-+91-9937148622 |

prerana_bgr@rediffmail.com |

  Sunday 18th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   (18-Oct-2026)       ||      ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   (18-Oct-2026)       ||      *ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   (18-Oct-2026)       ||      ଗଣିତ ଗବେଷଣା    (17-Oct-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   (17-Oct-2026)       ||      ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   (17-Oct-2026)       ||      ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   (17-Oct-2026)       ||      ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   (17-Oct-2026)       ||      ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   (17-Oct-2026)       ||      ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   (17-Oct-2026)       ||      ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ    (17-Oct-2026)       ||      ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା    (17-Oct-2026)       ||      ୧ନଭେମ୍ବର ବଲାଙ୍ଗିର ଦିନ ପାଳନ ପାଇଁ ପ୍ରସ୍ତୁତି    (17-Oct-2026)       ||      ମଲମୁଣ୍ଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ   (17-Oct-2026)       ||      ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ୨୦୨୬ ମହକ ଓ ଉତ୍ସାହ ଉଦଯାପିତ    (17-Oct-2026)       ||      ଦେବୀଙ୍କ ନବରାତ୍ର ପୂଜା ପୁସ୍ତକ ଲୋକାର୍ପଣ ଉତ୍ସବ   (17-Oct-2026)       ||      ଟିକ୍ରାପଡାର ନୂତନ ପୂଜା ମଣ୍ଡପ(ଗାନ୍ଧି ପାଠାଗାର) ଉଦଘାଟିତ    (17-Oct-2026)       ||      ଗ୍ରାମ୍ୟ ଜଳଯୋଗାଣ ପ୍ରକଳ୍ପରୁ ସୋଲାର ପ୍ଲେଟ ଚୋରି, ଅଟୋ ସହ ୩ ଗିରଫ   (17-Oct-2026)       ||      *ବରିଷ୍ଠ ଆଇନଜୀବୀ ଦିବାକର ସାହୁଙ୍କ ବିୟୋଗ*   (17-Oct-2026)       ||      ମଦ ବନ୍ଦ ପାଇଁ ତାତିଲେ ମହିଳା    (17-Oct-2026)       ||     

