-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଅପରାଧ

ନକଲି ମାଓବାଦୀଙ୍କୁ ଧରିଲେ DSP ଶ୍ରାବଣୀ

08-Dec-2020



(ପ୍ରେରଣା ଖବର) ଶ୍ରୀକାକୁଲାମ: ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲାମ ଜିଲ୍ଲା ଆନ୍ଧ୍ର-ଓଡିଶା ସୀମାନ୍ତ ରହିଥିବା ପାଲକୋଣ୍ଡା ପୋଲିସ ୭ ଜଣ ନକଲି ମାଓବାଦୀଙ୍କୁ ଗିରଫ କରିଛି ପୋଲିସ୍। ଏମାନଙ୍କ ନିକଟରୁ ୫ଟି ଦେଶୀ ବନ୍ଧୁକ, ୧୦ ରାଉଣ୍ଡ ଅଫୁଟା ଗୁଳି, ଗୋଟିଏ ମୋବାଇଲ ଟ୍ୟାବ, ୩ଟି ମୋବଇଲ, ନକ୍ସଲ ବ୍ୟବହୃତ ଡ୍ରେସ ଓ ୨ ଟି ନକଲି ପିସ୍ତଲ ଜବତ କରିଛନ୍ତି। ଶ୍ରୀକାକୁଲମ ଜିଲ୍ଲା ପାଲକୋଣ୍ଡା ପୋଲିସ ଡିଏସପି ଶ୍ରୀମତୀ ଶ୍ରାବଣୀ କହିଛନ୍ତି ଯେ, ଗତକାଲି ଆନ୍ଧ୍ର-ଓଡିଶା ସୀମାନ୍ତରେ ରହିଥିବା ବୀରଘାଟମ ଗ୍ରାମର ବାସିନ୍ଧା ଓ ଗୁଟଖା ବ୍ୟବସାୟୀ ସୁରେଶଙ୍କ ଘରକୁ ୩ ଜଣ ନକଲି ମାଓବାଦୀ, ମାଓବାଦୀ ପାର୍ଟି ଫଣ୍ଡକୁ ୧ ଲକ୍ଷ ଟଙ୍କା ଦେବା ପାଇଁ ଧମକ ଦେଇଥିଲେ। ବନ୍ଧୁକ ଦେଖି ଡରିଯାଇ ସୁରେଶ ପାଟି କରିବାରୁ ଘଟଣାସ୍ଥଳରୁ ମାଓବାଦୀମାନେ ଫେରାର ହୋଇଯାଇଥିଲେ ଏବଂ ସ୍ଥାନୀୟ ପୋଲିସ ଅଭିଯୋଗ କରିଥିଲେ। ଶ୍ରୀକାକୁଲମ ପୋଲିସ କମିଶନର ଅମିତ ବଡଦାରଙ୍କ ନିର୍ଦ୍ଦେଶ କ୍ରମେ ପାଲକୋଣ୍ଡା ପୋଲିସ ଡିଏସପି ଶ୍ରୀମତୀ ଶ୍ରାବଣୀ ତଦନ୍ତ ଆରମ୍ଭ କରିଥିଲେ। ପ୍ରଥମେ ୩ ଜଣ ନକଲି ମାଓବାଦୀଙ୍କୁ ଗିରଫ କରିଥିଲେ।  ପରେ ଅନ୍ୟ ୪ ଜଣକୁ ଆଜି ଗିରଫ କରିଥିଲେ। ଗିରଫ ନକଲି ମାଓବାଦୀଙ୍କ ନିକଟରୁ ୫ଟି ଦେଶୀ ବନ୍ଧୁକ, ୧୦ ରାଉଣ୍ଡ ଅଫୁଟା ଗୁଳି, ଗୋଟିଏ ମୋବାଇଲ ଟ୍ୟାବ, ୩ ଟି ମୋବଇଲ, ନକ୍ସଲ ବ୍ୟବହୃତ ଡ୍ରେସ ଓ ୨ ଟି ନକଲି ପିସ୍ତଲ ଜବତ କରିଥିଲେ। ଗିରଫ ନକଲି ମାଓବାଦୀଙ୍କ ନାମରେ ଏଥିପୂର୍ବରୁ ଓଡ଼ିଶାର ଗଜପତି ଜିଲା କାଶୀନଗର ଠାରେ ଜଣେ ଚାଉଳ ବ୍ୟବସାୟୀଙ୍କୁ ଧମକ ଦେଇ ଟଙ୍କା ଆଦାୟ, ଶ୍ରୀକାକୁଲମ ଜିଲାର ଆନ୍ଧ୍ର-ଓଡିଶା ସୀମାନ୍ତରେ ରହିଥିବା କତୁରୀ ଠାରେ ଜଣେ ବ୍ୟବସାୟୀଙ୍କ ଟଙ୍କା ଆଦାୟ ସହ ଅନ୍ୟ ବ୍ୟବସାୟୀଙ୍କୁ ଧମକ ଦେଇ ଟଙ୍କା ଆଦାୟ ଭଳି ମାମଲା ଶ୍ରୀକାକୁଲମ ଜିଲାର ବିଭିନ୍ନ ପୋଲିସ ଥାନାରେ ରହିଥିବା ଶ୍ରୀମତୀ ଶ୍ରାବଣୀ ପ୍ରକାଶ କରିଛନ୍ତି। ଶ୍ରୀମତୀ ଶ୍ରାବଣୀ ଆନ୍ଧ୍ର-ଓଡିଶା ସୀମାନ୍ତରେ ରହୁଥିବା ବ୍ୟବସାୟୀ ଓ ଧନୀକ ଶ୍ରେଣୀର ବାସିନ୍ଧାଙ୍କୁ କହିଛନ୍ତି ଯେ, ଆନ୍ଧ୍ର-ଓଡିଶା ସୀମାନ୍ତରେ ମାଓବାଦୀଙ୍କ କାର୍ଯ୍ୟକଳାପ ରହିଥିବାରୁ ଏହାର ଫାଇଦା କିଛି ଗୁଣ୍ଡା ଶ୍ରେଣୀର ଲୋକ ଉଠାଇ ସାଧାରଣ ଲୋକଙ୍କ ଠାରୁ ମାଓବାଦୀ ପାର୍ଟି ଫଣ୍ଡ ନାମରେ ଟଙ୍କା ଆଦାୟ କରୁଛନ୍ତି। ଏଣୁ ଏହିପରି ଘଟଣାର ପୁରାନାବୃତ୍ତି ହେଲେ ତୁରନ୍ତ ପୋଲିସକୁ ସୂଚନା ଦେବାକୁ ଶ୍ରୀମତୀ ଶ୍ରାବଣୀ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like