-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ଭାରତ ବନ୍ଦ ସମର୍ଥନରେ ଏଆଇକେକେଏମ୍‌ଏସ୍‌, ଏଆଇଡିଏସ୍‌ଓ ର ବିକ୍ଷୋଭ

08-Dec-2020



ବଲାଙ୍ଗିର, କଳା କୃଷି ଆଇନ ୨୦୨୦ ବାତିଲ, ପ୍ରାଇଭେଟ ମଣ୍ଡି ଆଇନ, ଚୁକ୍ତି ଚାଷ ଆଇନ ଏବଂ ଅତ୍ୟାବଶ୍ୟକ ସମଗ୍ରୀ ସଂଶୋଧନ ଆଇନ ବାତିଲ ଦାବୀରେ ଦେଶର କୃଷକମାନଙ୍କ ଭାରତ ବନ୍ଦକୁ ସମର୍ଥନ ଏଆଇକେକେଏମ୍‌ଏସ୍‌, ଏଆଇଡିଏସ୍‌ଓ ବଲାଙ୍ଗିର ଶାଖା ତରଫରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ସହ ବନ୍ଦ ପାଳନ କରାଯାଇଛି । ଏହି ସବୁ ଚାଷୀ ବିରୋଧି କଳା ଆଇନ ଯୋଗୁଁ ଚାଷୀ ତଳିତଳାନ୍ତ ହେବା ସହ ଚାଷ କ୍ଷେତ୍ର ସଂପୂର୍ଣ୍ଣ ଭାବରେ ପୁଞ୍ଜିପତିଙ୍କ ଆକ୍ତିଆରକୁ ଚାଲଯିବ ଫଳରେ ସମସ୍ତ ଜନସାଧାରଣ ଆହୁରି ଶୋଷଣର ଶିକାର ହେବେ । ଆଜିର ଚାଷୀ ଆନ୍ଦୋଳନ ସମର୍ଥନରେ ହୋଇଥିବା ଭାରତ ବନ୍ଦକୁ ସଂପୂର୍ଣ୍ଣ ରୂପେ ସଫଳ କରିଥିବାରୁ ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇବା ସହିତ ଅବିଳମ୍ବେ ସମସ୍ତ ଚାଷୀ ଓ କୃଷି ବିରୋଧି କଳା ଆଇନ ପ୍ରତ୍ୟାହାର କରିବା କେନନ୍ର ସରକାରଙ୍କ ଟାରେ ଦୃଢ ଦାବୀ କରିଛନ୍ତି ଏସ୍‌ୟୁସିଆଇସି (କମ୍ୟୁନିଷ୍ଟ) ଓଡିଶା ରାଜ୍ୟ କମିଟି ସଂପାଦକ କମ୍ରେଡ ଧୂର୍ଜ୍ଜଟୀ ଦାସ । ଆଜିର ବିକ୍ଷୋଭ ରେ ଏସ୍‌ୟୁସିଆଇ (ସି)ର ସଂପାଦକ ସୁନିଲ ଭୋଇ, ଏଆଇଡିଏସ୍‌ଓ ର ଜିଲ୍ଲା ସଂପାଦକ ମଧୁ ସୁଦନ ବାଗ, ବିକାଶ ଜେନା, ଗୌରୀ ରାଉତ, ଅହଲ୍ୟା ସାହୁ, ମମତା ନାୟକ ସହ ବହୁ ସଦସ୍ୟ ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like