HOME   ଅପରାଧ

ବିବାହ ପ୍ରତିଶୃତିଦେଇ ଓଏଭି ଶିକ୍ଷକଙ୍କ ପ୍ରେମପ୍ରତାରଣା,ଲାଠୋରଥାନାରେ ମାମଲା

20-Apr-2023



ବଲାଙ୍ଗୀର(ପ୍ରେରଣା ଖବର)-ନିଜକୁ ଜଣେ ଶିକ୍ଷିତ ଓ ଦଳିତଙ୍କ ପାଇଁ କାମକରୁଥିବା ସୋସିଆଲ ମିଡିଆରେ କହିବୁଲୁଥିବା ଓଏଭି ଶିକ୍ଷକ ଜଣେ ଯୁବତୀକୁ ବିବାହର ପ୍ରତିଶୃତଦେଇ ପ୍ରତାରଣା କରିଥିବା ଲାଠୋରଥାନାରେ ଅଭିଯୋଗ ହୋଇଛି । ଖପ୍ରାଖୋଲ ବ୍ଲକର ମାଲପଡା ନିବାସୀ ତଥା ପୁଇଁତଳା ବ୍ଲକର ମହିମୁଣ୍ଡା ଆଦର୍ଶ ବିଦ୍ୟାଳୟରେ ଶିକ୍ଷକଥିବା ଗଜମଣୀ ବାଗଙ୍କ ନାମରେ ପ୍ରେମପ୍ରତାରଣାର ଅଭିଯୋଗ ଆଣିଛନ୍ତି ତାଙ୍କର ବାନ୍ଧବୀ ସୁଭଦ୍ରା ସୁନା । ଗଜମଣୀ ମାଲପଡାର ହୋଇଥିବା ବେଳେ ସୁଭଦ୍ରା ସେହି ଗାଁ ପାଖର ଝାଙ୍କରୀପାଲି ଗାଁର ଅଟନ୍ତି । ଦୁହେଁ ଦୀର୍ଘବର୍ଷ ହେଲା ଲିଭଇନ ରିଲେସନରେ ରହିଆସୁଥିଲେ । ଉଭୟେ ପତି ପତ୍ନୀ ଭଳି ରହିଆସୁଥିବା ବେଳେ  ବିବାହର ପ୍ରତିଶୃତି ଦେଇ ଗଜମଣୀ ସୁଭଦ୍ରା ସାଙ୍ଗରେ ଶାରୀରିକ ସଂମ୍ପର୍କ ମଧ୍ୟ ରଖିଥିଲା । କିନ୍ତୁ ଏବେ ଗଜମଣୀ ସୁଭଦ୍ରାଙ୍କୁ ଧୋକାଦେଇ ଅନ୍ୟଏକ ଝିଅକୁ ବିବାହ କରିବାକୁ ନିର୍ବନ୍ଧ କରିସାରିଛନ୍ତି । ଫଳରେ ଅସହାୟ ସୁଭଦ୍ରା ବାଧ୍ୟ ହୋଇ ନ୍ୟାୟ ପାଇବାକୁ ଥାନାର ଦ୍ୱାରସ୍ଥ ହୋଇଛନ୍ତି । ଗତକାଲି ସୁଭଦ୍ରା ତାଙ୍କ ପରିବାର ଲୋକଙ୍କ ସହିତ ଲାଠୋର ଥାନାରେ ପହଞ୍ଚି ଏତଲା ଦେଇଛନ୍ତି । ସୁଭଦ୍ରାଙ୍କ ଏତଲାକୁ ଭିତ୍ତିକରି ଲାଠୋରଥାନାରେ ମାମଲା ନମ୍ବର ୪୮/୨୦୨୩ରେ ରୁଜୁ ହୋଇ ତଦନ୍ତ ଚାଲିଛି । ଆଜି ପାଟଣାଗଡ ଉପଖଣ୍ଡ ଡାକ୍ତରଖାନାରେ ସୁଭଦ୍ରାଙ୍କର ଡାକ୍ତରୀମାଇନା କରାଯାଇଛି । ସେପଟେ ଥାନାରେ ମାମଲା ରୁଜୁ ହେବାପରେ ଗଜମଣୀଙ୍କ କିଛି ଶୁୁଭେଚ୍ଛୁ ଲାଠୋରଥାନାରେ ପହଞ୍ଚି ମାମଲାକୁ ରଫାଦଫା କରିବାକୁ ଉଦ୍ୟମ କରି ବିଫଳ ହୋଇଥିଲେ । ଅଭିଯୁକ୍ତ ଶିକ୍ଷକ ଗଜମଣୀ ଏବେ ଫେରାର ଥିବା ପୋଲିସ କହିଛି । ଖୁବଶୀଘ୍ର ତଦନ୍ତ କରାଯାଇ ଅଭିଯୁକ୍ତକୁ ଧରାଯିବ ବୋଲି ପାଟଣାଗଡ ଏସଡିପିଓ ଜ୍ୟୋତିର୍ମୟ ଭୁକ୍ତା କହିଛନ୍ତି । ଏହି ଅଭିଯୋଗ ନେଇ ଗଜମଣୀଙ୍କୁ ଫୋନରେ ଯୋଗାଯୋଗ କରିବାକୁ ଚେଷ୍ଟା କରାଯାଇଥିଲେ ହେଁ ଫୋନ ବନ୍ଦଥିବାରୁ ଯୋଗାଯୋଗ ହୋଇପାରିନଥିଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୋଳ ଗୋବିନ୍ଦ ଦେଓଙ୍କ ଦେହାନ୍ତ   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା କ୍ଷେତ୍ରରେ ବଡ଼ ସଫଳତା: ଇଣ୍ଡିଆଜ୍ ୟଙ୍ଗ ସାଇଣ୍ଟିଷ୍ଟ ଆୱାର୍ଡରେ ସମ୍ମାନିତ ହେଲେ ଟିଟିଲାଗଡର ଏକତା ମିଶ୍ର   18-Oct-2026
  ଜିଲ୍ଲା  
*ଡାବୁଗାଁରେ ଆରମ୍ଭ ହେଲା ଦୁର୍ଗା ପୂଜା*   18-Oct-2026
  ଜିଲ୍ଲା  
ଗଣିତ ଗବେଷଣା   17-Oct-2026
  ଜିଲ୍ଲା  
ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଆଜି ‘ମେଗା ଡାଣ୍ଡିଆ ନାଇଟ୍’ ଅନୁଷ୍ଠିତ   17-Oct-2026
  ଜିଲ୍ଲା  
ଗୋବିନ୍ଦତୋଳା ଦୁର୍ଗାପୂଜା ପୂଜା ପାଇଁ କଳସାଧିବାସ ସହ ପୂଜାକାର୍ଯ୍ୟ ହେଲା ଆରମ୍ଭ ll ଷଷ୍ଠି ଓ ମହାସପ୍ତମୀ ପୂଜା ସହ ମାଁ ଙ୍କର ମଣ୍ଡପ ରେ ମାଁ ମୁଖ ଦର୍ଶନ ଓ ଆଗମନ : ଶ୍ରାଦ୍ଧଳୁ ଙ୍କୁ ଆସିଲା ବରୁଆ ll   17-Oct-2026
  ଜିଲ୍ଲା  
ଶ୍ରୀରାମ ବିଜୟାଦଶମୀ ମହୋତ୍ସବ ରାମଲୀଳାରେ ରାମାୟଣର ଭାବଗମ୍ଭୀର ପ୍ରସଙ୍ଗ, ପ୍ରତିଭାଙ୍କୁ ସମ୍ବର୍ଦ୍ଧନାରେ ଝଲସିଲା ସପ୍ତମ ସନ୍ଧ୍ୟା   17-Oct-2026
  ଜିଲ୍ଲା  
ପରମ୍ପରା ଓ ଭକ୍ତିଭାବରେ ପଡିଆବାହାଲରେ ଦୁର୍ଗାପୂଜା କଳସ ଯାତ୍ରା ପୋଖରୀରେ କଳସ ବିସର୍ଜନ ପରେ ମଣ୍ଡପକୁ ଫେରିଲା ଶୋଭାଯାତ୍ରା   17-Oct-2026
  ଜିଲ୍ଲା  
ଭୁତାପଡ଼ା ମଙ୍ଗଳା ମନ୍ଦିରରେ ଶରତକାଳୀନ ପୂଜା ପାଇଁ କଳସାଧିବାସ I   17-Oct-2026
  ରାଜ୍ୟ  
ଗୋଏଲପିଟା ରୁଦ୍ର ବରିହା ହତ୍ୟା ଘଟଣାରେ ହତ୍ୟାକାରୀଙ୍କୁ ତୁରନ୍ତ ଗିରଫ ଦାବିରେ ଏସ୍‌ଡିପିଓଙ୍କୁ ଭେଟିଲା ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘ   17-Oct-2026
  ଜିଲ୍ଲା  
ଲାୟନ୍ସ କ୍ଲବ୍ ଟିଟିଲାଗଡ଼ ପକ୍ଷରୁ ଚାର୍ଟର ଡେ ଉତ୍ସବ ମହାସମାରୋହରେ ପାଳିତ   17-Oct-2026
  ଜିଲ୍ଲା  
ବଲାଙ୍ଗୀର ମୋତିଲାଲ କିସ୍ ଆବାସିକ ସ୍କୁଲ  ଠାରେ ଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା   17-Oct-2026

You Might Also Like