-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||      *ନୂଆପଡ଼ା ଜିଲ୍ଲା ପ୍ରଶାସନ ପକ୍ଷ ରୁ ସୁଭଦ୍ରା ଶକ୍ତି ମେଳା ଶୁଭ ଉଦ୍ଘାଟିତ*   (11-Mar-2026)       ||      ରଶ୍ମିତା ପାଣ୍ଡେ ଶ୍ରେଷ୍ଠ ଯୁବ ମହିଳା ଏଚିଭର -୨୬ ରେ ସମ୍ମାନିତ   (10-Mar-2026)       ||      *ଅପରାଧ କୁ ନିୟନ୍ତ୍ରଣ ପାଇଁ ଅପରେସନ ସାଇବର କବଚ ଅଭିଜାନ ଉପରେ ସାମ୍ୱାଦିକ ସମ୍ମିଳନୀ*-   (10-Mar-2026)       ||      ଅଭିଭାବକ କୃତଜ୍ଞତା ଅର୍ପଣ ଉତ୍ସବ   (10-Mar-2026)       ||      ନୂଆପଡ଼ାରେ ଜିଲ୍ଲାସ୍ତରୀୟ ‘ସୁଭଦ୍ରା ଶକ୍ତି ମେଳା–୨୦୨୬  ମହିଳା ଉଦ୍ୟୋଗୀତା ଓ ସାଂସ୍କୃତିକ ପରମ୍ପରାର ମହୋତ୍ସବ ଉଦ୍ଘାଟିତ    (10-Mar-2026)       ||      ୧୫ କିମି ସାଇକଲରେ ଯାଇ ଅଭିଯୋଗ ଶୁଣିଲେ ବିଡିଓ   (10-Mar-2026)       ||      ବଲାଙ୍ଗିର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ଶ୍ରୀଜଗନ୍ନାଥ ଦର୍ଶନ’ ଯାତ୍ରାର ଶୁଭାରମ୍ଭ   (10-Mar-2026)       ||     

HOME   ଜିଲ୍ଲା

ବିଭାଗ ସ୍ତରୀୟ ସମ୍ପାଦକ ଓ ପ୍ରଧାନ ଆଚାର୍ଯ୍ୟ ବୈଠକ ଅନୁଷ୍ଠିତ

15-May-2023



ପଦ୍ମପୁର:( ପ୍ରେରଣା ଖବର )
  ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପଦ୍ମପୁର ର କୁସୁନାପାଲି ସ୍ଥିତ ବିଦ୍ୟା ମନ୍ଦିର ପରିସରରେ ବିଭାଗ ସ୍ତରୀୟ ସଂପାଦକ ଓ ପ୍ରଧାନ ଆଚାର୍ଯ୍ୟ ବୈଠକ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ଉଦଘାଟନୀ ଉତ୍ସବ ରେ ମୁଖ୍ୟ ବକ୍ତା ଭାବରେ ମାନନୀୟ ଡ଼ଃ ପ୍ରଦୀପ କୁମାର ସାହୁ (ପ୍ରାନ୍ତ ଉପ ସଭାପତି ,ଶିକ୍ଷା ବିକାଶ ସମିତି ଓଡ଼ିଶା) ଦୀପ ପ୍ରଜ୍ଜଳନ ପୂର୍ବ କ କାର୍ଯ୍ୟକ୍ରମ କୁ ଉଦଘାଟନ କରି ଆମର ଲକ୍ଷ୍ୟ ତଥା ସ୍ୱ ଜାଗରଣ ବିଷୟରେ ବୌଦ୍ଧିକ ପ୍ରଦାନ କରିଥିଲେ ।ମୁଖ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ ତ୍ରିବିକ୍ରମ ଶତପଥୀ (ପଶ୍ଚିମ ସମ୍ଭାଗ ସଂପାଦକ ) ଯୋଗଦେଇ ଥିଲେ ।ବରଗଡ ବିଭାଗ ନିରୀକ୍ଷକ ଶ୍ରୀଯୁକ୍ତ ବିଜନ କୁମାର ଜେନା ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ।

ଅନ୍ୟତମ ଅତିଥି ଭାବରେ ଶ୍ରୀଯୁକ୍ତ ଶିବୁ ପ୍ରସାଦ ଦାଶ ପଶ୍ଚିମ ସମ୍ଭାଗ କୋଷାଧ୍ୟକ୍ଷ, ଶ୍ରୀଯୁକ୍ତ ମନୋଜ କୁମାର ପଣ୍ଡା ସହ ଜିଲ୍ଲା ପ୍ରମୁଖ , ଶ୍ରୀଯୁକ୍ତ ଘନଶ୍ୟାମ ପୁଞ୍ଜି କୋଷାଧ୍ୟକ୍ଷ, ଅଶ୍ୱିନୀ କୁମାର ଦାଶ ଭେଡେନ ସଂକୁଳ ପ୍ରମୁଖ,ଆନନ୍ଦ କୁମାର ପ୍ରଧାନ ବରଗଡ ସଂକୁଳ ପ୍ରମୁଖ ମଞ୍ଚାସିନ ଥିବା ବେଳେ   ଶ୍ରୀଯୁକ୍ତ ଜ୍ୟୋତି ରଂଜନ ମିଶ୍ର ପଶ୍ଚିମ ସମ୍ଭାଗ ସଂଯୋଜକ ଉଦ୍ଦେଶ୍ୟ ଜ୍ଞାପନ କରିଥିବା ବେଳେ ଶ୍ରୀଯୁକ୍ତ ଦ୍ୱାଦଶ କୁମାର ପଧାନ ସଂକୁଳ ପ୍ରମୁଖ କାର୍ଯ୍ୟ କ୍ରମ ପରିଚାଳନା କରିଥିଲେ ।ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଯୁବରାଜ ପଧାନ ସୂଚନା ପ୍ରଦାନ କରିଥିଲେ ।ଭଉଣୀ ମାନଙ୍କ ଦ୍ୱାରା ନାଚର ତାଳେ ତାଳେ ସ୍ୱାଗତ ସଂଗୀତ ପରିବେଷଣ କରାଯାଇଥିଲା ।ଶିକ୍ଷା ବିକାଶ ସମିତି ଦ୍ୱାରା ଆୟୋଜିତ ଭାରତୀ କୃଷ୍ଣ ଓ ପ୍ରାଦେଶିକ ମେଧା ପରୀକ୍ଷା ରେ ସମଗ୍ର ରାଜ୍ୟରେ ଶ୍ରେଷ୍ଠ ଦଶମ ସ୍ଥାନ ମଧ୍ୟରେ ଥିବା ଭାଇ ଭଉଣୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା ।ସ୍ଥାନୀୟ ସଂପାଦକ ଶ୍ରୀଯୁକ୍ତ ଜନକ ଲାଲ ମେହେର ଧନ୍ୟବାଦ ଅର୍ପଣ କରିଥିଲେ ।ବିଭାଗ ର ୪୧ ଟି ଶିଶୁ ମନ୍ଦିର ରୁ ୩୫ ଜଣ ପ୍ରଧାନ ଆଚାର୍ଯ୍ୟ ଓ ୩୦ ଜଣ ସଂପାଦକ ଉପସ୍ଥିତ ରହି ବୈଠକରେ ଭାଗ ନେଇଥିଲେ ।ସମସ୍ତ ଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026
  ଜିଲ୍ଲା  
*ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   11-Mar-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   11-Mar-2026
  ଜିଲ୍ଲା  
“ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   11-Mar-2026
  ଜିଲ୍ଲା  
ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   11-Mar-2026
  ଜିଲ୍ଲା  
ଶାସ୍ତ୍ରୀୟ ଭାଷା ଦିବସ ପାଳିତ   11-Mar-2026
  ଜିଲ୍ଲା  
ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   11-Mar-2026
  ଜିଲ୍ଲା  
ରକ୍ତଦାନ ଶିବିର ଅନୁଷ୍ଠିତ   11-Mar-2026

You Might Also Like