-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ମନୋରଞ୍ଜନ

‘ଲଭ୍ ଇନ୍ ଲଣ୍ଡନ’ର ମ୍ୟୁଜିକ ରିଲିଜ, ଏଥର ରଜ ସୁପରଷ୍ଟାର ଅନୁଭବ ସହ

15-May-2023



ଭୁବନେଶ୍ବର : ବହୁ ପ୍ରତୀକ୍ଷିତ ‘ଲଭ୍ ଇନ୍ ଲଣ୍ଡନ’ର ସଙ୍ଗୀତ ଲୋକାର୍ପଣ ଭୁବନେଶ୍ବରସ୍ଥିତ ଏସପ୍ଲାନେଡ୍ ପରିସରରେ ବର୍ଣାଢ୍ୟ ପରିଵେଶରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ସୁପରଷ୍ଟାର ଅନୁଭବ ମହାନ୍ତି, ହିରୋଇନ ସ୍ୱପ୍ନା ପ୍ରିୟଦର୍ଶିନୀ, ନିର୍ଦ୍ଦେଶକ ତାପସ ସରଘରିଆ, ସଙ୍ଗୀତ ନିର୍ଦ୍ଦେଶକ ବୈଦ୍ୟନାଥ ଦାଶ,       ପ୍ରଯୋଜକ ତଥା ଅଭିନେତା ପ୍ରଦ୍ୟୁମ୍ନ ଲେଙ୍କା, ପ୍ରଯୋଜକ ତଥା ନିର୍ଦ୍ଦେଶକ ସବ୍ୟସାଚ୍ଚି ମହାପାତ୍ର, ପ୍ରଯୋଜକ ଟୁଟୁ ନାୟକ, ଡେଲିଭରି ବୟ ର ପ୍ରଯୋଜକ ଜ୍ୟୋତି ରଞ୍ଜନ

ମହାନ୍ତି, ଗ୍ଲାମର ୭୭ ର ନିର୍ଦ୍ଦେଶକ ସଞ୍ଜୟ,  ମହାକୁଡ଼, ଏଥିପୂର୍ବରୁ ଅନୁଭବ ମହାନ୍ତି ଏବଂ ସ୍ୱପ୍ନା ପ୍ରିୟଦର୍ଶିନୀଙ୍କ ଅଭିନୀତ ଓଡ଼ିଆ ଚଳଚ୍ଚିତ୍ର ‘ଲଭ୍ ଇନ୍ ଲଣ୍ଡନ’ର ଟ୍ରେଲର ଆମର ମ୍ୟୁଜିକ ଅଫିସିଆଲ ୟୁଟିଉବ ଚ୍ଯାନେଲରେ ରିଲିଜ୍ ହୋଇ ବେଶ୍ ଲୋକପ୍ରିୟତା ହାସଲ କରି ସାରିଛି | ଆସନ୍ତା ଜୁନ ୧୪ ରଜ ଅବସରରେ ଫିଲ୍ମ *ଲଭ୍ ଇନ୍ ଲଣ୍ଡନ୍* ରିଲିଜ୍ ହେବ ବୋଲି ପ୍ରଯୋଜନା ସଂସ୍ଥା ତରଫରୁ ସୂଚନା ଦିଆଯାଇଛି। ତାପସ ସରଘରିଆଙ୍କ ନିର୍ଦ୍ଦେଶିତ ଫିଲ୍ମରେ ଅଛି ପ୍ରେମ, ରୋମାନ୍ସ, ସୁସପେନ୍ସ ଓ ଫାଇଟ୍ ଯାହା ଦର୍ଶକଙ୍କୁ ବେଶ୍ ଆକୃଷ୍ଟ କରିବ। 

ଜେ.ବି. ଫିଲ୍ମ୍ସ ଓ ଆମରା ମ୍ୟୁଜିକ ବ୍ୟାନର ରେ, ନବୀନ ଭଣ୍ଡାରି ଓ ଜେ. ବର୍ଖା ପ୍ରଯୋଜିତ ଏହି ଭିନ୍ନ ଧରଣର ରୋମାଣ୍ଟିକ ଫିଲ୍ମ, ‘ଲଭ ଇନ୍ ଲଣ୍ଡନ’ରେ ଅନୁଭବ ମହାନ୍ତିଙ୍କ ବିପକ୍ଷରେ ନାୟିକା ସାଜିଛନ୍ତି ନବାଗତା ସ୍ୱପ୍ନା ପ୍ରିୟଦର୍ଶିନୀ । ଏହାର ଅନ୍ୟତମ ନାୟିକା ହେଲେ ସୌମ୍ୟା ସଚ୍ଚଦେବ । ତାପସ ସରଘରିଆ ନିଜେ ଫିଲ୍ମର କାହାଣୀ ଲେଖିଥିବା ବେଳେ ଚିତ୍ରନାଟ୍ୟ ଲେଖିଛନ୍ତି ସୁରେଶ ପଟ୍ଟନାୟକ ଏବଂ ଅନ୍ତର୍ଯ୍ୟାମୀ ସରଘରିଆ ସଂଳାପ ରଚନା କରିଛନ୍ତି । ଗୀତର ସ୍ବର ସଜାଇଛନ୍ତି ବୈଦ୍ୟନାଥ ଦାଶ, ଅସଦ ନିଜାମ ଓ ସୋମେଶ ଶତପଥୀ।

ଫିଲ୍ମର ଫାଷ୍ଟ ପୋଷ୍ଟର ମଧ୍ୟ ସୋସିଆଲ ମିଡିଆରେ ଚହଳ ପକାଇଥିଲା ଏଥିରେ ନଜର ଆସିଥିଲା ଅନୁଭବଙ୍କ ଏକ ଲିପକିସ୍ ସିନ୍ । ଫିଲ୍ମର ପ୍ରଚାର ଓ ପ୍ରସାର ଦାୟିତ୍ବରେ ଥିବା ମିଡ଼ିଆ ପ୍ଲାନର୍ ମୁଖ୍ୟ ପ୍ରଣୟ ଜେଠୀ କହିଛନ୍ତି କି ଏହି ଫିଲ୍ମର ଖାସ କଥା, ଫିଲ୍ମର ସୁଟିଂ ଲଣ୍ଡନରେ ଓ ବାରିପଦାରେ ହୋଇଥିବା ବେଳେ ଓଲିଉଡ ର ଭାଇଜାନ ୨୦୧୯ ପରେ ପୁଣି ଥରେ ଏହି ଫିଲ୍ମ ମାଧ୍ୟମରେ ବଡ଼ ପରଦାକୁ କମ୍ ବ୍ୟାକ୍ କରୁଥିବାରୁ ‘ଲଭ ଇନ୍ ଲଣ୍ଡନ’ ଓଡ଼ିଶାରେ ଏଇ ବର୍ଷର ସବୁଠାରୁ ବଡ଼ ହିଟ୍ ନିଶ୍ଚୟ ହେବ ।

(ଅମୃତ ନନ୍ଦ ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm