-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   (13-Dec-2025)       ||      ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||      *ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   (12-Dec-2025)       ||      କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   (12-Dec-2025)       ||      ହିତାଧିକାରୀଙ୍କୁ ଅଧିକାରୀଙ୍କ ଜୁହାର,ଘର ସମ୍ପୂର୍ଣ୍ଣ କରିବାକୁ ଅନୁରୋଧ   (12-Dec-2025)       ||      ହଧାନର ମନ୍ଥରତାରୁ ସମାଧାନ ପାଇଁ ଅତାବିରା ଏନ୍ଏସି ସ୍ତରୀୟ ଚାଷୀଙ୍କ ବୈଠକ   (12-Dec-2025)       ||      *ଉପ ଜିଲ୍ଲାପାଳ ଓ ଡିଏସପି ଙ୍କୁ ସହର ବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଧନା*-   (12-Dec-2025)       ||      *ଆସନ୍ତା କାଲି ଠୁ ସୁବର୍ଣ୍ଣପୁର ଡିଷ୍ଟ୍ରିକ୍ ଏନୁଏଲ ଏଥଲେଟିକ ମିଟ*   (12-Dec-2025)       ||      *ନବରଙ୍ଗପୁରରେ କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ*   (12-Dec-2025)       ||      ମନମୁଣ୍ଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ    (12-Dec-2025)       ||      ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା    (12-Dec-2025)       ||     

HOME   ଜିଲ୍ଲା

ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ଶ୍ମଶାନ ସଫେଇ 

20-Apr-2023



ବଲାଙ୍ଗିର(ଅନ୍ତର୍ଯ୍ୟାମୀ ସାହୁ ): ସ୍ୱଚ୍ଛତା ହିଁ ଧର୍ମ । ସ୍ୱଚ୍ଛତା ହିଁ କର୍ମ । ସ୍ୱଚ୍ଛତା ହିଁ ସେବା ଭାବନାକୁ ପାଥେୟ କରି ଶିଶୁ ଓ ମହିଳା ବିକାଶ ସୋସାଇଟି ତରଫରୁ ବଲାଙ୍ଗିର ବିଭୁତିପଡା ସ୍ଥିତ ଶ୍ମଶାନ ବା ସ୍ୱର୍ଗଦ୍ୱାର ସ୍ଥଳର ପରିସରକୁ ସଫେଇ କାର୍ଯ୍ୟ କରାଯାଇଛି ।

ଶିଶୁ ଓ ମହିଳା ବିକାଶ ସୋସାଇଟି (ସିଡବ୍ଲୁଡିସ୍‌) ଅଧ୍ୟକ୍ଷ ମେଜର ଡ. କଳ୍ପନା ଦାଶଙ୍କର ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଥମେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୃର୍ତ୍ତିକୁ ପୁଷ୍ପମାଲ୍ୟ ଓ ଧୂପ ପ୍ରଦାନ ଶିଶୁ ଓ ମହିଳା ବିକାଶ ସୋସାଇଟିର କର୍ମୀମାନେ କରିଥିଲେ । ମୁଖ୍ୟ

ଅତିଥି ଭାବରେ ରାଜ୍ୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ରବିଚନ୍ଦ୍ର ପଶାୟତ ଯୋଗ ଦେଇ ନିରନ୍ତର ସେବା ମନୋବୃତ୍ତି କାର୍ଯ୍ୟ କରିବା ପାଇଁ ମତପ୍ରକାଶ କରିଥିଲେ । ତତ୍ ପରେ ଶିଶୁ ଓ ମହିଳା ବିକାଶ ସୋସାଇଟିର ସଭ୍ୟମାନଙ୍କ ଦ୍ୱାରା ପ୍ରଥମରେ ବୃକ୍ଷରୋପଣ କରାଯାଇ ଶ୍ମଶାନର ପରିସରକୁ ସଫେଇ

କରାଯାଇଥିଲା । କାର୍ଯ୍ୟକ୍ରମରେ ଦିପକସେନ ଧରୁଆ, ଚନ୍ଦ୍ରଶେଖର ସେଠ, ରଥି ବରାଡ, କୁଶଳେଶ୍ୱର ବରାଡ, ଜଗନ୍ନାଥ ସୁନା, ଧର୍ମେନ୍ଦ୍ର କୁମ୍ଭାର, ଦୁର୍ଗା ନାଗ ପ୍ରମୁଖ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି ସହଯୋଗ କରିଥିଲେ । ଶିଶୁ ଓ ମହିଳା ବିକାଶ ସୋସାଇଟି ସଭ୍ୟ ପ୍ରଭାକର ଛନ୍ଦ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ରାମ ନାରାୟଣ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025
  ଜିଲ୍ଲା  
ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   13-Dec-2025
  ଜିଲ୍ଲା  
ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା   12-Dec-2025
  ଜିଲ୍ଲା  
ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   12-Dec-2025
  ଜିଲ୍ଲା  
ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   12-Dec-2025
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   12-Dec-2025
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   12-Dec-2025

You Might Also Like