୁବନେଶ୍ୱରସ୍ଥିତ ଏକ ତାରକା ହୋଟେଲରେ ଅଡିଓ ଲୋକାର୍ପିତ ହୋଇଯାଇଛି (ପ୍ରସ୍ତୁତି:ଅମୃତ ନନ୍ଦ)

ଏହି ଅଡିଓ ଲୋକାର୍ପଣ ଉତ୍ସବରେ ଚଳଚ୍ଚିତ୍ରର ପ୍ରଯୋଜକ ବିଜୟ କାଣ୍ଡୋଇ, ନିର୍ଦ୍ଦେଶକ ରାଜା ଡି., ଲେଖକ ଭାରଦ୍ୱାଜ ପଣ୍ଡା, ସଙ୍ଗୀତ ନିର୍ଦ୍ଦେଶକ ଗୁଡଲି ରଥ, ଗୀତିକାର ସୂର୍ଯ୍ୟ ମହାପାତ୍ର ଙ୍କ ସମେତ ଜୀ-ସାର୍ଥକ ର ଚିଫ୍ ଅଫିସର ପ୍ରତୀକ ସିଲ, ଜୀ ସାର୍ଥକ ଫିଲ୍ମସ କାର୍ଯ୍ୟନିର୍ବାହୀ

ପ୍ରଯୋଜକ ତନ୍ମୟ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ l ଚଳଚ୍ଚିତ୍ର "IPS ଦୁର୍ଗା" ରେ ମୁଖ୍ୟ ଚରିତ୍ରରେ ଅଭିନୟ କରିଥିବା ବର୍ତ୍ତମାନ ର ଟ୍ୟାଲେଣ୍ଟେଡ୍ ଅଭିନେତ୍ରୀ "ସୂର୍ଯ୍ୟମୟୀ" ଅପରାଧୀଙ୍କୁ ସାବାଡ କରିବାକୁ ନେଇଛନ୍ତି ନୂଆ ଅବତାର । ଜଣେ ନିର୍ଭୀକ ମହିଳା ଅଫିସରଙ୍କୁ ଦେଖି ସହରରେ ପଡ଼ିଯାଏ କୋକୁଆ ଭୟ । କିନ୍ତୁ ଅପରାଧୀଙ୍କୁ ଦମନ କରିବାକୁ ଆସିଥିବା ଜଣେ ସଚ୍ଚୋଟ ମହିଳା ଅଫିସରକୁ ଦେବାକୁ ପଡେ ବହୁମୂଲ୍ୟ । ନିର୍ଦ୍ଦେଶକ ରାଜା ଡି. ଙ୍କ ଦମଦାର ନିର୍ଦ୍ଦେଶନାରେ ଆସୁଛି ଜୀ-ସାର୍ଥକ ପ୍ରସ୍ତୁତି ଚଳଚ୍ଚିତ୍ର "IPS ଦୁର୍ଗା" । ଚଳଚ୍ଚିତ୍ରରେ ସୂର୍ଯ୍ୟମୟୀ ଙ୍କ ବ୍ୟତୀତ ଅଭିନେତା ମହାପ୍ରସାଦ କର ଏବଂ ସୁକାନ୍ତ ରଥଙ୍କୁ ଦେଖିବାକୁ ପାଇବେ ଦର୍ଶକ । ବିଜୟ କାଣ୍ଡୋଇ ପ୍ରଯୋଜିତ ଏହି ଫିଲ୍ମକୁ ସଙ୍ଗୀତରେ ସଜାଇଛନ୍ତି ଜଣାଶୁଣା ସଙ୍ଗୀତ ନିର୍ଦ୍ଦେଶକ ଗୁଡଲି ରଥ । ସେହିପରି ଗୀତକୁ ଲେଖିଛନ୍ତି ସୂର୍ଯ୍ୟ ମହାପାତ୍ର । କଣ୍ଠଦାନ କରିଛନ୍ତି ଅସୀମା ପଣ୍ଡା ଓ ଶଶାଙ୍କ । ଚଳଚ୍ଚିତ୍ରର କାହାଣୀକୁ ରଚନା କରିଛନ୍ତି ଭରଦ୍ୱାଜ ପଣ୍ଡା।

ଗୋଟାଏ ଅପରାଧୀ ଗ୍ୟାଙ୍ଗର ମୂଳୋତ୍ପାଟନ ପାଇଁ ଜୋରଦାର ଅପରେସନ କରିଛନ୍ତି ଅଭିନେତ୍ରୀ ସୂର୍ଯ୍ୟମୟୀ ଅର୍ଥାତ "IPS ଦୁର୍ଗା"। ଶେଷରେ ନିଜକୁ ବହୁମୂଲ୍ୟ ଦେବାକୁ ପଡ଼ିଥିଲେ ମଧ୍ୟ ଲକ୍ଷ୍ୟ ପଥଭ୍ରଷ୍ଟ ହୋଇନାହାଁନ୍ତି ଦୁର୍ଗା । କଡା ଗଣ୍ଡାର ହିସାବ ନେବା ପାଇଁ ଦୁର୍ଗାକୁ ନେବାକୁ ପଡ଼ିଛି ନୂଆ ଅବତାର । ଆସନ୍ତା ଏପ୍ରିଲ ୨୩ ତାରିଖ ସନ୍ଧ୍ୟା ୬.୩୦ମି ଟାରେ ମୁକ୍ତିଲାଭ କରିବାକୁ ଯାଉଥିବା ଚଳଚ୍ଚିତ୍ର "IPS ଦୁର୍ଗା" ଦର୍ଶକମାନଙ୍କ ଦ୍ବାରା ନିଶ୍ଚୟ ଆଦୃତି ଲାଭ କରିବ ବୋଲି ଜୀ-ସାର୍ଥକ ପକ୍ଷରୁ ଆଶା ପ୍ରକଟ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm