-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ରାଜ୍ୟ

ରତ୍ନପଥର ଚୋରା ଚାଲାଣ ପଛରେ ରହିଛି କିଏ?

08-Dec-2020



(ପ୍ରେରଣା ଖବର) ରାୟଗଡ଼ାରୁ ରତ୍ନପଥର ଜବତ ଘଟଣାକୁ ନେଇ ତେଜିଲା ରାଜନୀତି। ଜିତେନ୍ଦ୍ର ବେହେରା ନାମକ ବ୍ୟକ୍ତିଙ୍କ ନିକଟରୁ ବିପୁଳ ପରିମାଣର ରତ୍ନପଥର ଜବତ ଘଟଣାରେ ବିଜେଡିକୁ ଟାର୍ଗେଟ କରିଛି କଂଗ୍ରେସ। ରତ୍ନପଥର ଚୋରା ଚାଲାଣ ଘଟଣାରେ ମନ୍ତ୍ରୀ ତଥା ବିଷମକଟକ ବିଧାୟକ ଜଗନ୍ନାଥ ସାରକାଙ୍କ ସଂପୃକ୍ତି ଥିବା କଂଗ୍ରେସ ଅଭିଯୋଗ ଆଣିଛି। ବିଜେଡି ନେତାଙ୍କ ଛତ୍ରଛାୟା ତଳେ ଏହି କାରବାର ଚାଲିଥିବା କଂଗ୍ରେସ ପ୍ରେସ୍‌ମିଟ୍ କରି ଅଭିଯୋଗ କରିବା ସହ ଅଭିଯୁକ୍ତ ଜିତେନ୍ଦ୍ର ବେହେରାର ବିଜେଡି ନେତାଙ୍କ ସହ ଲିଙ୍କ୍ ନେଇ ଫଟୋ ରିଲିଜ୍ କରିଛି। ଏହାସହ ମନ୍ତ୍ରୀ ସାରକାଙ୍କ ବହିଷ୍କାର ଦାବି କରିଛି କଂଗ୍ରେସ। ଅନ୍ୟପଟେ କଂଗ୍ରେସର ଏହି ଅଭିଯୋଗକୁ ଖଣ୍ଡନ କରିଛନ୍ତି ମନ୍ତ୍ରୀ ଜଗନ୍ନାଥ ସାରକା। ନିର୍ବାଚନ ମଣ୍ଡଳୀରୁ ତାଙ୍କ ପାଖକୁ ଅନେକ ଲୋକ ଆସନ୍ତି। ଯଦି କେହି ତାଙ୍କ ସହ ଫଟୋ ଉଠାଏ ତେବେ ସେ କଣ କରିପାରିବେ ବୋଲି କହିଛନ୍ତି। ଗତକାଲି ରାୟଗଡ଼ା ସହରର ଏକ ଅଳଙ୍କାର ଦୋକାନରୁ ୧୫୩ କେଜି ରତ୍ନପଥର ଜବତ କରିଥିଲା କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍। ଜବତ ରତ୍ନପଥରର ବଜାର ମୂଲ୍ୟ ପ୍ରାୟ ଦେଢକୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି। ଜବତ ରତ୍ନପଥର ମଧ୍ୟରେ ରବି, ପାନ୍ନା, ବ୍ଲାକ ଡାଏମଣ୍ଡ, ମୁନ୍ ଷ୍ଟୋନ ଆଦି ଥିବା ସୂଚନା ମିଳିଛି।  ଏହି ଘଟଣାରେ ଅଭିଯୁକ୍ତ ଜିତେନ୍ଦ୍ର ବେହେରାଙ୍କୁ ଗିରଫ କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like