-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   (13-Dec-2025)       ||      ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||      *ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   (12-Dec-2025)       ||      କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   (12-Dec-2025)       ||      ହିତାଧିକାରୀଙ୍କୁ ଅଧିକାରୀଙ୍କ ଜୁହାର,ଘର ସମ୍ପୂର୍ଣ୍ଣ କରିବାକୁ ଅନୁରୋଧ   (12-Dec-2025)       ||      ହଧାନର ମନ୍ଥରତାରୁ ସମାଧାନ ପାଇଁ ଅତାବିରା ଏନ୍ଏସି ସ୍ତରୀୟ ଚାଷୀଙ୍କ ବୈଠକ   (12-Dec-2025)       ||      *ଉପ ଜିଲ୍ଲାପାଳ ଓ ଡିଏସପି ଙ୍କୁ ସହର ବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଧନା*-   (12-Dec-2025)       ||      *ଆସନ୍ତା କାଲି ଠୁ ସୁବର୍ଣ୍ଣପୁର ଡିଷ୍ଟ୍ରିକ୍ ଏନୁଏଲ ଏଥଲେଟିକ ମିଟ*   (12-Dec-2025)       ||      *ନବରଙ୍ଗପୁରରେ କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ*   (12-Dec-2025)       ||      ମନମୁଣ୍ଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ    (12-Dec-2025)       ||      ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା    (12-Dec-2025)       ||     

HOME   ବାଣିଜ୍ୟ

2021 ବେଳକୁ ଦେଶରେ ଆରମ୍ଭ ହେବା 5G ସେବା। ମୁକେଶ ଅମ୍ବାନୀଙ୍କ ଜିଓ ଦେଶରେ 5G ସେବା ଆରମ୍ଭ କରିବ ବୋଲି କମ୍ପାନୀ ପକ୍ଷରୁ ଘୋଷଣା

08-Dec-2020



(ପ୍ରେରଣା ଖବର ବ୍ୟୁରୋ) - ୨୦୨୧ ବେଳକୁ ଦେଶରେ ଆରମ୍ଭ ହେବା 5G ସେବା। ମୁକେଶ ଅମ୍ବାନୀଙ୍କ ଜିଓ ଦେଶରେ 5G ସେବା ଆରମ୍ଭ କରିବ ବୋଲି କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି। ଇଣ୍ଡିଆନ୍‌ ମୋବାଇଲ୍‌ କଂଗ୍ରେସର ଚତୁର୍ଥ ପର୍ଯ୍ୟାୟ ସମାରୋହରେ ଯୋଗ ଦେଇ ଏପରି ଘୋଷଣା କରିଛନ୍ତି କମ୍ପାନୀର ସିଇଓ ମୁକେଶ ଅମ୍ବାନୀ। ୨୦୨୧ର ଦ୍ୱିତୀୟାର୍ଦ୍ଧ ବେଳକୁ ଦେଶରେ 5G ସେବା ଆରମ୍ଭ ହେବ ଓ ଏହା ସମ୍ପୂର୍ଣ୍ଣ ଭାରତୀୟ ଜ୍ଞାନକୌଶଳରେ ନିର୍ମିତ ହେବ ବୋଲି ମୁକେଶ କହିଛନ୍ତି। ଇଣ୍ଡିଆନ୍‌ ମୋବାଇଲ୍‌ କଂଗ୍ରେସର ସମାରୋହରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗ ଦେଇ ଅମ୍ବାନୀ କହିଛନ୍ତି  “ଡିଜିଟାଲ ଭାବେ ସଂଯୋଗ ହୋଇଥିବା ରାଷ୍ଟ୍ରଗୁଡ଼ିକ ମଧ୍ୟରେ ଭାରତ ଏବେ ଏକ ସର୍ବୋତ୍ତମ ରାଷ୍ଟ୍ର ଭାବେ ପରିଗଣିତ ହୋଇପାରିଛି। ଦେଶର ଏହି ଗତି ଜାରି ରଖିବାକୁ ହେଲେ 5G ସେବା ନିହାତି ଆବଶ୍ୟକ ଓ ଏହାକୁ ସୁହାଇଲା ଭଳି କରିବା ସହିତ ଉପଲବ୍ଧତା ବଢ଼ାଇବାକୁ ପଡ଼ିବ। ୨୦୨୧ ଦ୍ୱିତୀୟାର୍ଦ୍ଧ ବେଳକୁ ପ୍ରଥମେ ଜିଓ ଦେଶରେ 5G ସେବା ଆରମ୍ଭ କରିବ ବୋଲି ମୁଁ ପ୍ରତିଶ୍ରୁତି ଦେଉଛି। ଏହା ସମ୍ପୂର୍ଣ୍ଣ ଭାରତୀୟ ଜ୍ଞାନକୌଶଳ ନିର୍ମିତ ହେବ। ଏହାର ହାର୍ଡୱେୟାର ଓ ଟେକ୍ନୋଲୋଜି କମ୍ପୋନେଣ୍ଟ ସବୁ ଭାରତର ହେବ।” ବୋଲି ମୁକେଶ କହିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025
  ଜିଲ୍ଲା  
ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   13-Dec-2025
  ଜିଲ୍ଲା  
ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା   12-Dec-2025
  ଜିଲ୍ଲା  
ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   12-Dec-2025
  ଜିଲ୍ଲା  
ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   12-Dec-2025
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   12-Dec-2025
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   12-Dec-2025

You Might Also Like